• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିବାହ ବନ୍ଧନରେ ୩୮ ନବ ଦମ୍ପତି

FNN WEB by FNN WEB
May 13, 2026
in ଓଡ଼ିଶା, ମୁଖ୍ୟ ଖବର
0
ବିବାହ ବନ୍ଧନରେ ୩୮ ନବ ଦମ୍ପତି
0
SHARES
1
VIEWS

କେନ୍ଦୁଝର: ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଆଜି କେନ୍ଦୁଝର ଶଙ୍କରପୁର ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କାର୍ଯ୍ୟକ୍ରମରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗ ଦେଇ ୩୮ଜଣ ନବ ଦମ୍ପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଛନ୍ତି। ସେହିପରି ଫେସ୍ ରେକଗ୍ନିସନ ସିଷ୍ଟମ ମାଧ୍ୟମରେ ବଣ୍ଟନ, ଶିଶୁ ପୋଷଣ ନିରୀକ୍ଷଣ ଏବଂ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସହ ଆବେଦନଗୁଡ଼ିକର କ୍ଷେତ୍ର ଭିତ୍ତିକ ସତ୍ୟାପନର ସମୀକ୍ଷା କରାଯାଇଥିଲା। ମିଶନ ଶକ୍ତି, ସାମର୍ଥ୍ୟ, ଶକ୍ତି ସଦନ ଏବଂ ପାଳନା କ୍ରେଚ୍ ସେବା ସହ ଜିଲ୍ଲାକୁ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ଚାଲୁଥିବା ସଚେତନତା ଅଭିଯାନ ଉପରେ ମଧ୍ୟ ବିସ୍ତୃତ ଆଲୋଚନା ହୋଇଥିଲା। ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରେ ଚାଲୁଥିବା ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ ଏବଂ ଶିଶୁ ଯତ୍ନ ଅନୁଷ୍ଠାନରେ ଥିବା ପିଲାମାନଙ୍କର ପୁନର୍ବାସ ଓ ଶିକ୍ଷାଗତ ସହାୟତା ଉପରେ ଉପମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ଅନ୍ୟପକ୍ଷରେ, ଜିଲ୍ଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ମା’ ତାରିଣୀ ମନ୍ଦିର, ସାନଘାଗରା, ବଡ଼ଘାଗରା ଏବଂ ଖଣ୍ଡାଧାରଠାରେ ପାର୍କିଂ, ଚାଲିବା ରାସ୍ତା, ଶୌଚାଳୟ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସ୍ଥିତି ପରଖାଯାଇଛି। ସମସ୍ତ ବିକାଶମୂଳକ କାର୍ଯ୍ୟକୁ ସମୟସୀମା ମଧ୍ୟରେ ଶେଷ କରିବା ସହ ହିତାଧିକାରୀଙ୍କୁ ସଠିକ୍ ସେବା ପ୍ରଦାନ ପାଇଁ ନିୟମିତ ଅନୁଧ୍ୟାନ କରିବାକୁ ଶ୍ରୀମତୀ ପରିଡ଼ା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟକ୍ରମରେ କେନ୍ଦୁଝର ସାଂସଦ ଅନନ୍ତ ନାୟକ, ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବିଧାୟକ ତେଲକୋଇ ଡାକ୍ତର ଫକୀର ମୋହନ ନାଏକ, ଜିଲ୍ଲାପାଳ ବିଶାଲ ସିଂହ, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ମନ୍ଦରଧର ମହାଳିକ ଏବଂ ଡାକ୍ତର ପ୍ରିୟଙ୍କା ମାରାଣ୍ଡି ପ୍ରମୁଖ ସମ୍ମାନନୀୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଗସ୍ତ ଅବସରରେ ଉପମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଦରବାର ହଲ୍‌ଠାରେ ଜିଲ୍ଲାରେ ଚାଲୁ ରହିଥିବା ବିକାଶମୂଳକ ପ୍ରକଳ୍ପ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମଗୁଡ଼ିକର ଅଗ୍ରଗତି ସମୀକ୍ଷା କରିଥିଲେ। ଏହି ସମୀକ୍ଷା ବୈଠକରେ ସାଂସଦ ଅନନ୍ତ ନାୟକ, ବିଧାୟକ ଡାକ୍ତର ଫକୀର ମୋହନ ନାଏକଙ୍କ ସମେତ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଶ୍ରୀମତୀ ପରିଡ଼ା ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ନିଜସ୍ୱ କୋଠା ନିର୍ମାଣ, ପାନୀୟ ଜଳ, ବିଦ୍ୟୁତ ସଂଯୋଗ ଏବଂ ଶୌଚାଳୟ ଭଳି ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ କରିଥିଲେ।

Previous Post

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ରେଜଲ୍ଟ: ପାସ୍‌ ହାର ୩% କମିଲା

Next Post

ରାଜ୍ୟରେ ସଂପ୍ରସାରଣ ଓ ଶିଳ୍ପ ଭିତ୍ତିକ ଦକ୍ଷତା ବିକାଶ ଉପରେ ଗୁରୁତ୍ବ

FNN WEB

FNN WEB

Next Post
ରାଜ୍ୟରେ ସଂପ୍ରସାରଣ ଓ ଶିଳ୍ପ ଭିତ୍ତିକ ଦକ୍ଷତା ବିକାଶ ଉପରେ ଗୁରୁତ୍ବ

ରାଜ୍ୟରେ ସଂପ୍ରସାରଣ ଓ ଶିଳ୍ପ ଭିତ୍ତିକ ଦକ୍ଷତା ବିକାଶ ଉପରେ ଗୁରୁତ୍ବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.