• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର

FNN WEB by FNN WEB
April 10, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର
0
SHARES
3
VIEWS

୩୪୦୦ କୋଟିର ଅଟଳ ବସଷ୍ଟାଣ୍ଡ ଯୋଜନାକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ୍‌ ୧୧ ପ୍ରସ୍ତାବ ଉପରେ ମୋହର ଲାଗିଛି। ‌କ୍ୟାବିନେଟ୍‌ ବୈଠକରେ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। କ୍ୟାବିନେଟରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପରିଚାଳନା ଏବଂ ରକ୍ଷଣବେକ୍ଷଣ ନୀତି ୨୦୨୬କୁ ଅନୁମୋଦନ ମିଳିଛି । ଏହି ନୀତିରେ ପ୍ରକଳ୍ପ ସରିବା ପରେ ତା’ର ରକ୍ଷଣବେକ୍ଷଣ ପାଇଁ ଦାୟିତ୍ୱ ବଣ୍ଟନ ହୋଇଛି । ଏଥିରେ ପଞ୍ଚାୟତ ଗ୍ରାମବାସୀଙ୍କର କ’ଣ ଦାୟିତ୍ୱ ରହିବ, ମନିଟରିଙ୍ଗ କେମିତି ହେବ, କେତେ ଟଙ୍କା ଦିଆଯିବ ସବୁ କିଛି ନୀତିରେ ଉଲ୍ଲେଖ ରହିଛି । ଜଳ ସମ୍ପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମତି ମିଳିଛି। ପାର୍ବତୀଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ଵ ଦିଆଯାଇଛି। ଏହି ଜଳ ପ୍ରକଳ୍ପ ଦ୍ଵାରା ୬୧୨୦ ହେକ୍ଟର ଜମି ଜଳସେଚିତ ହେବ। ଏହାଦ୍ଵାରା ସମ୍ବଲପୁରର ୧୪ଟି ଗାଁ ଉପକୃତ ହେବେ। କଟକର ୧୩୫ କୋଟି ହାଡୁଆ ଜଳସେଚନ ପ୍ରକଳ୍ପ, ଯାହା ବଡମ୍ବାର ୭୬ ଗାଁ, ନରସିଂହପୁର ଓ ତିଗିରିଆର ୫ଟି ଲେଖାଏଁ ଗାଁର ମୋଟ ୩୬୦୦ ହେକ୍ଟର ଜମିରେ ପାଣି ମାଡ଼ିବ। ସେହିପରି ୨୦୪ କୋଟିର ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପରେ ସମ୍ବଲପୁରରେ ୬୨୧୦ ହେକ୍ଟର ଜମି ଜଳସେଚିତ ହେବ।

ସୋନପୁର ତେଲ ନଦୀରେ ୧୭୦ କୋଟିର କ୍ଲଷ୍ଟର ଦ୍ଵାରା ୩୦ ପ୍ରକଳ୍ପରେ ୬ହଜାର ହେକ୍ଟର ଜମି ଜଳସେଚିତ ହେବ। ୧୫୮ କୋଟିର ଯାଜପୁର ଖରାସୁଆ, ବ୍ରାହ୍ମଣୀ ନଦୀରେ କ୍ଲଷ୍ଟର ୩୭ ପ୍ରକଳ୍ପ ଦ୍ୱାରା ୬ ହଜାର ହେକ୍ଟର ୭୩ ଗାଁ ପାଣି ପାଇବ। କେନ୍ଦୁଝରରେ ୯୩ କୋଟି ବ୍ୟୟରେ କ୍ଲଷ୍ଟରରେ ୩୮ ପ୍ରକଳ୍ପ ଯାହାଦ୍ୱାରା ୪୨୮୦ ହେକ୍ଟର ପାନପୁର ଅଂଚଳରେ ଜମି ଜଳସେଚିତ ହେବ। କେନ୍ଦୁଝରରେ ୧୬୪୭ କୋଟିର ବ୍ୟୟରେ ନୂଆ 2*500 mva ସବ ଷ୍ଟେସନକୁ ଅନୁମୋଦନ ମିଳିଛି। ଯାହାର କାମ ୩ ବର୍ଷରେ ସରିବ। ଏହା ସହ ଚାକିରୀ ସର୍ତ୍ତବଳିରେ ସଂଶୋଧନ, କ୍ୟାଡର ରୁଲ ପରିବର୍ତ୍ତନ ଶ୍ରମ ବିଭାଗର ୩ ପ୍ରସ୍ତାବ ପାରିତ ହୋଇଛି।

