• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ରାହୁଲ ଗାନ୍ଧୀ: ନିଟ୍ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା

FNN WEB by FNN WEB
May 16, 2026
in ଓଡ଼ିଶା, ମୁଖ୍ୟ ଖବର
0
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲେ ରାହୁଲ ଗାନ୍ଧୀ: ନିଟ୍ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା
0
SHARES
3
VIEWS

ନୂଆଦିଲ୍ଲୀ: ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍‌ ନେଇ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରର ତୀବ୍ର ସମାଲୋଚନା କରିଛନ୍ତି। ରାହୁଲ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ପୋଷ୍ଟ କରି ରାହୁଲ ଲେଖିଛନ୍ତି, ନିଟ୍‌ ପରୀକ୍ଷା ଦେଇଥିବା ୨୨ ଲକ୍ଷ ଛାତ୍ରଛାତ୍ରୀଙ୍କ ସହିତ ବିଶ୍ବାସଘାତକତା ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ଏହି ପ୍ରସଙ୍ଗରେ ନିରବ ଥିବା କହି ସମାଲୋଚନା କରିଛନ୍ତି।

ରାହୁଲ କହିଛନ୍ତି ପ୍ରଧାନମନ୍ତ୍ରୀ ତୁରନ୍ତ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହଟାନ୍ତୁ ନ‌ଚେତ୍‌ ନିଜେ ଏଥିପାଇଁ ଦାୟୀ ରୁହନ୍ତୁ। ରାହୁଲ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହଟେଇବାକୁ ଦାବି କରିଛନ୍ତି। ସୂଚନାଯୋଗ୍ୟ, ଡାକ୍ତରୀ ଶିକ୍ଷାରେ ନାମଲେଖା ପାଇଁ ମେ ୩ ତାରିଖରେ ନିଟ୍‌ -ୟୁଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ତେବେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଜଣାପଡ଼ିବା ପରେ ନିଟ୍‌ ପରୀକ୍ଷା ବାତିଲ କରାଯିବା ସହିତ ଜୁନ୍‌ ୨୧ରେ ପୁନଃ ପରୀକ୍ଷା ପାଇଁ ସରକାର ଘୋଷଣା କରିଛନ୍ତି।

ପ୍ରଶ୍ନପତ୍ର ଲିକ୍‌ ଉପରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ୨୨ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଦୁଇ ବର୍ଷ ହେଲା ରାତି ଦିନ ପରିଶ୍ରମ କରୁଥିଲେ। କିନ୍ତୁ ସେମାନଙ୍କ ପରିଶ୍ରମ ବୃଥା ଗଲା। ସାରା ଦେଶ ଜାଣିଥିଲା ଯେ, ନିଟ୍‌ ପରୀକ୍ଷାର ଦୁଇ ଦିନ ପୂର୍ବରୁ ପ୍ରଶ୍ନପତ୍ର ହ୍ବାଟ୍ସଆପ୍‌ରେ ବୁଲୁଥିଲା। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ବିବାଦ ପାଇଁ ଦାୟୀ ହେବାକୁ ରାଜି ନାହାନ୍ତି।

ରାହୁଲ ଆହୁରି ମଧ୍ୟ କହିଛନ୍ତି ‌ଯେ, ଆର୍‌ଏସ୍‌ଏସ୍‌, ବିଜେପି ଓ ବିଶ୍ବବିଦ୍ୟାଳୟ ଅଧିକାରୀଙ୍କ ସମ୍ପର୍କ ଏ ଦେଶର ଶିକ୍ଷା ବ୍ୟବସ୍ଥାକୁ ନଷ୍ଟ କରିଦେଲାଣି। ବିଶ୍ବବିଦ୍ୟାଳୟରେ ନିଯୁକ୍ତି ମଧ୍ୟ ମେଧା ବଦଳରେ ବୈଚାରିକ ସମ୍ପର୍କ ଆଧାରରେ କରାଯାଉଛି। ଦେଶରେ ୮୦ ଥର ପ୍ରଶ୍ନପତ୍ର ଲିକ୍‌ ହେଲାଣି, ଦେଶର ଦୁଇ କୋଟି ଯୁବପିଢ଼ିଙ୍କ ଭବିଷ୍ୟତ ନଷ୍ଟ ହୋଇଗଲାଣି ବୋଲି ରାହୁଲ କହିଛନ୍ତି। ରାହୁଲ ଗାନ୍ଧୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ସହିତ ପ୍ରଶ୍ନପତ୍ର ଲିକ୍‌ରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

Previous Post

‘ଓଏମସି’ ଆମ ପ୍ରଗତିର ଯାତ୍ରାକୁ ଅଧିକ ସୁଦୃଢ଼ କରିଛି: ମୁଖ୍ୟମନ୍ତ୍ରୀ

Next Post

ଭିଡ ନକରିବା ଏବଂ ଅନାବଶ୍ୟକ ଭାବେ ଅଧିକ ମହଜୁଦ ନରଖିବାକୁ ପରାମର୍ଶ

FNN WEB

FNN WEB

Next Post
ଭିଡ ନକରିବା ଏବଂ ଅନାବଶ୍ୟକ ଭାବେ ଅଧିକ ମହଜୁଦ ନରଖିବାକୁ ପରାମର୍ଶ

ଭିଡ ନକରିବା ଏବଂ ଅନାବଶ୍ୟକ ଭାବେ ଅଧିକ ମହଜୁଦ ନରଖିବାକୁ ପରାମର୍ଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.