• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିଶ୍ବକର୍ମା ପୁରସ୍କାର : ଓଡିଶାର ୧୭ ପ୍ରକଳ୍ପ ପୁରସ୍କୃତ

FNN WEB by FNN WEB
April 11, 2026
in ଓଡ଼ିଶା, ମୁଖ୍ୟ ଖବର
0
ବିଶ୍ବକର୍ମା ପୁରସ୍କାର : ଓଡିଶାର ୧୭ ପ୍ରକଳ୍ପ ପୁରସ୍କୃତ
0
SHARES
3
VIEWS

ନୂଆଦିଲ୍ଲୀ/ଭୁବନେଶ୍ୱର : ବିଶ୍ବକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡିଶାକୁ ମିଳିଛି ସର୍ବାଧିକ ବିଶ୍ବକର୍ମା ପୁରସ୍କାର। ଓଡିଶାର ୧୭ଟି ପ୍ରକଳ୍ପ ପୁରସ୍କୃତ ହୋଇଛି। ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ ପୁରସ୍କୃତ କରାଯାଇଛି । ପୂର୍ତ୍ତ ବିଭାଗର ୩, ଜଳସମ୍ପଦ ବିଭାଗର ୫ ଓ କ୍ରୀଡ଼ା ବିଭାଗର ୨ ପ୍ରକଳ୍ପ ପୁରସ୍କୃତ ହୋଇଛି। ନୂଆଦିଲ୍ଲୀସ୍ଥିତ ବି.ଆର୍. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି. ଦ୍ୱାରା ଆୟୋଜିତ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯାଇଛି।

ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ମନ୍ତ୍ରୀ ନିତୀନ ଗଡ଼କରୀ ଯୋଗ ଦେଇ ନିର୍ମାଣ କ୍ଷେତ୍ରରେ ନୂତନତ୍ୱ ଉପରେ ଗୁରୁତ୍ୱ ଦେଇଥିଲେ। ରାସ୍ତା ଓ କୋଠାବାଡ଼ି ନିର୍ମାଣ କ୍ଷେତ୍ରରେ ନୂତନ ପାରଦର୍ଶିତା ସହିତ ଡି.ପି.ଆର୍ ବନାଇବା ପାଇଁ ସୁଯୋଗ ସୃଷ୍ଟି କରାଯିବା ଉପରେ ଗୁରୁତ୍ବ ଦେଇଥିଲେ ।

ରାଜ୍ୟ ପୂର୍ତ୍ତ ବିଭାଗର ତିନିଗୋଟି ପ୍ରକଳ୍ପ ଲୋକାୟୁକ୍ତ ଭବନ, ଯାଜପୁରସ୍ଥିତ ମାତୃଶିଶୁ ହସ୍ପିଟାଲ୍, ବଲାଙ୍ଗିରସ୍ଥିତ ସଦ୍ୟ ସମାପ୍ତ ହୋଇଥିବା କ୍ୟାନସର୍ ହସ୍ପିଟାଲକୁ ପୂରସ୍କୃତ କରାଯାଇଥିଲା । ମୁଖ୍ୟ ନିର୍ମାଣ ଯନ୍ତ୍ରୀ ମନୋଜ ମହାନନ୍ଦ ପୁରସ୍କାର ଗ୍ରହଣ କରିଥିଲେ । ସେହିପରି ରାଜ୍ୟ ଜଳସମ୍ପଦ ବିଭାଗର ୫ ଗୋଟି ପ୍ରକଳ୍ପ ଯଥା ଗଙ୍ଗାଧର ମେହେର ପ୍ରକଳ୍ପ, ପୁରୁଣାଗଡ଼ ମେଗା ଲିଫ୍ଟ, ଭଞ୍ଜନଗର ଡ୍ୟାମ୍, ମହାବରିଡା ଆନିକଟ, ଲୋୟର ସୁକତେଲକୁ ପୁରସ୍କୃତ କରାଯାଇଥିଲା । ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ଲିଙ୍ଗରାଜ ଗୌଡ଼ ପୁରସ୍କାର ଗ୍ରହଣ କରିଥିଲେ । ରାଜ୍ୟ କ୍ରୀଡ଼ା ବିଭାଗର ଅଧିକାରୀ ଧିରେଦ କୁମାର ପଟ୍ଟନାୟକ କଳିଙ୍ଗ ଷ୍ଟାଡିୟମ୍ସ୍ଥିତ ଦୁଇଟି ଭବନ ଯଥା ସଟଲ୍ ଏବଂ ଆକ୍ୱାଟିକ୍ ଭବନ ପାଇଁ ପୁରସ୍କାର ଗ୍ରହଣ କରିଥିଲେ। ରାଜ୍ୟ ପୁଲିସ୍ ଗୃହ ନିର୍ମାଣ ନିଗମର ମୁଖ୍ୟଯନ୍ତ୍ରୀ ଇଂ ନର୍ମଦା ବେହେରା, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଶ୍ରୀକାନ୍ତ ସାମଲ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀସ୍ଥିତ ଅତ୍ୟାଧୁନିକ ହଷ୍ଟେଲ ଭବନ ପାଇଁ ପୁରସ୍କାର ଗ୍ରହଣ କରିଥିଲେ ।

ଏତଦ୍ବ୍ୟତୀତ ସମ୍ବଲପୁରସ୍ଥିତ ଆଇ.ଆଇ.ଏମ୍ କ୍ୟାମ୍ପସ ପାଇଁ ଏନ୍ବିସିସିର ଉଚ୍ଚାଧିକାରୀ ଚିନ୍ମୟ ଘୋଷ, ଏମସ୍ ଭୁବନେଶ୍ୱର ପାଇଁ ନିର୍ଦ୍ଦେଶକ ଡା. ବିଶ୍ୱାସଙ୍କୁ ପୁରସ୍କୃତ କରାଯାଇଥିଲା । ରିଜର୍ଭ ବ୍ୟାଙ୍କର ଭୁବନେଶ୍ୱରସ୍ଥିତ ନୂତନ ଡାଟା ସେଣ୍ଟର, କୋରାପୁଟସ୍ଥିତ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ପୁରସ୍କାର ଦିଆଯାଇଥିଲା ଏହି ଅବସରରେ ପୂର୍ତ୍ତ ବିଭାଗର ପୂର୍ବତନ ସର୍ବୋଚ୍ଚ ଯନ୍ତ୍ରୀ ମନୋରଞ୍ଜନ ମିଶ୍ରଙ୍କ ଦ୍ୱାରା ଲିନ୍ ନିର୍ମାଣ କୌଶଳ ଉପରେ ଲିଖିତ ପୁସ୍ତକକୁ ଜୁରୀ ମଣ୍ଡଳୀ ଉନ୍ମୋଚନ କରିଥିଲେ । ନିର୍ମାଣ କ୍ଷେତ୍ର ପାଇଁ ଅବଦାନ ସକାଶେ ଖ୍ୟାତିସମ୍ପନ୍ନ ଇଂଜିନିୟର ଅଶୋକ ବାସା ଏବଂ ସ୍ଥପତି ତାରାପ୍ରସାଦ ଧଳଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ଓଡ଼ିଶାର ପୁରସ୍କୃତ ପ୍ରକଳ୍ପମାନଙ୍କୁ ପ୍ରଦର୍ଶିତ କରାଯାଇଥିଲା।

Previous Post

ସିଜିମାଳି ଘଟଣାରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

Next Post

ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.