• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣା : ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

FNN WEB by FNN WEB
May 9, 2026
in ଓଡ଼ିଶା, ମୁଖ୍ୟ ଖବର
0
ଯୁବକଙ୍କୁ ପିଟି ପିଟି ହତ୍ୟା ଘଟଣା : ଗିରଫ ସଂଖ୍ୟା ୧୧କୁ ବୃଦ୍ଧି
0
SHARES
0
VIEWS

ଭୁବନେଶ୍ବର : ବାଲିଅନ୍ତାରେ ଜିଆରପି କନେଷ୍ଟବଲ ସୈାମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ମାମଲାରେ ଗିରଫ ସଂଖ୍ୟା ୧୧ରେ ପହଞ୍ଚିଛି। ପୂର୍ବରୁ ୫ ଜଣ ଗିରଫ ହୋଇଥିବା ବେଳେ ଶନିବାର ଆଉ ୬ ଜଣଙ୍କୁ ପୁଲିସ ଗିରଫ କରିଛି। ତେବେ ଏହି ଗିରଫ ସଂଖ୍ୟା ଆହୁରି ବଢିପାରେ। ଘଟଣାସ୍ଥଳର ଆଖପାଖ ଗାଁ ଗୁଡ଼ିକୁ ଗିରଫଦାରୀ ଭୟ ଘାରିଛି। ପୁରୁଷମାନେ ଘର ଛାଡ଼ି କେଉଁଆଡ଼େ ଫେରାର୍ ହୋଇଯାଇଛନ୍ତି। ସେପଟେ ସିସିଟିଭି ଭିଡିଓ ଆଧାରରେ ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ବାଲିଅନ୍ତା ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

ଡ଼ିସିପିଙ୍କ ସୂଚନା ଅନୁସାରେ ବାଲିଅନ୍ତା ଥାନାରେ ଦୁଇଟି ପୃଥକ ପୃଥକ ଏତଲା କରାଯାଇଛି। ଗୋଟେ ଏତଲା ଯୁବକଙ୍କ ବାପା ଦେଇଥିବା ବେଳେ ଅନ୍ୟ ଏକ ଏତଲା ଅସଦାଚରଣ ଶିକାର ହୋଇଥିବା ଯୁବତୀଙ୍କ ପକ୍ଷରୁ କରାଯାଇଛି। ମୃତ ଯୁବକଙ୍କ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ଯେଉଁ ମାନେ ଯୁବକଙ୍କୁ ମାଡ଼ ମାରିଛନ୍ତି ଭିଡିଓ ଗୁଡ଼ିକ ତଦନ୍ତ କରାଯାଇ ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଅନ୍ୟପକ୍ଷରେ କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ସାଙ୍ଗ ଓମ୍ ପ୍ରକାଶ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି।ସୌମ୍ୟ ଓ ସେ ଗୋଟିଏ ବାଇକରେ ଓଲଟପୁରସ୍ଥିତ ମଉଜପୁରରୁ ଭୁବନେଶ୍ୱର ସତ୍ୟବିହାର ଜିମ୍କୁ ଆସୁଥିଲେ । ବାଲିଅନ୍ତା ଥାନା ରାମଚନ୍ଦ୍ରପୁର କାଜ ପାର ହେବା ପରେ ମନିପର୍ସ ଘରେ ଛାଡ଼ି ଆସିଛି ବୋଲି ସୌମ୍ୟ କହିଥିଲେ । ଓମ୍ ଗାଡ଼ି ବୁଲାଇ ଘର ମୁହାଁ ହୋଇଥିଲା । ଏହି ସମୟରେ ହଠାତ୍ ସୌମ୍ୟଙ୍କୁ ବାତ ମାରିଥିଲା । ସେ ଅସ୍ୱାଭାବିକ ଆଚରଣ ଦେଖାଇଲେ । ଓମଙ୍କ ବେକକୁ ସୌମ୍ୟ ଜୋରରେ ଧରି ପକାଇଥିଲେ । ଓମ୍ ବାଇକ୍ ଉପରୁ ନିୟନ୍ତ୍ରଣ ହରାଇ ବସିଥିଲେ । ଏହି ସମୟରେ ସ୍କୁଟିରେ ଆସୁଥିବା ଦୁଇ ଯୁବତୀଙ୍କ ସହ ତାଙ୍କ ବାଇକ୍ ଧକ୍କା ହୋଇଥିଲା । ସମସ୍ତେ ତଳେ ପଡ଼ି ଯାଇଥିଲେ । ଦୁର୍ଘଟଣାକୁ ନେଇ ସାମାନ୍ୟ ପାଟି ତୁଣ୍ଡ ହୋଇଥିଲା ।ଯୁବତୀଙ୍କୁ ଅସଦାଚରଣ ଘଟଣାକୁ ସେ ଅସ୍ବୀକାର କରିଛନ୍ତି।

Previous Post

ପଶ୍ଚିମବଙ୍ଗରେ ବିଜେପି ସରକାର, ଶୁଭେନ୍ଦୁ ଶାସନ ଆରମ୍ଭ

Next Post

ଓ୍ବାଟକୋର ଐତିହାସିକ ସଫଳତା: ସମସ୍ତ ୨୯ ସହରାଞ୍ଚଳରେ ୧୦୦% ଜଳ ଯୋଗାଣ ସୁନିଶ୍ଚିତ

FNN WEB

FNN WEB

Next Post
ଓ୍ବାଟକୋର ଐତିହାସିକ ସଫଳତା: ସମସ୍ତ ୨୯ ସହରାଞ୍ଚଳରେ ୧୦୦% ଜଳ ଯୋଗାଣ ସୁନିଶ୍ଚିତ

ଓ୍ବାଟକୋର ଐତିହାସିକ ସଫଳତା: ସମସ୍ତ ୨୯ ସହରାଞ୍ଚଳରେ ୧୦୦% ଜଳ ଯୋଗାଣ ସୁନିଶ୍ଚିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.