• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ : ବିଜେପି ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଦାଖଲରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

FNN WEB by FNN WEB
April 2, 2026
in ଓଡ଼ିଶା, ମୁଖ୍ୟ ଖବର
0
ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ : ବିଜେପି ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଦାଖଲରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
0
SHARES
0
VIEWS

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ବିଧାନସଭା ପ୍ରାର୍ଥୀମାନଙ୍କ ପ୍ରାର୍ଥୀପତ୍ର ଦାଖଲରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। । ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଦାଖଲରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ । ରାମପୁରହାଟ ଏସଡିଓ ଅଫିସରେ ବିଜେପିର ରାମପୁରହାଟ ବିଧାନ ସଭା ପ୍ରାର୍ଥୀ ଧୃବ ଶାହା, ହଂସନ ବିଧାନ ସଭା ପ୍ରାର୍ଥୀ ନିଖିଲ ବାନାର୍ଜୀ, ନଲହାଟୀ ବିଧାନ ସଭା ପ୍ରାର୍ଥୀ ଅନିଲ ସିଂହ ଏବଂ ମୁରାରଇ ବିଧାନ ସଭା ପ୍ରାର୍ଥୀ ରିଙ୍କି ଘୋଷ ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

ଏହି ଅବସରରେ ବୀରଭୂମ ଜିଲ୍ଲାର ରାମପୁରହାଟ ସ୍ଥିତ କାଳୀମନ୍ଦିର ନିକଟସ୍ଥ ସଂଘତା ମୋଡ ଠାରୁ SDO Office ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଏକ ବିଶାଳ ରାଲିରେ ଯାଇଥିଲେ । ଏହି ରାଲିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗ ଦେଇଥିଲେ । ଏହି ନାମାଙ୍କନ ପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ଦଳୀୟ ପ୍ରାର୍ଥୀମାନଙ୍କୁ ଉତ୍ସାହିତ କରିଥିଲେ ।

Previous Post

ରାଜ୍ୟରେ ଆଉ ୧୮୮୯ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟିତ

Next Post

ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ , ସକାଳ ସାଢେ ୬ ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ହେବ ପାଠପଢା

FNN WEB

FNN WEB

Next Post
୧୮ ନୁହେଁ,୨୦ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍

ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ , ସକାଳ ସାଢେ ୬ ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ହେବ ପାଠପଢା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.