• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାସ୍ତାକଡ଼କୁ ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ

FNN WEB by FNN WEB
March 28, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାସ୍ତାକଡ଼କୁ ଓଲଟିଲା ଟୁରିଷ୍ଟ ବସ୍, ୫ ମୃତ
0
SHARES
1
VIEWS

ନୟାଗଡ଼: ଭଗବାନ ଶିବଙ୍କ ଦର୍ଶନ ଅଧୁରା ରହିଯାଇଛି। ବଲାଙ୍ଗୀରଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଅଧିନ ହରିଶଙ୍କର ମନ୍ଦିର ଦର୍ଶନ ଯାଉଥିବା ବେଳେ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଟାକେରା ଘାଟି ନିକଟରେ ରାତି ଅଧରେ ଏକ ବସ୍‌ ଛାତିଥରା ଦୁର୍ଘଟଣାର ସାମ୍ନା କରିଛି। ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ଘଟିଛି। ୧୫ ଜଣ ଗୁରୁତର ଅଛନ୍ତି। ୪୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ଏବଂ ଆହତମାନଙ୍କୁ ଡାକ୍ତରଖାନାର ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତିମାନେ ବ୍ରହ୍ମପୁର ଅଞ୍ଚଳର ହରି ପାତ୍ର, ଲକ୍ଷ୍ମୀ ପାତ୍ର, ସୁପ୍ରଭା ସାହୁ, ସୁମତି ସାହୁ ଏବଂ ପ୍ରବୀଣ ସାହୁ।

ସୂଚନାନୁଯାୟୀ, ବ୍ରହ୍ମପୁର ଅଞ୍ଚଳର ପ୍ରାୟ ୫୫ ଜଣ ଯାତ୍ରୀ ଏକ ବସ୍ ରେ ବଲାଙ୍ଗୀରର ହରିଶଙ୍କର ବୁଲି ଯାଉଥିଲେ। ବିଳମ୍ବିତ ରାତି ୧ ଟାରେ ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ଟାକରା ନିକଟରେ ବସ୍‌ ଟି ଏକ ବଡ଼ ପଥର ସହ ଧକ୍କା ହୋଇ ରାସ୍ତା କଡକୁ ଓଲଟି ପଡିଛି। ଫଳରେ ଡ୍ରାଇଭର୍ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି। ୪୫ରୁ ଉର୍ଦ୍ଧ୍ଵ ଲୋକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ଆମ୍ବୁଲାନ୍ସ ଘଟଣା ସ୍ଥଳରେ ପହଂଚି ମୃତାହତଙ୍କୁ ଉଦ୍ଧାର କରିଥିଲା ବେଳେ ଆହତଙ୍କୁ ମେଡିକାଲ ପଠାଇଛି। ମୃତକଙ୍କ ମଧ୍ୟରେ ୩ ମହିଳା ଅଛନ୍ତି। ମୃତକମାନେ ହେଲେ ହରି ପାତ୍ର, ଲକ୍ଷ୍ମୀ ପାତ୍ର, ସୁପ୍ରଭା ସାହୁ, ସୁମତି ସାହୁ ଓ ଡ୍ରାଇଭର ପ୍ରବୀଣ ସାହୁ। ୫ ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବାକି ୪୫ ଆହତ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦଶପଲ୍ଲା ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ଦୁର୍ଘଟଣାରେ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ସିଏମ ମୋହନ ଚରଣ ମାଝୀ । ସେପଟେ କିଭଳି ଦୁର୍ଘଟଣା ଘଟିଲା, କାହା ଭୁଲ୍ ପାଇଁ ଏତେବଡ଼ ଦୁର୍ଘଟଣା ଘଟିଲା, ଗ୍ରାଉଣ୍ଡରେ ତାର କାରଣ ଖୋଜି ଖୋଳତାଡ଼ କରୁଛି ପୋଲିସ।

Previous Post

ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଂଜୀକରଣ

Next Post

କେନ୍ଦୁଝରକୁ ଆଉ ଗାଉଁଲିଆ କରି ରଖିବୁ ନାହିଁ : ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
କେନ୍ଦୁଝରକୁ ଆଉ ଗାଉଁଲିଆ କରି ରଖିବୁ ନାହିଁ : ମୁଖ୍ୟମନ୍ତ୍ରୀ

କେନ୍ଦୁଝରକୁ ଆଉ ଗାଉଁଲିଆ କରି ରଖିବୁ ନାହିଁ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.