• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶେଷ ହେଲା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ

FNN WEB by FNN WEB
May 20, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଶେଷ ହେଲା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
0
SHARES
1
VIEWS

ଭୁବନେଶ୍ୱର : ଶେଷ ହେଲା ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଅଳ୍ପ କିଛି ସ୍ଥାନରେ ମତଦାନକୁ ନେଇ ବାଧ୍ୟା ସୃଷ୍ଟି ହୋଇଥିଲା । ଆପାତତ୍ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ରାଜ୍ୟର ୫ଟି ଲୋକସଭା ଓ ୩୫ଟି ବିଧାନସଭା ପାଇଁ ଆଜି ମତଦାନ ହୋଇଛି । ମତଦାନ ସମ୍ବନ୍ଧରତେ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ପ୍ରତିଶତ କମ ରହିଛି । ତାଙ୍କ ସୂଚନା ଅନୁସାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ଏହି କ୍ରମରେ ବରଗଡରେ ୬୬.୧୪ ପ୍ରତିଶତ, ବଲାଙ୍ଗୀରରେ ୬୧.୩୫ ପ୍ରତିଶତ ମତଦାନ ହୋଇଛି । ଆସ୍କା ୫୫.୬୫ ପ୍ରତିଶତ, କନ୍ଧମାଳରେ ୫୭.୪୬ ପ୍ରତିଶତ, ସୁନ୍ଦରଗଡ ୬୧.୫୩ ପ୍ରତିଶତ ମତଦାନ ହୋଇଛି । ହେଲେ ଭଞ୍ଜନଗରରେ ସନ୍ଧ୍ୟା ୫ଟା ସୁଦ୍ଧା ୫୦ ପ୍ରତିଶତରୁ କମ୍ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ।

ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛୁଛନ୍ତି ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦର ନେତା ବାଛୁଛନ୍ତି । ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ସଂଧ୍ୟା ୬ଟା ଯାଏ ଚାଲିବ ମତଦାନ । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଥିବା ବେଳେ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ୨୦୧୯ରେ ବିଜେପି ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼ ଲୋକସଭା ଆସନ ଜିତିଥିବାବେଳେ ବିଜେଡି ଆସିକା ଓ କନ୍ଧମାଳ ଆସନ ଜିତିଥିଲା ।

ଏଥର ସେହି ଧାରା ବଜାୟ ରହିବ ନା କିଏ ବାଜି ମାରିନେବ । ସେହିପରି ୩୫ଟି ବିଧାନସଭା ଆସନରୁ ବିଜେଡି ଏକାକୀ ୨୬ଟି ଆସନ ଜିତିଥିବାବେଳେ ଉଭୟ ବିଜେପି ଓ କଂଗ୍ରେସ ୪ଟି ଲେଖାଏଁ ଆସନ ଜିତିଥିଲେ । ସିପିଆଇଏମ୍ ଗୋଟିଏ ଆସନ ଜିତିଥିଲେ । ଏହି ପର୍ଯ୍ୟାୟରେ ମୋଟ୍ ୩୦୫ଜଣ ପ୍ରାର୍ଥୀ ଥିଲେ ହେଁ ସମସ୍ତଙ୍କ ନଜର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଅଛି । ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଂଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି । ହିଞ୍ଜିଳି ନବୀନଙ୍କ ଗଡ଼ ହୋଇଥିବାବେଳେ କଂଟାବାଞ୍ଜିରେ ଉଭୟ କଂଗ୍ରେସ ଓ ବିଜେପି କଡ଼ା ଟକ୍କର ଦେଇପାରନ୍ତି ବୋଲି ଆଲୋଚନା ହେଉଛି । ସେହିପରି ଦିଲୀପ ରାୟ, ମନ୍ତ୍ରୀ ସାରଦା ନାୟକ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ସଙ୍ଗୀତା ସିଂହଦେଓ, ଟିଟିଲାଗଡ଼ରେ ମନ୍ତ୍ରୀ ଟୁକୁନି ସାହୁ, ଭଞ୍ଜନଗରରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୋନପୁରରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସାନଖେମୁଣ୍ଡିରେ କଂଗ୍ରେସ ବିଧାୟକ ରମେଶ ଜେନାଙ୍କର ହେବ ଭାଗ୍ୟ ପରୀକ୍ଷା ।

Previous Post

୨୦୩୪ ସୁଦ୍ଧା ଓଡ଼ିଶା ହେବ ଶ୍ରେଷ୍ଠ ରାଜ୍ୟ, ଆଦିବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଛନ୍ତି ଗ୍ୟାରେଣ୍ଟି

Next Post

ମାହାଙ୍ଗାରେ ପାଣ୍ଡିଆନ୍‌ଙ୍କ ରଣହୁଙ୍କାର: ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ

FNN WEB

FNN WEB

Next Post
ମାହାଙ୍ଗାରେ ପାଣ୍ଡିଆନ୍‌ଙ୍କ ରଣହୁଙ୍କାର: ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ

ମାହାଙ୍ଗାରେ ପାଣ୍ଡିଆନ୍‌ଙ୍କ ରଣହୁଙ୍କାର: ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.