• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଂଜୀକରଣ

FNN WEB by FNN WEB
March 28, 2026
in ଓଡ଼ିଶା, ମୁଖ୍ୟ ଖବର
0
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ
0
SHARES
2
VIEWS

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଲୋକପ୍ରିୟ ଯୋଜନା ‘ସୁଭଦ୍ରା’ରେ ସାମିଲ ହେବାକୁ ସୁଯୋଗ ଆସିଛି। ଯେଉଁ ମହିଳାମାନେ ଏହି ଯୋଜନାରେ ଏପର୍ଯ୍ୟନ୍ତ ସାମିଲ ହୋଇପାରି ନାହାନ୍ତି, ବିଶେଷ ଭାବେ ସେମାନେ ଏଥିରେ ସାମିଲ ହୋଇପାରିବେ। ମାତ୍ର ତିନି ଦିନ ପରେ ରାଜ୍ୟ ସରକାରଙ୍କ ସୁଭଦ୍ରା ପୋର୍ଟାଲ ଖୋଲିବ। ଏହା ପରେ ଆବଦନ କରିହେବ। ଅନ୍‌ଲାଇନ୍‌ ‌କେନ୍ଦ୍ର ମାଧ୍ୟମରେ ମହିଳା ହିତାଧିକାରୀମାନେ ସୁଭଦ୍ରା ଯୋଜନାରେ ଆବେଦନ କରିପାରିବେ।

ଆସନ୍ତା ଏପ୍ରିଲ ୧ ତାରିଖ ଠାରୁ ସୁଭଦ୍ରା ଯୋଜନାରେ ପଂଜୀକରଣ ଆରମ୍ଭ ‌ହୋଇପାରିବ। ସୁଭଦ୍ରା ପୋର୍ଟାଲରେ ଏପ୍ରିଲ ୩୦ ପର୍ଯ୍ୟନ୍ତ କରିପାରିବେ ଆବେଦନ। ଯେଉଁମାନେ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବେ, ଏହା ପୂର୍ବରୁ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ସିଡିପିଓ କାର୍ଯ୍ୟଳୟରୁ ମାନୁଆଲ ଫର୍ମ ନେଇପାରିବେ। ଏହି ଆବେଦନ ଫର୍ମ ମାଗଣାରେ ମଳିବ।

ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁମାନେ ପୂର୍ବରୁ ଆବେଦନ କରି ନାହାନ୍ତି, ସେମାନଙ୍କୁ ସୁଯୋଗ ମିଳିବ। ଯୋଜନାରେ ସାମିଲ ହେବାକୁ ବୟସ ୨୧ରୁ ୬୦ ବର୍ଷ ନିର୍ଦ୍ଧାରଣ କରାଯାଇଛି। ରାଜ୍ୟ ସରକାର ଅଧିକ ସଂଖ୍ୟାରେ ହିତାଧିକାରୀଙ୍କୁ ଯୋଡ଼ିବାକୁ ଉଦ୍ୟମ କରୁଛନ୍ତି।ନୂତନ ଆବେଦନ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି।

ପୁରୀ ତାଳବଣିଆରେ ଅନୁଷ୍ଠିତ ସୁଭଦ୍ରା ଚତୁର୍ଥ କିସ୍ତି ପ୍ରଦାନ ଉତ୍ସବରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ। ଏହି ଅବସରରେ ସେ କହିଥିଲେ, ଚତୁର୍ଥ କିସ୍ତିରେ ୧ କୋଟି ୧୨ ଲକ୍ଷ ୧୨ ହଜାର ୬୬୫ ଜଣଙ୍କୁ ସମୁଦାୟ ୫୧୦୬ କୋଟି ୩୩ ଲକ୍ଷ ୨୫ ହଜାର ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ଏବେ କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀ ସାମିଲ ହୋଇଛନ୍ତି। କିନ୍ତୁ ପ୍ରଥମ, ଦ୍ବିତୀୟ ଏବଂ ତୃତୀୟ କିସ୍ତିରେ ଟଙ୍କା ପାଇଥିବା ଲକ୍ଷାଧିକ ‌ହିତାଧିକାରୀମାନେ ମଧ୍ୟ ଚତୁର୍ଥ କିସ୍ତିରୁ ବାଦ୍‌ ପଡ଼ିଛନ୍ତି। ଅପରପକ୍ଷେ ଲକ୍ଷାଧିକ ହିତାଧିକାରୀଙ୍କ ଆବେଦନକାରୀଙ୍କୁ ବିଭିନ୍ନ କାରଣରୁ ବାଦ୍‌ ଦିଆଯାଇଛି। ଏଥିରୁ ଅନେକ ହିତାଧିକାରୀ ଅଭିଯୋଗ କରିଥିଲେ ମଧ୍ୟ, ସରକାର ତା’ର ଉତ୍ତର ରଖି ନଥିବା ଅଭିଯୋଗ ହେଉଛି।

Previous Post

୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ

Next Post

ରାସ୍ତାକଡ଼କୁ ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ

FNN WEB

FNN WEB

Next Post
ରାସ୍ତାକଡ଼କୁ ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ

ରାସ୍ତାକଡ଼କୁ ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.