• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାଦ୍ ପଡ଼ିଥିବା ୭୯ ହଜାର ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାରେ ପହଞ୍ଚିଲା କିସ୍ତି

FNN WEB by FNN WEB
May 4, 2026
in ଓଡ଼ିଶା, ମୁଖ୍ୟ ଖବର
0
ବାଦ୍ ପଡ଼ିଥିବା ୭୯ ହଜାର ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାରେ ପହଞ୍ଚିଲା କିସ୍ତି
0
SHARES
0
VIEWS

ଭୁବନେଶ୍ୱର: ବିଜେପି ସରକାରଙ୍କ ବହୁ ଆଙ୍କାକ୍ଷିତ ’ସୁଭଦ୍ରା’ ଯୋଜନାରୁ ବାଦ୍‌ ପଡ଼ିଥିବା ୭୯ ହଜାର ହିତାଧିକାରୀଙ୍କୁ ଆଜି ଡାଇରେକ୍ଟ୍‌ ବେନିଫିଟ୍‌ ଟ୍ରାନ୍‌ସଫର (ଡିବିଟି) ମାଧ୍ୟମରେ ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ପ୍ରଦାନ କରାଯାଇଛି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଭୁବନେଶ୍ୱରସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରୁ ଆଭାସୀ ମାଧ୍ୟମରେ ‘ସୁଭଦ୍ରା’ ଯୋଜନା ଅନ୍ତର୍ଗତ ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ କିସ୍ତିରୁ ବାଦ୍ ପଡ଼ିଯାଇଥିବା ୭୯ ହଜାରରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କୁ ୬୧ କୋଟିରୁ ଅଧିକ ଟଙ୍କା ପ୍ରଦାନ କରିଛନ୍ତି, ଯାହା ଡିବିଟି ମାଧ୍ୟମରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଛି ।

ନିଷ୍କ୍ରିୟ ଏନ୍‌ପିସିଆଇ ଲିଙ୍କେଜ୍, ଇ କେୱାଇସି ବାୟୋମେଟ୍ରିକ ତ୍ରୁଟି ଏବଂ ବାକି ଥିବା ଅଭିଯୋଗ ସମାଧାନ କାରଣରୁ ପ୍ରଥମ, ଦ୍ୱିତୀୟ କିମ୍ବା ତୃତୀୟ କିସ୍ତି ପାଇପାରି ନଥିବା ମହିଳାମାନେ ଏହି ତାଲିକାରେ ଅନ୍ତର୍ଭୁକ୍ତ ଅଛନ୍ତି ।ସରକାରୀ ତଥ୍ୟ ଅନୁଯାୟୀ, ଏହି ଯୋଜନା ଅନ୍ତର୍ଗତ ୨୧,୯୦୧ ଜଣ ହିତାଧିକାରୀ ପ୍ରଥମ କିସ୍ତି, ୨୨,୩୪୭ ଜଣ ଦ୍ୱିତୀୟ କିସ୍ତି ଏବଂ ୭୯,୬୦୧ ଜଣ ତୃତୀୟ କିସ୍ତି ପାଇଛନ୍ତି । ବିଭିନ୍ନ ପ୍ରଶାସନିକ ସ୍ତରରେ ବିଚାରାଧୀନ ମାମଲାଗୁଡ଼ିକର ଯାଞ୍ଚ ଏବଂ ସମାଧାନ ପରେ ଏହି ଅର୍ଥ ପ୍ରଦାନ କରାଯାଇଛି ।

ଉପ-ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ଯେ, କୌଣସି ଯୋଗ୍ୟ ହିତାଧିକାରୀ ଯେପରି ବାଦ୍ ନ ପଡ଼ନ୍ତି ତାହା ନିଶ୍ଚିତ କରିବାକୁ ସରକାର ପ୍ରତିବଦ୍ଧ । ବ୍ୟବସ୍ଥିତ ଯାଞ୍ଚ ଏବଂ ଅଭିଯୋଗ ନିରାକରଣ ମାଧ୍ୟମରେ ସମସ୍ତ ପ୍ରକୃତ ମାମଲାଗୁଡ଼ିକର ସମାଧାନ କରାଯାଉଛି । ସେ ପୁନର୍ବାର କହିଛନ୍ତି ଯେ ‘ସୁଭଦ୍ରା’ ଯୋଜନା ରାଜ୍ୟରେ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ । ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ଡ ମୃଣାଳିନୀ ଦର୍ସ୍ୱାଲ, କାର୍ଯ୍ୟକାରୀ ନିର୍ଦ୍ଦେଶିକା ସ୍ୱୟଂପ୍ରଭା ମହାନ୍ତି, ଏବଂ ଅତିରିକ୍ତ ଶାସନ ସଚିବ, କୃତ୍ତିବାସ ରାଉତଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ୩୦ଟି ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ ।

Previous Post

ଆଗାମୀ ଦିନରେ ବିଜେପିର ଫୋକସ ଦକ୍ଷିଣ ଭାରତ : ମୁଖ୍ୟମନ୍ତ୍ରୀ

Next Post

ଆସାମରେ ବିଜେପିର ଐତିହାସିକ ହ୍ୟାଟ୍ରିକ ବିଜୟ

FNN WEB

FNN WEB

Next Post
ଆସାମରେ ବିଜେପିର ଐତିହାସିକ ହ୍ୟାଟ୍ରିକ ବିଜୟ

ଆସାମରେ ବିଜେପିର ଐତିହାସିକ ହ୍ୟାଟ୍ରିକ ବିଜୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.