• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଫାଇନ ଆଦାୟ ନାଁରେ ଲୋକଙ୍କୁ ଶୋଷଣ: ବିଜେଡି

FNN WEB by FNN WEB
May 11, 2026
in ଓଡ଼ିଶା, ମୁଖ୍ୟ ଖବର
0
ଫାଇନ ଆଦାୟ ନାଁରେ ଲୋକଙ୍କୁ ଶୋଷଣ: ବିଜେଡି
0
SHARES
1
VIEWS

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସଡ଼କ ଦୁର୍ଘଟଣା । ରାଜଧାନୀ ଭୁବନେଶ୍ୱର ସଡ଼କ ଦୁର୍ଘଟଣାର ପେଣ୍ଠସ୍ଥଳୀ ପାଲଟି ଥିବାବେଳେ ପରିବହନ ବିଭାଗ ଦୁର୍ଘଟଣା ରୋକିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବାବେଳେ ଏବେ ଫାଇନ୍‍ ଆଦାୟ ନାଁରେ ଶୋଷଣ ଆରମ୍ଭ କରିବାକୁ ଯାଉଛି ବୋଲି କହିଛି ବିଜୁ ଜନତା ଦଳ ।

ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଯେ, ପରିବହନ ବିଭାଗର ଅପାରଗତା କାରଣରୁ ରାଜ୍ୟରେ ବାରମ୍ବାର ସଡ଼କ ଦୁର୍ଘଟଣା ଘଟୁଛି । ସାଧରଣ ଜନତାଙ୍କ ସୁରକ୍ଷାକୁ ଅଣଦେଖା କରି ପରିବହନ ବିଭାଗ ଯେଣତେଣ ଉପାୟରେ କେମିତି ଲୋକଙ୍କ ଠାରୁ ଫାଇନ ଆଦାୟ କରାଯିବ, ସେଥିରେ ବ୍ୟସ୍ତ ରହୁଛି । ରାଜ୍ୟରେ ଚାଲୁଥିବା ସମସ୍ତ ଗାଡ଼ି ଓ ସାଧରଣ ଜନତା ଭୁଲ୍ କରନ୍ତୁ ବା ନ କରନ୍ତୁ ତାକୁ ତର୍ଜମା ନ କରି ଫାଇନ ଆଦାୟରେ ମାତିଛି ପରିବହନ ବିଭାଗ ।

ଡ଼ ମହାନ୍ତି ଆହୁରି କହିଛନ୍ତି, ପରିବହନ କମିଶନର ତଥା ଅଧ୍ୟକ୍ଷ, ରାଜ୍ୟ ପରିବହନ ପ୍ରାଧିକରଣ ରାଜ୍ୟର ସମସ୍ତ ଆରଟିଓ ମାନଙ୍କ ପାଇଁ ଏକ ନିର୍ଦ୍ଦେଶନାମା ଜାରି କରି ଅର୍ଥ ଆଦାୟ ପାଇର୍ ଟାର୍ଗେଟ ଦେଇଛନ୍ତି, ସେଥିପାଇଁ ଲୋକଙ୍କ ଠାରୁ ମୋଟା ଅଙ୍କର ଫାଇନ ବିଭିନ୍ନ ଆଳ ଦେଖାଇ ଆଦାୟ କରାଯାଉଛି । ଟ୍ରାଫିକ ବ୍ୟବସ୍ଥା ରାଜ୍ୟରେ ଠିକ୍ ଭାବେ ଚାଲୁଛି କି ନ ଚାଲୁଛୁ ତାକୁ ଅନୁଧ୍ୟାନ ନ କରି କେମିତି ସାଧାରଣ ଜନତାଙ୍କ ଠାରୁ ମୋଟା ଅଙ୍କର ଫାଇନ ଆଦାୟ ହେବ ସେଥିପାଇଁ ପରିବହନ କମିଶନର ଖସଡ଼ା ପ୍ରସ୍ତୁତ କରିଛନ୍ତି ।

