• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅଙ୍ଗନବାଡ଼ି କେନ୍ଦ୍ର ବିକାଶରେ ସହଯୋଗ ପାଇଁ ବିଧାୟକଙ୍କୁ ଚିଠି ଲେଖିଲେ ଉପମୁଖ୍ୟମନ୍ତ୍ରୀ

FNN WEB by FNN WEB
May 8, 2026
in ଓଡ଼ିଶା, ମୁଖ୍ୟ ଖବର
0
ଅଙ୍ଗନବାଡ଼ି କେନ୍ଦ୍ର ବିକାଶରେ ସହଯୋଗ ପାଇଁ ବିଧାୟକଙ୍କୁ ଚିଠି ଲେଖିଲେ ଉପମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ବିକାଶରେ ସହଯୋଗ କରିବାକୁ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀର ବିଧାୟକଙ୍କୁ ଚିଠି ଲେଖିଛନ୍ତି। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଭାବରେ ସେ ନିର୍ବାଚନମଣ୍ଡଳୀଗୁଡ଼ିକରେ ଅଙ୍ଗନବାଡ଼ି କେନ୍ଦ୍ରର ଗୃହ ନିର୍ମାଣ ଓ ଏହାର ବିକାଶ ପ୍ରକ୍ରିୟାରେ ସକ୍ରିୟ ସହଯୋଗ କରିବାକୁ ଉପମୁଖ୍ୟମନ୍ତ୍ରୀ ସମସ୍ତ ଜନପ୍ରତିନିଧିଙ୍କୁ ଆହ୍ୱାନ କରିଛନ୍ତି। ଶ୍ରୀମତୀପରିଡ଼ା ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ବିକାଶ ଓ ନିର୍ମାଣ କାର୍ଯ୍ୟ ଯେପରି ସମୟାନୁବର୍ତ୍ତୀ ଏବଂ ଗୁଣାତ୍ମକ ଭାବେ ସମାପ୍ତ ହୁଏ, ସେଥିପାଇଁ ବିଧାୟକମାନେ ନିଜ ନିଜ ସ୍ତରରେ ତଦାରଖ କରିବା ଆବଶ୍ୟକ। ବିଶେଷ କରି ନିଜ ନିଜର ନିର୍ବାଚନମଣ୍ଡଳୀରେ ଚାଲୁଥିବା କାର୍ଯ୍ୟରେ ମହିଳାମାନଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ଉପରେ ସେ ଏହି ଚିଠିରେ ଗୁରୁତ୍ୱାରୋପ କରିଛନ୍ତି। ସୂଚନାଯୋଗ୍ୟଯେ, ଆର୍ଥିକ ବର୍ଷ ୨୦୨୪-୨୫ ଏବଂ ୨୦୨୫-୨୬ ମଧ୍ୟରେ ଅଙ୍ଗନବାଡ଼ି କେନ୍ଦ୍ର ଭିତ୍ତିଭୂମି ସୁଦୃଢ଼ୀକରଣ ପଦକ୍ଷେପ ଅଧୀନରେ ସମୁଦାୟ ୩,୨୯୩ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦ୍‌ଘାଟିତ ହୋଇ ହସ୍ତାନ୍ତର ହୋଇଥିବା ବେଳେ ସମନ୍ବିତ ଶିଶୁ ଉନ୍ନୟନ ଯୋଜନା (ଆଇସିଡିଏସ୍‌) ଯୋଜନା ଅଧୀନରେ ଓଡ଼ିଶାର ୧୨,୧୪୦ଟି ଅଙ୍ଗନବାଡ଼ି କେନ୍ଦ୍ରକୁ ସକ୍ଷମ ଅଙ୍ଗନବାଡ଼ିରେ ରୂପାନ୍ତରିତ କରାଯାଇଛି।

Previous Post

ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଆଦର୍ଶରେ ପଶ୍ଚିମବଙ୍ଗରେ ସରକାର ‌ପରିଚାଳିତ ହେବ: ମୋହନ

Next Post

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ ବିଜୟ

FNN WEB

FNN WEB

Next Post
ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ ବିଜୟ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ ବିଜୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.