• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଆଦର୍ଶରେ ପଶ୍ଚିମବଙ୍ଗରେ ସରକାର ‌ପରିଚାଳିତ ହେବ: ମୋହନ

FNN WEB by FNN WEB
May 8, 2026
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଆଦର୍ଶରେ ପଶ୍ଚିମବଙ୍ଗରେ ସରକାର ‌ପରିଚାଳିତ ହେବ: ମୋହନ
0
SHARES
3
VIEWS

କୋଲକାତା/ଭୁବନେଶ୍ବର: ଆଜିର ଦିନରେ ଯେଉଁ ସଫଳତା ମିଳିଛି ଏହା ହେଉଛି ସଂଘର୍ଷର ଫଳ। ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଢ଼ିବା ପାଇଁ ଦୀର୍ଘ ବର୍ଷ ହେଲା ସଂଘର୍ଷ କରିଆସିଛି। ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଆଦର୍ଶରେ ପଶ୍ଚିମବଙ୍ଗରେ ସରକାର ‌ପରିଚାଳିତ ହେବ। ଓଡ଼ିଶା ମୁଖ୍ୟମନ୍ତ୍ରୀ ତଥା ସହ-ପର୍ଯ୍ୟବେକ୍ଷକ ମୋହନ ଚରଣ ମାଝୀ ଆଜି କୋଲକାତାରେ ଏହା କହିଛନ୍ତି।

ବିଧାନସଭା ନିର୍ବାଚନ-୨୦୨୬ରେ ଭବାନୀପୁରରେ ମମତା ବାନାର୍ଜୀ ଏବଂ ନନ୍ଦିଗ୍ରାମରେ ପବିତ୍ର କରଙ୍କୁ ପରାସ୍ତ କରି ବିଧାୟକ ହୋଇଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଘୋଷଣା ଅବସରରେ ଶ୍ରୀ ମାଝୀ କହିଛନ୍ତି, ବିଜେପି ପଶ୍ଚିମବଙ୍ଗରେ ଇତିହାସ ରଚିଛି। ପଶ୍ଚିମବଙ୍ଗର ଜନତା ବିଜେପିକୁ ସେବା କରିବାକୁ ସୁଯୋଗ ଦେଇଛନ୍ତି। ଏଠାରେ ନୂଆ ଇତିହାସ ଲେଖାଯିବ।

ଶ୍ରୀ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି, ପଶ୍ଚିମଙ୍ଗର ଜନତା ଦୁର୍ନୀତିକୁ ବିରୋଧ କରିଛନ୍ତି। ମୋଦୀଙ୍କ ନେତୃତ୍ବକୁ ସମର୍ଥନ ଜଣାଇଛନ୍ତି। ଦେଶର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମୋଦୀ କାମ କରୁଛନ୍ତି। ସେ ଲକ୍ଷ୍ୟ ରଖିଛନ୍ତି ଯେ, ପୂର୍ବୋଦୟରୁ ଭାରତର ବିକାଶ ସମ୍ଭବ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଙ୍ଗ, ବଙ୍ଗ ଏବଂ କଳିଙ୍ଗ ମିସନ ପୂରା ହୋଇଛି। ମୁଖ୍ୟମନ୍ତ୍ରୀ ଘୋଷିତ ଶୁଭେନ୍ଦୁ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଉଛି। ଦିଲ୍ଲୀପ ଘୋଷ ଏବଂ ଅଗ୍ନିମିତ୍ର ପଲ୍‌ଙ୍କୁ ଅଭିନନ୍ଦନ ଜଣାଉଛି। ଆପଣମାନେ ଅନ୍ୟାୟ ବିରୋଧରେ ଲଢ଼େଇ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶା ଏବଂ ପଶ୍ଚିମବଙ୍ଗର ସଂପର୍କ ମଧ୍ୟରେ ନିଆରା ଅନୁଭୂତି ପରିଲକ୍ଷିତ ହୋଇଥାଏ। ଉଭୟ ରାଜ୍ୟର ଲୋକେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଗଭୀର ଭକ୍ତି କରିଥାନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଆତ୍ମବିଭୋର ହୋଇଯାଆନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦରୁ ଅସମ୍ଭବ କାମ ସମ୍ଭବ ହୋଇପାରିଛି। ସେହିପରି ମା କାଳୀ ମଧ୍ୟ ଆମକୁ ଆଶୀର୍ବାଦ କରିଛନ୍ତି।

Previous Post

ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ

Next Post

ଅଙ୍ଗନବାଡ଼ି କେନ୍ଦ୍ର ବିକାଶରେ ସହଯୋଗ ପାଇଁ ବିଧାୟକଙ୍କୁ ଚିଠି ଲେଖିଲେ ଉପମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଅଙ୍ଗନବାଡ଼ି କେନ୍ଦ୍ର ବିକାଶରେ ସହଯୋଗ ପାଇଁ ବିଧାୟକଙ୍କୁ ଚିଠି ଲେଖିଲେ ଉପମୁଖ୍ୟମନ୍ତ୍ରୀ

ଅଙ୍ଗନବାଡ଼ି କେନ୍ଦ୍ର ବିକାଶରେ ସହଯୋଗ ପାଇଁ ବିଧାୟକଙ୍କୁ ଚିଠି ଲେଖିଲେ ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.