• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସହରାଞ୍ଚଳର ୮୦ ପ୍ରତିଶତ ଲୋକଙ୍କୁ ମିଳିବ ‘ଛାତ’, ରାଉରକେଲାରୁ ଆରମ୍ଭ ହେବ ଯୋଜନା

FNN WEB by FNN WEB
May 6, 2026
in ଓଡ଼ିଶା, ମୁଖ୍ୟ ଖବର
0
ସହରାଞ୍ଚଳର ୮୦ ପ୍ରତିଶତ ଲୋକଙ୍କୁ ମିଳିବ ‘ଛାତ’, ରାଉରକେଲାରୁ ଆରମ୍ଭ ହେବ ଯୋଜନା
0
SHARES
2
VIEWS

ଭୁବନେଶ୍ୱର: ‘ବିକଶିତ ଓଡ଼ିଶା @୨୦୩୬’ ଲକ୍ଷ୍ୟକୁ ସାକାର କରିବା ପାଇଁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡା କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଓଡ଼ିଶା ଅର୍ବାନ ଏକାଡେମୀରେ ଆୟୋଜିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ବିସ୍ତୃତ ଆଲୋଚନା କରିଛନ୍ତି। ବୈଠକ ପରେ ମିଡିଆକୁ ସମ୍ବୋଧିତ କରି ମନ୍ତ୍ରୀ କହିଛନ୍ତି, ୨୦୩୬ ସୁଦ୍ଧା ସହରାଞ୍ଚଳର ୮୦% ଲୋକଙ୍କୁ ଆବାସ ସୁବିଧା ଯୋଗାଇବାକୁ ‘ସମସ୍ତଙ୍କ ପାଇଁ ଛାତ’ ଅଭିଯାନ ଆରମ୍ଭ ହେଉଛି। ଏଥିରେ ଆର୍ଥିକ ଦୁର୍ବଳ, ସ୍ଵଳ୍ପ ଆୟକାରୀ ଓ ପ୍ରବାସୀ ଶ୍ରମିକଙ୍କ ପାଇଁ ଭଡ଼ା ଆଧାରିତ ଆବାସ ମଡେଲକୁ ଗୁରୁତ୍ୱ ଦିଆଯିବ। ରାଉରକେଲାରୁ ପାଇଲଟ୍ ଆରମ୍ଭ କରାଯାଇ ପର୍ଯ୍ୟାୟକ୍ରମେ ସମସ୍ତ ପ୍ରମୁଖ ସହରକୁ ବିସ୍ତାର କରାଯିବ। ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢୀ, ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ସମୀକ୍ଷା ସମୟରେ ବିଭାଗୀୟ ବଜେଟ୍‌ର ୯୮ ପ୍ରତିଶତ ଶେଷ ହୋଇଥିବାରୁ ଖୁସି ବ୍ୟକ୍ତି କରି ମନ୍ତ୍ରୀ ମହାପାତ୍ର କହିଥିଲେ, ନଗର ଉନ୍ନୟନର ସଫଳତା କେବଳ ଢାଞ୍ଚାଗତ ବିକାଶରେ ମପାଯିବ ନାହିଁ; ଲୋକଙ୍କ ଜୀବନମାନ, ଜୀବିକା ଓ ସୁବିଧାରେ ଆସୁଥିବା ପରିବର୍ତ୍ତନ ହିଁ ସରକାରଙ୍କ ପ୍ରକୃତ ସଫଳତାର ପରିଚୟ।

ସହର ବିକାଶରେ ‘ଲ୍ୟାଣ୍ଡ ପୁଲିଂ’ ମଡେଲକୁ ଗେମ୍-ଚେଞ୍ଜର ଭାବେ ଉପସ୍ଥାପନ କରି ମନ୍ତ୍ରୀ କହିଥିଲେ ଯେ, ୪୦% ଜମି ସାର୍ବଜନୀନ ଢାଞ୍ଚା ପାଇଁ ବ୍ୟବହୃତ ହେବା ସହ ୬୦% ବିକଶିତ ଜମି ମାଲିକଙ୍କୁ ଫେରସ୍ତ ମିଳିବ—ଯାହା ଜମି ବିବାଦ କମେଇବା ସହ ଆଧୁନିକ ନଗର ଯୋଜନାକୁ ତ୍ୱରାନ୍ୱିତ କରିବ।
୪୯ ସହରରେ ସ୍ମାର୍ଟ ନିର୍ମାଣକୁ ପ୍ରୋତ୍ସାହନ—ଜଳ, ରାସ୍ତା ଓ ନିଷ୍କାସନକୁ ଗୁରୁତ୍ବ। “ମୁଖ୍ୟମନ୍ତ୍ରୀ ସ୍ମାର୍ଟ ସିଟି” ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୪୯ଟି ସହରକୁ ଚୟନ କରାଯାଇଛି। ଏହି ସହରଗୁଡ଼ିକରେ ଆଧୁନିକ ସଡ଼କ, ୨୪x୭ ପାନୀୟ ଜଳ ଯୋଗାଣ ଓ ବୈଜ୍ଞାନିକ ନିଷ୍କାସନ ବ୍ୟବସ୍ଥାକୁ ଅଗ୍ରଗତି ଦିଆଯିବ। ସେଥିସହ ‘ଅମୃତ’ ଯୋଜନା ମାଧ୍ୟମରେ ପ୍ରତ୍ୟେକ ସହରୀ ପରିବାରକୁ ନଳ ଯୋଗେ ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବାରେ ସରକାର ପ୍ରତିବଦ୍ଧ।
ଏହାସହ, ୨୮ଟି ନୂତନ ପୌର ସଂସ୍ଥାକୁ ସମ୍ପୂର୍ଣ୍ଣ ସକ୍ରିୟ କରିବା ସହ ସିସିଟିଭି ସର୍ଭେଲାନ୍ସ ବିସ୍ତାର, ବଜାର କମ୍ପ୍ଲେକ୍ସ, କମ୍ୟୁନିଟି ହଲ୍ ଓ ଶ୍ମଶାନ ଭଳି ମୂଳଭୂତ ସାମୁଦାୟିକ ଢାଞ୍ଚାକୁ ଶକ୍ତିଶାଳୀ କରିବା ଉପରେ ମନ୍ତ୍ରୀ ବିଶେଷ ଫୋକସ୍ ଦେଇଛନ୍ତି।

Previous Post

ଖୁବ୍ ଶୀଘ୍ର ଜାରିହେବ ଜମିର ବନ୍ଦୋବସ୍ତ ସମ୍ପର୍କିତ ଏସଓପି

Next Post

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

FNN WEB

FNN WEB

Next Post
ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.