• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପ୍ରଶାନ୍ତ ଜଗଦ୍ଦେବଙ୍କ ନାଁରେ ସିଇଓଙ୍କୁ ଫେରାଦ ହେଲା ବିଜେଡି

FNN WEB by FNN WEB
May 21, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ପ୍ରଶାନ୍ତ ଜଗଦ୍ଦେବଙ୍କ ନାଁରେ ସିଇଓଙ୍କୁ ଫେରାଦ ହେଲା ବିଜେଡି
0
SHARES
5
VIEWS

ଭୁବନେଶ୍ବର : ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହେଲା ବିଜେଡି। ଅଭିଯୋଗ କରିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଜଣେ କୁଖ୍ୟାତ ଗୁଣ୍ଡା। ସେ ମାନସିକ ଭାରସାମ୍ୟ ହରାଇ ବସିଛନ୍ତି। ପ୍ରେସମିଟ୍ କରି ପ୍ରଶାନ୍ତ ଜଗଦ୍ଦେବ ଘୋଷଣା କରିଛନ୍ତି ୨୫ରେ ଭୋଟିଂ ଅଛି। ୨୪ ମେ ରାତିରେ ସେ ଖୋର୍ଦ୍ଧା ପୋଲିସ ଷ୍ଟେସନ, sdpo ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଙ୍କୁ ଆକ୍ରମଣ କରିବେ l ଯେହେତୁ ପୋଲିସ ପ୍ରଶାସନ ମୋତେ ସହଯୋଗ କଲାନି ତେଣୁ ମୁଁ ଆକ୍ରମଣ କରିବି ବୋଲି ପ୍ରଶାନ୍ତ ଜଗଦେବ ଘୋଷଣା କରିଛନ୍ତି। ଏଥିସହ ସେ କହିଛନ୍ତି ମୁଁ ମୋ ଗୁଣ୍ଡାର ଆଖ୍ୟା ପାଇଁ ଗର୍ବିତ ଆଉ ଏସବୁରେ ବିଫଳ ହେଲେ ମୁଁ ନିର୍ବାଚନ କରାଇ ଦେବି ନାହିଁ ବୋଲି କହିଛନ୍ତି। ପ୍ରଶାନ୍ତ ଜଗଦ୍ଦେବ ଜଣେ କୁଖ୍ୟାତ ଗୁଣ୍ଡା ବୋଲି ପୂର୍ବରୁ ବିଜୁ ଜନତା ଦଳ କହିଆସୁଛି l ପୂର୍ବରୁ ସେ ଜେଲ ଯାଇଛନ୍ତି ଆଉ ବେଲରେ ଆସିଛନ୍ତି l ତେଣୁ କିପରି ୨୫ ତାରିଖରେ ବିନା କୌଣସି ବ୍ୟଘାତରେ ଶୃଙ୍ଖଳିତ ଭାବେ ନିର୍ବାଚନ ହେବ ଏଥିପାଇଁ ଅଧିକ ସଂଖ୍ୟକ ପୋଲିସ ମୁତୟନ କରାଯାଉ ବୋଲି ନିର୍ବାଚନ କମିଶନଙ୍କୁ ଅବଗତ କରିଛି ବିଜେଡି ।

Previous Post

ମନ୍ମଥଙ୍କୁ ଭୋଟ ଦେବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

Next Post

ବିଜେଡିରେ ମିଶିଲେ ରେଙ୍ଗାଲିର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗରଡିଆ

FNN WEB

FNN WEB

Next Post
ବିଜେଡିରେ ମିଶିଲେ ରେଙ୍ଗାଲିର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗରଡିଆ

ବିଜେଡିରେ ମିଶିଲେ ରେଙ୍ଗାଲିର ପୂର୍ବତନ ବିଧାୟକ ଦୁର୍ଯ୍ୟୋଧନ ଗରଡିଆ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.