• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଜୁଲାଇ ୧ରୁ ତୃତୀୟ ପର୍ଯ୍ୟାୟ ଏସଆଇଆର

FNN WEB by FNN WEB
May 14, 2026
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ଜୁଲାଇ ୧ରୁ ତୃତୀୟ ପର୍ଯ୍ୟାୟ ଏସଆଇଆର
0
SHARES
2
VIEWS

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ହେବ ତୃତୀୟ ପର୍ଯ୍ୟାୟ ଏସଆଇଆର
ଓଡ଼ିଶାରେ ନିଯୁକ୍ତ ବିଏଲଓଙ୍କ ସଂଖ୍ୟା ୩୮,୧୨୩
ବୁଥ ସ୍ତରୀୟ ଏଜେଣ୍ଟ (ବିଏଲଏ) ୨୭,୭୨୩

ଭୁବନେଶ୍ୱର : ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା । ଓଡ଼ିଶାରେ ଆରମ୍ଭ ହେବ ଭୋଟର ତାଲିକାର ‘ତୃତୀୟ ପର୍ଯ୍ୟାୟ’ ସ୍ୱତନ୍ତ୍ର ସଘନ ସଂଶୋଧନ । ଓଡ଼ିଶାରେ ଜୁଲାଇ ୧ରୁ ହେବ ତୃତୀୟ ପର୍ଯ୍ୟାୟ ଏସଆଇଆର। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଓଡ଼ିଶା ସମେତ ଦେଶର ୧୬ଟି ରାଜ୍ୟ ଏବଂ ୩ଟି କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟର ତାଲିକାର ତୃତୀୟ ପର୍ଯ୍ୟାୟ “ସ୍ୱତନ୍ତ୍ର ସଘନ ସଂଶୋଧନ” (ଏସ୍ଆଇଆର୍) କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଜନଗଣନା ପାଇଁ ଚାଲିଥିବା ଘର ଗଣନା ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ଏହି ସମୟସୂଚୀ ନିର୍ଦ୍ଧାରଣ କରାଯାଇଥିବା କମିଶନ ସୂଚନା ଦେଇଛନ୍ତି।

ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ହିମାଚଳ ପ୍ରଦେଶ, ଜାମ୍ମୁ ଓ କାଶ୍ମୀର ଏବଂ ଲଦାଖକୁ ବାଦ୍ ଦେଇ ଏହି ସଂଶୋଧନ କାର୍ଯ୍ୟକ୍ରମ ସମଗ୍ର ଦେଶରେ ପର୍ଯ୍ୟାୟକ୍ରମେ ଚାଲିବ। ଏହି ତିନିଟି ଅଞ୍ଚଳରେ ପ୍ରତିକୂଳ ପାଣିପାଗ ଏବଂ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ଶେଷ ହେବା ପରେ ଅଲଗା ଭାବେ କାର୍ଯ୍ୟସୂଚୀ ଘୋଷଣା କରାଯିବ। ରାଜ୍ୟରେ ହେବାକୁ ଥିବା ଏହି ବ୍ୟାପକ ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାରେ ପ୍ରାୟ ୩୮ ହଜାର ୧୨୩ ଜଣ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲଓ) ଘରେ ଘରେ ପହଞ୍ଚି ଭୋଟରଙ୍କ ତଥ୍ୟ ଯାଞ୍ଚ କରିବେ। ସେମାନଙ୍କୁ ସହଯୋଗ କରିବା ପାଇଁ ରାଜ୍ୟରେ ବିଭିନ୍ନ ରାଜନୈତିକ ଦଳ ତରଫରୁ ୨୭ ହଜାର ୭୨୩ ଜଣ ବୁଥ ସ୍ତରୀୟ ଏଜେଣ୍ଟ (ବିଏଲଏ) ନିୟୋଜିତ ହୋଇଛନ୍ତି।

ସ୍ୱଚ୍ଛ ଓ ନିରପେକ୍ଷ ସଂଶୋଧନ ପ୍ରକ୍ରିୟା ନିଶ୍ଚିତ କରିବା ପାଇଁ ପ୍ରତ୍ୟେକ ବୁଥ୍ରେ ଜଣେ କରି ବୁଥ୍ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରିବାକୁ ସମସ୍ତ ରାଜନୈତିକ ଦଳଙ୍କୁ ନିର୍ବାଚନ କମିଶନ ଅନୁରୋଧ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ହୋଇଥିବା ଦୁଇଟି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାୟ ୫୯ କୋଟି ଭୋଟରଙ୍କ ତଥ୍ୟ ସଫଳତାର ସହ ସଂଶୋଧନ କରାଯାଇଥିଲା। । ଏହି ପ୍ରକ୍ରିୟାର ବିଭିନ୍ନ ପର୍ଯ୍ୟାୟରେ ୬.୩ ଲକ୍ଷରୁ ଅଧିକ ବୁଥ୍ ସ୍ତରୀୟ ଅଧିକାରୀ (ବିଏଲଓ) ଓ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ୯.୨ ଲକ୍ଷ ବୁଥ୍ ସ୍ତରୀୟ ଏଜେଣ୍ଟ (ବିଏଲଏ) ମାନଙ୍କୁ ନିଯୁକ୍ତ କରାଯାଇଥିଲା ।

Previous Post

ରାଜ୍ୟରେ ଯଥେଷ୍ଟ ପରିମାଣରେ ତେଲ ମହଜୁଦ ଅଛି : ଯୋଗାଣ ସଚିବ

Next Post

ଅଚ୍ୟୁତ ସାମନ୍ତ ଆମେରିକାରେ ସମ୍ମାନୀତ

FNN WEB

FNN WEB

Next Post
ଅଚ୍ୟୁତ ସାମନ୍ତ ଆମେରିକାରେ ସମ୍ମାନୀତ

ଅଚ୍ୟୁତ ସାମନ୍ତ ଆମେରିକାରେ ସମ୍ମାନୀତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.