• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ହତୋତ୍ସାହିତ ଦଳୀୟ କର୍ମୀଙ୍କ ମନୋବଳ ବଢାଉଛନ୍ତି ପ୍ରଧାନମନ୍ତ୍ରୀ: ବିଜେଡି

FNN WEB by FNN WEB
May 20, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ହତୋତ୍ସାହିତ ଦଳୀୟ କର୍ମୀଙ୍କ ମନୋବଳ ବଢାଉଛନ୍ତି ପ୍ରଧାନମନ୍ତ୍ରୀ: ବିଜେଡି
0
SHARES
1
VIEWS

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ଅତି ଖରାପ ଭାବେ ନିର୍ବାଚନ ହାରିବାକୁ ଯାଉଛି। ଦଳୀୟ କର୍ମୀ ଏବଂ ନେତା ସମ୍ପୂର୍ଣ୍ଣ ହତୋତ୍ସାହିତ ହୋଇ ପଡିଛନ୍ତି। ସେମାନଙ୍କ ମନୋବଳ ବଢାଇବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଦଳୀୟ କାର୍ୟ୍ୟାଳୟକୁ ଯିବାକୁ ପଡିଲା। ରାଜ୍ୟ ବିଜେପିର ଯେତେ ବଡ ନେତା ଅଛନ୍ତି ସଭିଏଁ ଶୋଚନୀୟ ପରାଜୟ ଭୟରେ ବୁଡି ରହିଥିବା କହିଛନ୍ତି ବିଜେଡି ମୁଖପାତ୍ର ସୁଲତା ଦେଓ ।

ଶ୍ରୀମତୀ ଦେଓ ଗଣମାଧ୍ୟମକୁ କହିଛନ୍ତି ଯେ, ଏଭଳି ପରିସ୍ଥିତିରେ ମାନ୍ୟବର ପ୍ରଧାନମନ୍ତ୍ରୀ ନିଜ ଦଳର କାର୍ୟ୍ୟକର୍ତ୍ତା ଓ ନେତାଙ୍କ ମନୋବଳ ବଢାଇବା ସହ ଉତ୍ସାହିତ କରିବାକୁ ମନ୍ତବ୍ୟ ମାନ ରଖୁଛନ୍ତି । ରତ୍ନଭଣ୍ଡାର ପ୍ରସଙ୍ଗରେ ମାନ୍ୟବର ପ୍ରଧାନମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଆଗାମୀ ଜୁଲାଇ ମାସରେ ରଥଯାତ୍ରା ସମୟରେ ଏହା ଖୋଲିବାକୁ ଯାଉଛି। ଏଥିରେ କାହାର କିଛି ଲୁଚାଇବାର ନାହିଁ।

ଏଥିପାଇଁ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ କମିଟି ଗଠନ ହୋଇଛି। ରତ୍ନଭଣ୍ଡାର ଖୋଲିବା ପାଇଁ କମିଟି ତାର ପ୍ରକ୍ରିୟା ଜାରି ରଖିଛି। ଯେହେତୁ ବିଜେପି ବହୁତ ଖରାପ ଭାବେ ନିର୍ବାଚନ ହାରିବାକୁ ଯାଉଛି, ସେଥିପାଇଁ ଆଉ କୌଣସି ପ୍ରସଙ୍ଗ ନପାଇ ଲୋକଙ୍କ ଭାବାବେଗ ସହ ଖେଳିବା ଆରମ୍ଭ କରିଛି।

ମାନ୍ୟବର ପ୍ରଧାନମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଗଜପତି ମହାରାଜାଙ୍କ ନେତୃତ୍ୱରେ ଗଠିତ ପରିଚାଳନା କମିଟିର ମାର୍ଗଦର୍ଶନରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ, ମନ୍ଦିର ପରିଚାଳନା କରିଥାଏ । ଦୁଇ ମାସ ତଳେ ମାନ୍ୟବର ପ୍ରଧାନମନ୍ତ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ କହି ପ୍ରଶଂସା କରିଥିଲେ। ହେଲେ ଆଜି ତାଙ୍କ ପ୍ରତି ଅପମାନସୂଚକ ବୟାନଦେଉଛନ୍ତି।
ହତୋତ୍ସାହିତ ଦଳୀୟ ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇବାକୁ ମାନ୍ୟବର ପ୍ରଧାନମନ୍ତ୍ରୀ ସାଢେ ୪ କୋଟି ଓଡିଶାବାସୀଙ୍କ ଭାବାବେଗ ସହ ଖେଳୁଥିବା ଶ୍ରୀମତୀ ଦେଓ କହିଛନ୍ତି ।

Previous Post

ମାହାଙ୍ଗାରେ ପାଣ୍ଡିଆନ୍‌ଙ୍କ ରଣହୁଙ୍କାର: ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ

Next Post

ମନ୍ମଥଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ମନ୍ମଥଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ମନ୍ମଥଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.