ଦୁଃଖ ଓ ପରିତାପର ବିଷୟ ରାଜ୍ୟରେ ପ୍ରତିଦିନ ସଡ଼କ ଦୁର୍ଘଟଣାରେ ଅକାଳରେ ନିରୀହ ଜୀବନ ଚାଲିଯାଉଛି । ସରକାରଙ୍କ ଏଥିପ୍ରତି ତିଳେ ହେଲେ ନିଘା ନାହିଁ । ରାତି ୧୦ଟା ପରେ ଭାରିଯାନ ସହର ମଧ୍ୟକୁ ପବେଶ କରିବାର ନିୟମ ଥିବାବେଳେ ସନ୍ଧ୍ୟା ହେଲେ ପୋଲିସ୍କୁ ହାତଗୁଞ୍ଜା ବେଧଡ଼କ ଭାବେ ଭାରିଯାନ ସହର ମଧ୍ୟକୁ ପ୍ରବେଶ କରୁଛି । କିଛି ଦିନ ତଳେ ଏକ ହାଇୱା ସହର ମଧ୍ୟରେ ୩ ଜଣ ନିରୀହ ପିଲାଙ୍କ ଉପରେ ଚଢ଼ାଇ ମାରିଦେଲା ।

ପରିବହନ କମିଶନର, ପୋଲିସ୍ କମିଶନର ଓ ସହରରେ ପ୍ରତି ଛକରେ ଲାଗିଥିବା ଏଆଇ କ୍ୟାମେରା ଏପର୍ଯ୍ୟନ୍ତ ସେ ଗାଡ଼ିଟିକୁ ଧରିବାକୁ ସକ୍ଷମ ହେଲେ ନାହିଁ । ଗାଡ଼ିଟି କାହାର, କାହିଁକି ସେ ୩ଟି ଅମୂଲ୍ୟ ଜୀବନ ନେଇଗଲା, ତାହା ଉପରେ ସ୍ପଷ୍ଟୀକରଣ ନ ଦେଇ ବିଭିନ୍ନ ଆଳ ଦେଖାଇ କେମିତି ଫାଇନ ଆଦାୟ କରାଯିବ ସେଥିରେ ବ୍ୟସ୍ତ ଅଛନ୍ତି ରାଜ୍ୟ ସରକାର । କନ୍ଭିକସନ ରେଟ୍ ୫%ରୁ ୪୦% ପ୍ରତିଶତ ବଢ଼ିଥିବା ନେଇ ଆଇନ ମନ୍ତ୍ରୀ ଦେଇଥିବା ମନ୍ତବ୍ୟ ହାସ୍ୟାସ୍ପଦ ।

ଛୋଟ ଛୋଟ ଭୁଲ୍ ପାଇଁ ଗାଡ଼ି ଚାଳକ ମାନେ ଲୋକଅଦାଲତରେ ଦୋଷ ସ୍ୱୀକାର କରି ଦେଉଥିବା ଫାଇନକୁ ଆଇନ ମନ୍ତ୍ରୀ କନଭିକ୍ସନ୍ ରେଟ୍ ବଢ଼ିଥିବା ନେଇ ଗଣମାଧ୍ୟମରେ ସୂଚନା ଦେବା ନିନ୍ଦନୀୟ । ଫାଇନ ଆଦାୟ ନାଁରେ ସରକାର ସାଧାରଣ ଜନତାଙ୍କ ଠାରୁ ଜିଜିଆ କର ଆଦାୟ କରିବା ବନ୍ଦ କରନ୍ତୁ । ନଚେତ୍ ଆଗାମୀ ଦିନରେ ବିଜୁ ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ।

Previous Post

ରାଜ୍ୟସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

Next Post

ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା କରି ଦୁଇ ହାତ କାଟିଦେଲେ ପଥର ମାଫିଆ

FNN WEB

FNN WEB

Next Post
ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା କରି ଦୁଇ ହାତ କାଟିଦେଲେ ପଥର ମାଫିଆ

ବଜରଙ୍ଗ ଦଳ କର୍ମୀଙ୍କୁ ହତ୍ୟା କରି ଦୁଇ ହାତ କାଟିଦେଲେ ପଥର ମାଫିଆ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.