ଏହାବ୍ୟତୀତ ୩୪୦୦ କୋଟିର ଅଟଳ ଵସଷ୍ଟାଣ୍ଡ ଯୋଜନାଜୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ରାଜ୍ୟରେ ନିର୍ମାଣ ହେଉଥିବା ୩୧୮ ଵସଷ୍ଟାଣ୍ଡ OSRTC ସମନ୍ୱୟରେ କରାଯିବ । ଏହା ସହ ଜଳସମ୍ପଦ ବିଭାଗର ୫ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । କଟକର ୧୩୫ କୋଟି ହାଡୁଆ ଜଳସେଚନ ପ୍ରକଳ୍ପ, ଯାହା ୩୬୦୦ ହେକ୍ଟର ଜମି ବଡମ୍ବାର ୭୬ ଗାଁ, ନରସିଂହପୁର, ତିଗିରିଆ ୫ ଗାଁରେ ପାଣି ମାଡ଼ିବ ।

ସେହିପରି ୨୦୪ କୋଟିର ପାର୍ବତୀ ଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ ୬୨୧୦ ହେକ୍ଟର ସମ୍ବଲପୁରରେ ଜଳସେଚିତ ହେବ । ସୋନପୁର ତେଲ ନଦୀରେ ୧୭୦ କୋଟିର କ୍ଲଷ୍ଟର ୩୦ ପ୍ରକଳ୍ପ ୬ହଜାର ହେକ୍ଟର ଜମି ଜଳସେଚିତ ହେବ । ୧୫୮ କୋଟିର ଯାଜପୁର ଖରାସୁଆ, ବ୍ରାହ୍ମଣୀ ନଦୀରେ କ୍ଲଷ୍ଟର ୩୭ ପ୍ରକଳ୍ପ ଦ୍ୱାରା ୬ ହଜାର ହେକ୍ଟର ୭୩ ଗାଁ ପାଣି ଗାଁ ପାଣି ପାଇବ । କେନ୍ଦୁଝରରେ ୯୩ କୋଟି ବ୍ୟୟରେ କ୍ଲଷ୍ଟର ୩୮ ପ୍ରକଳ୍ପ ଯାହାଦ୍ୱାରା ୪୨୮୦ ହେକ୍ଟର ପାନପୁର ଅଂଚଳରେ ଜମି ଜଳସେଚିତ ହେବ । କେନ୍ଦୁଝରରେ ୧୬୪୭ କୋଟି ବ୍ୟୟରେ ନୂଆ 2*500 ଏମ୍‌ଭିଏ ସବ ଷ୍ଟେସନକୁ ଅନୁମୋଦନ ମିଳିଛି । ଯାହାର କାମ ୩ ବର୍ଷରେ ସରିବ । ଏହାସହ ଚାକିରୀ ସର୍ତ୍ତବଳିରେ ସଂଶୋଧନ, କ୍ୟାଡର ରୁଲ ପରିବର୍ତ୍ତନ ଶ୍ରମ ବିଭାଗର ୩ଟି ପ୍ରସ୍ତାବ ପାରିତ ହୋଇଛି ।

Previous Post

ବିଜୁ ବାବୁଙ୍କ ୨୯ତମ ତିରୋଧାନ ଦିବସ ରାଜ୍ୟବ୍ୟାପି ପାଳିତ ହେବ: ବିଜେଡି

Next Post

ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି: ମେଟ୍ରୋ ପ୍ରକଳ୍ପ ପୁନଃବିଚାର କରିବାକୁ ଅନୁରୋଧ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି: ମେଟ୍ରୋ ପ୍ରକଳ୍ପ ପୁନଃବିଚାର କରିବାକୁ ଅନୁରୋଧ

ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି: ମେଟ୍ରୋ ପ୍ରକଳ୍ପ ପୁନଃବିଚାର କରିବାକୁ ଅନୁରୋଧ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.