• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅରଡେଇ ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ : ମୁଖ୍ୟମନ୍ତ୍ରୀ

FNN WEB by FNN WEB
April 11, 2026
in ଓଡ଼ିଶା, ମୁଖ୍ୟ ଖବର
0
ଅରଡେଇ ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ : ମୁଖ୍ୟମନ୍ତ୍ରୀ
0
SHARES
4
VIEWS

କେନ୍ଦୁଝର/ଭୁବନେଶ୍ୱର : କେନ୍ଦୁଝର ସଦର ଅନ୍ତର୍ଗତ ବୋଦାପାଳସା ଗ୍ରାମପଂଚାୟତ ପାଇଲା ନୂତନ ପରିଚୟ। ଅରଡେଇ ନାଳ ଉପରେ ନିର୍ମାଣ ହୋଇଥିବା ପୋଲକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରି ଏହାକୁ ଜନସାଧାରଣଙ୍କୁ ଉତ୍ସର୍ଗୀକୃତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୋଦାପାଳସା ଗ୍ରାମପଂଚାୟତ ଏବଂ ଏହାର ଆଖପାଖ ଗ୍ରାମର ଲୋକଙ୍କୁ ଆଉ ଯିବା ଆସିବାରେ କୌଣସି ଅସୁବିଧା ରହିବ ନାହିଁ। ୧୦୦ ମିଟରରୁ ଉର୍ଦ୍ଧ୍ୱ ଲମ୍ବ ବିଶିଷ୍ଟ ଏହି ପୋଲ କେନ୍ଦୁଝର ସଦର ଅଞ୍ଚଳ ପାଇଁ ଏକ ନୂତନ ପରିଚୟ ଆଣିବ।

ଉକ୍ତ ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଡଃ ଫକୀର ମୋହନ ନାଏକ, ପାଟଣା ବିଧାୟକ ଅଖିଳ ନାଏକ ଓ ଜିଲ୍ଲାପାଳ ବିଶାଲ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପୋଲ ପ୍ରାୟ ୫୦୦୦ରୁ ଉର୍ଦ୍ଧ୍ୱ ଅଂଚଳବାସୀଙ୍କ ଦୈନନ୍ଦିନ ଗମନାଗମନର ମୁଖ୍ୟ ଧାରା ସାଜିଛି। ସେହିପରି ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚନ୍ଦ୍ରଶେଖର ସରକାରୀ ଉଚ୍ଚ ବିଦ୍ୟାଳୟର ବିଦ୍ୟାଳୟ ଭିତ୍ତିଭୂମି ବିକାଶ ପାଇଁ ୧୦ କୋଟି ଅନୁଦାନ ଘୋଷଣା କରିଛନ୍ତି। ଏଥିସହ ୭ ଏକର ଜମି ପ୍ରଦାନ କରାଯିବ ବୋଲି କହିଛନ୍ତି।

Previous Post

ରାଜ୍ୟରେ ୪୫ ହଜାର ନୂତନ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି: ମୁଖ୍ୟମନ୍ତ୍ରୀ

Next Post

୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

FNN WEB

FNN WEB

Next Post
୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.