• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉନ୍ମୋଚିତ ହେଲା ନୂଆ ଟ୍ୟାଗଲାଇନ୍ ‘ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା’ ଏବଂ OMC ପୁରୀ କୋଷ୍ଟାଲ ମାରାଥନ

FNN WEB by FNN WEB
April 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ଉନ୍ମୋଚିତ ହେଲା ନୂଆ ଟ୍ୟାଗଲାଇନ୍ ‘ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା’ ଏବଂ OMC ପୁରୀ କୋଷ୍ଟାଲ ମାରାଥନ
0
SHARES
1
VIEWS

ଭୁବନେଶ୍ୱର : ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ବୁଧବାର ଏକ ନୂତନ ବ୍ରାଣ୍ଡ୍ ପରିଚୟ ଏବଂ ଟ୍ୟାଗଲାଇନ୍ ‘ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା’ ଉନ୍ମୋଚିତ ହୋଇଯାଇଛି। ରାଜ୍ୟର ପର୍ଯ୍ୟଟନକୁ ଏକ ଅନୁଭୂତି-ଭିତ୍ତିକ ବିଶ୍ୱସ୍ତରୀୟ ଗନ୍ତବ୍ୟସ୍ଥଳ ଭାବରେ ଗଢ଼ିତୋଳିବା ପାଇଁ ଏହା ଏକ ଦୃଢ଼ ପଦକ୍ଷେପ। ଭିଜନ ସମୃଦ୍ଧ ଓଡ଼ିଶା ୨୦୩୬ ଏବଂ ଭିଜନ ବିକଶିତ ଭାରତ ୨୦୪୭ ର ଲକ୍ଷ୍ୟ ସହିତ ସମାନ୍ତରାଳ ଭାବେ ଓଡ଼ିଶା ଏବେ ଏକ “ଲୁକ୍କାୟିତ ରତ୍ନ”ରୁ ପରିବର୍ତ୍ତିତ ହୋଇ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଏକ ପର୍ଯ୍ୟଟନ ହବ୍ ଭାବେ ଉଭା ହୋଇଛି।

ଏହି ଅବସରରେ ପୁରୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ “OMC ପୁରୀ କୋଷ୍ଟାଲ ମାରାଥନ” ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି, ପର୍ଯ୍ୟଟନ ବିଭାଗର କମିଶନର-ତଥା-ସଚିବ ବଲୱନ୍ତ ସିଂହ ଉପସ୍ଥିତ ଥିଲେ।

ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଏବେ ଏକ ଉଚ୍ଚ-ପ୍ରଦର୍ଶନକାରୀ ପର୍ଯ୍ୟଟନ ଅର୍ଥନୀତି ଆଡ଼କୁ ଗତି କରୁଛି। ନୂଆ ଟ୍ୟାଗଲାଇନ୍ ବିଶ୍ୱବାସୀଙ୍କୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଆଧ୍ୟାତ୍ମିକତା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟ ମାଧ୍ୟମରେ ଭାରତକୁ ପୁନଃ ଆବିଷ୍କାର କରିବାକୁ ନିମନ୍ତ୍ରଣ କରିବ। ଲୋଗୋ ଉନ୍ମୋଚନ ପୂର୍ବରୁ ବ୍ଲୁ-ଫ୍ଲାଗ୍ ବିଚ୍ରୁ ତାଜ୍ ରିସୋର୍ଟ ପର୍ଯ୍ୟନ୍ତ ଏକ ସାଙ୍କେତିକ ଦୌଡ଼ର ଆୟୋଜନ କରାଯାଇଥିଲା। ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା ମାଧ୍ୟମରେ ମାରାଥନର ଅଫିସିଆଲ୍ ଲୋଗୋ ପ୍ରଦର୍ଶିତ ହୋଇଥିଲା। ଆଜିଠାରୁ ମାରାଥନ ପାଇଁ ଅଫିସିଆଲ୍ ୱେବସାଇଟ୍ ଜରିଆରେ ପଞ୍ଜିକରଣ ଆରମ୍ଭ ହୋଇଛି।

OMC ପୁରୀ କୋଷ୍ଟାଲ ମାରାଥନ ୨୦୨୬ ଡିସେମ୍ବର ୧୩ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ମୋଟ ନଗଦ ପୁରସ୍କାର ରାଶି ୧ କୋଟି ଟଙ୍କା ରହିଛି। ଫୁଲ୍ ମାରାଥନ (୪୨ କିମି), ହାଫ୍ ମାରାଥନ (୨୧ କିମି), ୧୦ କିମି ଏବଂ ୫ କିମି ବିଭାଗରେ ମାରାଥନ ହେବ। ପୁରୀର ସୁନ୍ଦର ସମୁଦ୍ର କୂଳରେ ଅନୁଷ୍ଠିତ ହେବାକୁ ଥିବା ଏହି ମାରାଥନ ଦେଶର ଅନ୍ୟତମ ବଡ଼ କ୍ରୀଡ଼ା ଆୟୋଜନ ଭାବେ ଗଣାଯିବ। ଏହାର ଲୋଗୋରେ ଓଡ଼ିଶାର ପତିତପାବନ ବାନା, କୋଣାର୍କ ଚକ୍ର ଏବଂ ବଙ୍ଗୋପସାଗରର ଲହଡ଼ିକୁ ସ୍ଥାନ ଦିଆଯାଇଛି, ଯାହା ଗତିଶୀଳତା ଏବଂ ଶକ୍ତିର ପ୍ରତୀକ।

Previous Post

ମହିଳା ବିଲକୁ ବିରୋଧ କରି ଇଣ୍ଡି ମେଣ୍ଟର ଅସଲ ମୁଖା ଖୋଲିଗଲା : ମୁଖ୍ୟମନ୍ତ୍ରୀ

Next Post

ଗଣନାକାରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ନିର୍ଦ୍ଦେଶ

FNN WEB

FNN WEB

Next Post
ଗଣନାକାରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ନିର୍ଦ୍ଦେଶ

ଗଣନାକାରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.