• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ତହସିଲ୍ ପକ୍ଷରୁ ପଞ୍ଚାୟତସ୍ତରରେ ହେବ କ୍ୟାମ୍ପ୍ କୋର୍ଟ

FNN WEB by FNN WEB
May 18, 2026
in ଓଡ଼ିଶା, ମୁଖ୍ୟ ଖବର
0
ତହସିଲ୍ ପକ୍ଷରୁ ପଞ୍ଚାୟତସ୍ତରରେ ହେବ କ୍ୟାମ୍ପ୍ କୋର୍ଟ
0
SHARES
3
VIEWS

ଭୁବନେଶ୍ୱର: ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି l ବିଗତ ଦୁଇ ବର୍ଷରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଥିଲା।
ରାଜ୍ୟସ୍ତରୀୟ ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ଜିଲ୍ଲାମାନଙ୍କର ନୋଡାଲ୍ ଅଫିସର୍ ଭାବେ ଦାୟିତ୍ଵ ଦିଆଯିବା ସହ ଆଗାମୀ ଦିନରେ ସେମାନେ ଉକ୍ତ ଜିଲ୍ଲାମାନଙ୍କର ପରିଦର୍ଶନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି l ଏହି ପରିଦର୍ଶନ ସମୟରେ ବରିଷ୍ଠ ଅଧିକାରୀ ଜିଲ୍ଲାମାନଙ୍କରେ ରାତ୍ରରହଣି ସହ ସରକାରଙ୍କ ରାଜସ୍ୱ ସେବା ସମ୍ପର୍କରେ ସାଧାରଣ ଲୋକଙ୍କ ମତାମତ ନେଇ ସେମାନଙ୍କୁ ବିଭାଗର ପ୍ରମୁଖ ଉପାଦେୟ ସେବା ସମ୍ପର୍କରେ ସଚେତନ କରାଇବା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି l

ସେହିପରି ରାଜସ୍ୱ ବିଭାଗ ପକ୍ଷରୁ ତହସିଲକୁ ତୃଣମୂଳସ୍ତରରେ ପହଞ୍ଚାଇବା ନିମନ୍ତେ ନୂତନ ପଦକ୍ଷେପସ୍ଵରୁପ ଖୁବ୍ ଶୀଘ୍ର ‘ଆମ ଗାଆଁରେ ଆମ ତହସିଲ୍’ କାର୍ଯ୍ୟକ୍ରମ ହାତକୁ ନିଆଯିବ l ଏହି ପରିପ୍ରେକ୍ଷୀରେ ଆଗାମୀ ଦିନରେ ଗ୍ରାମ ଅଥବା ପଞ୍ଚାୟତସ୍ତରରେ ତହସିଲ୍ କ୍ୟାମ୍ପ୍ କୋର୍ଟ୍ କରାଯିବ ବୋଲି ମାନ୍ୟବର ରାଜସ୍ୱ ମନ୍ତ୍ରୀ ଶ୍ରୀପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି l ପୂର୍ବରୁ ବିଭିନ୍ନ କାମ ପାଇଁ ଲୋକମାନଙ୍କୁ ତହସିଲ୍ କାର୍ଯ୍ୟାଳୟ ଆସିବାକୁ ପଡୁଥିବା ବେଳେ ଏଣିକି କ୍ୟାମ୍ପ୍ କୋର୍ଟ ମାଧ୍ୟମରେ ଗାଆଁ-ଗାଆଁରେ ତହସିଲ୍ କାର୍ଯ୍ୟାଳୟର ଅଧିକାରୀମାନେ ଲୋକମାନଙ୍କ ସମସ୍ୟାର ତୁରନ୍ତ ସମାଧାନ କରିବା ସହ ପ୍ରଜା ଖାନା ସଂଶୋଧନ, ଡିମାର୍କେସନ୍ ଆଦି ବିଭିନ୍ନ ରାଜସ୍ୱ ସେବା ଯୋଗାଇଦେବେ l ଏଥିସହିତ କ୍ୟାମ୍ପ କୋର୍ଟ ମାଧ୍ୟମରେ ରାଜସ୍ୱ ସେବା ସମ୍ପର୍କିତ ଲୋକମାନଙ୍କ ଅଭିଯୋଗ ଶୁଣାଣି କରାଯାଇ ତ୍ଵରିତ ସେବା ପ୍ରଦାନ କରିବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି l

ସେହିପରି ସହରାଞ୍ଚଳ ଚାଷ ଜମି କିସମ ପରିବର୍ତ୍ତନ ନିୟମକୁ ସରଳୀକରଣ କରାଯିବା ନେଇ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି l ବିଗତ ଦୁଇ ବର୍ଷରେ ଓଡ଼ିଶା ରାଇଟ୍ ଟୁ ପବ୍ଲିକ୍ ସର୍ଭିସେସ୍‌ ଆଇନ୍‌ ଆଧାରରେ ୨.୫ କୋଟିରୁ ଊର୍ଦ୍ଧ୍ଵ ରାଜସ୍ୱ ସେବା ଯୋଗାଇ ଦିଆଯାଇଥିବା ବେଳେ ଆଗାମୀ ଦିନରେ ଏହାକୁ ଆହୁରି ଅଧିକ ଲୋକାଭିମୁଖୀ କରିବା ନିମନ୍ତେ ବୈଠକରେ ଆଲୋଚନା କରାଯାଇଛି l ବିସ୍ଥାପିତ ଲୋକମାନଙ୍କ ପାଇଁ ନୂତନ ପୁନର୍ବାସ ଓ ଥଇଥାନ ଆଇନର ରୂପରେଖ ପ୍ରସ୍ତୁତ କରାଯାଇ କାର୍ଯ୍ୟକାରୀ କରାଯିବ ବୋଲି ନିଷ୍ପତ୍ତି ହୋଇଛି l ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ ଅରବିନ୍ଦ ପାଢ଼ୀ, ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ କମଳ ଲୋଚନ ମିଶ୍ର ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମସ୍ତ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ l

Previous Post

କର୍ମକର୍ତ୍ତାଙ୍କୁ ନୀତିନ ନବୀନଙ୍କ ୫ ଗୁରୁମନ୍ତ୍ର: ସଂଗଠନ ସୁଦୃଢ଼ ସହ ‘ବିକଶିତ ଓଡ଼ିଶା’ ଗଠନ ମୂଳ ଲକ୍ଷ୍ୟ

Next Post

ଦଳକୁ ସୁଦୃଢ କରିବା ଆମ ସମସ୍ତଙ୍କ ମୂଳ ଉଦ୍ଦେଶ୍ୟ : ନୀତିନ ନବୀନ

FNN WEB

FNN WEB

Next Post
ଦଳକୁ ସୁଦୃଢ କରିବା ଆମ ସମସ୍ତଙ୍କ ମୂଳ ଉଦ୍ଦେଶ୍ୟ : ନୀତିନ ନବୀନ

ଦଳକୁ ସୁଦୃଢ କରିବା ଆମ ସମସ୍ତଙ୍କ ମୂଳ ଉଦ୍ଦେଶ୍ୟ : ନୀତିନ ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.