• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅନୁଗୁଳରେ ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

FNN WEB by FNN WEB
May 20, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଅନୁଗୁଳରେ ବିଜୟ ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
0
SHARES
5
VIEWS

ଅନୁଗୁଳ: ଗତ ୨୫ ବର୍ଷ ଭିତରେ ବିଜେଡି ସରକାର କିଛି କରିନି। ଏଠାରୁ ଲୋକେ ଅନ୍ୟ ରାଜ୍ୟକୁ ପଳାୟନ କରୁଛନ୍ତି। ଓଡ଼ିଶାକୁ କିଏ ବରବାଦ କରିଲା? କିଏ ଯୁବକଯୁବତୀଙ୍କ ସ୍ବପ୍ନକୁ ଚୁରମାର କରିଛି? ଏଠିକାର ବିଜେଡି ସରକାରର ଶାସନରେ ଲୋକେ ଅତିଷ୍ଠ। କିଛି ଦୁର୍ନୀତିଗ୍ରସ୍ତ ଲୋକ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟକୁ ଘେରି ରଖିଛନ୍ତି। ଦୁର୍ନୀତିଗ୍ରସ୍ତ ଲୋକଙ୍କ କବଜାରେ ବିଜେଡି ସରକାର। ଓଡ଼ିଶାର ଗରିବୀ ଦେଖି ମୋ ହୃଦୟକୁ ବହୁତ କଷ୍ଟ ହେଉଛି। ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା? ଓଡ଼ିଶା ବରବାଦୀର କାରଣ ହେଲା ବିଜେଡି ସରକାର। ଡିଏମ୍‌ଏଫ୍ ପାଣ୍ଠିରେ ଆମେ ୨୬ ହଜାର କୋଟି ଦେଇଛୁ। ବିଜେଡି ସରକାରରେ ଜଗନ୍ନାଥ ମନ୍ଦିର ମଧ୍ୟ ସୁରକ୍ଷିତ ନାହିଁ। ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ। ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି। ଆମ ଘରର ଚାବି ହଜିଲେ ଆମେ ପ୍ରଭୁ ଜଗନ୍ନାଥଙ୍କୁ ଡାକୁ। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ଆମ ଘର ଚାବି ମିଳିଯାଏ। ଅନୁଗୁଳ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଉଦବୋଧନ ଦେଇ ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ଆହୁରି କହିଛନ୍ତି, ବିଜେଡି ସରକାରକୁ ବିଦାୟ କରିବାର ସମୟ ଆସିଯାଇଛି। ଏବେ ବିଜେପି ସରକାରକୁ ଆଣିବାର ସମୟ ହୋଇଯାଇଛି। ଜନ୍ ୧୦ରେ ଓଡ଼ିଶାରେ ବିଜେପି ସରକାରର ଶପଥ ଗ୍ରହଣ ହେବ। ଓଡ଼ିଶାର ପୁଅ କି ଝିଅ ମୁଖ୍ୟମନ୍ତ୍ରୀ ହେବ।

ଜୟ ଜଗନ୍ନାଥ, ଏଠି ଉପସ୍ଥିତ ମୋର ଭାଇଭଉଣୀମାନଙ୍କୁ ମୋର ନମସ୍କାର ଓ ଜୁହାର। ଏଭଳି ଓଡ଼ିଆ ଭାଷାରେ କହି ନିଜର ଭାଷଣ ଆରମ୍ଭ କରିଥିଲେ ଶ୍ରୀ ମୋଦୀ। ସେ ଆହୁରି କହିଛନ୍ତି, ମହିମା ଗୋସାଇଁ ଓ ଭୀମଭୋଇଙ୍କୁ ମୁଁ ସ୍ମରଣ କରୁଛି। ମୁଁ ସଙ୍ଗଠନ କାମକୁ ଭଲ ଭାବେ ଜାଣିଛି। ପୁରୀ ରୋଡ ସୋରେ ଲୋକଙ୍କ ଭିଡ଼ ଦେଖି ମୁଁ ଅଭିଭୂତ। ଆପଣଙ୍କ ଭଲପାଇବା ମୋର ଶକ୍ତି। ମୁଁ ଓଡ଼ିଶାର ସୁଖସମୃଦ୍ଧି ଲାଗି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କଲି। ମୋଦୀ ସରକାରକୁ ତୃତୀୟ ଥର କେନ୍ଦ୍ରରେ ଦେଖିବାକୁ ଚାହାଁନ୍ତି। ଏଥର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ। ଏଥର ଓଡ଼ିଶାରେ ବିଜେପି ସରକାର ହେବ। ଗତ ୨୫ ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଓ ଢେଙ୍କାନାଳ ବିଜେପି ଲୋକସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଉପସ୍ଥିତ ଅଛନ୍ତି।

Previous Post

ବିଜେଡି ନେତାମାନେ ଆପଣଙ୍କୁ ଲୁଟିବାରେ ଲାଗିଛନ୍ତି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Next Post

୨୦୩୪ ସୁଦ୍ଧା ଓଡ଼ିଶା ହେବ ଶ୍ରେଷ୍ଠ ରାଜ୍ୟ, ଆଦିବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି ଗ୍ୟାରେଣ୍ଟି

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.