• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା: ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ !

FNN WEB by FNN WEB
May 20, 2026
in ଓଡ଼ିଶା, ମୁଖ୍ୟ ଖବର
0
ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା: ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ !
0
SHARES
2
VIEWS

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ହେଉଛି ତାତି । ଆଗାମୀ ୫ଦିନ ଯାଏ ରାଜ୍ୟରେ ରହିବ ଗ୍ରୀଷ୍ମ ପ୍ରବାହ । ଆସନ୍ତା ୨୪ଘଂଟାରେ ନୟାଗଡ ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡା ଏହି ୪ଜିଲ୍ଲାରେ ପ୍ରବଳ ଖରା ଓ ଗରମକୁ ନେଇ ହିଟ୍ ୱେଭ ଜାରି କରିଛି ପାଣିପାଗ ବିଭାଗ । ଏହାସହ ବଲାଙ୍ଗୀର ଓ ସମ୍ବଲପୁର ଦୁଇ ଜିଲ୍ଲାରେ ଉଷ୍ମ ରାତ୍ରି ସହ କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୁନ୍ଦରଗଡ, ଗଂଜାମ ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଭଦ୍ରକ ଓ ବାଲେଶ୍ୱର ଏହି ୧୬ଜିଲ୍ଲାରେ ଉଷ୍ମ ଓ ଆଦର ସ୍ଥିତି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବାବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୁରଭଞ୍ଜ ଏହି ୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ୫୦ରୁ ୬୦କିମି ଝଟକା ପବନ ହେବାର ସମ୍ଭାବନା ଥିବାବେଳେ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ ।

ଏହାସହ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ସୋନପୁର ଏହି ୫ଜିଲ୍ଲାକୁ ବାଦ ଦେଇ ଅବଶିଷ୍ଟ ୨୦ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ୩୦ରୁ ୫୦କିମି ଝଟକା ପବନ ହେବାର ସମ୍ଭାବନା ଥିବାବେଳେ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଆସନ୍ତାକାଲି ଭଦ୍ରକ ଯାଜପୁର ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର, ବୌଦ୍ଧ ବଲାଙ୍ଗୀର ଓ ଝାରସୁଗୁଡା ଏହି ୯ ଜିଲ୍ଲାକୁ ହିଟ୍ ୱେଭ ଓ୍ବାର୍ଣ୍ଣିଂ ଥିବାବେଳେ ସମ୍ବଲପୁର, ବଲାଙ୍ଗୀରରେ ଉଷ୍ମ ରାତ୍ରି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, ଗଂଜାମ ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ବାଲେଶ୍ୱର ଏହି ୧୧ଜିଲ୍ଲାରେ ଉଷ୍ମ ଓ ଆଦର ସ୍ଥିତି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଭଦ୍ରକ ବାଲେଶ୍ୱର ଓ ମୟୁରଭଞ୍ଜ ଏହି ୩ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ୫୦ରୁ ୬୦କିମି ଝଟକା ପବନ ହେବାର ସମ୍ଭାବନା ଥିବାବେଳେ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ। ଏହାସହ ୧୬ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ୩୦ରୁ ୫୦କିମି ଝଟକା ପବନ ହେବାର ସମ୍ଭାବନା ଥିବାବେଳେ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ୨୩ତାରିଖ ଯାଏ ଗ୍ରୀଷ୍ମର ଏଭଳି ସ୍ଥିତି ଲାଗି ରହିବା ସହ ୨୬ଯାଏ ଅର୍ଥାତ ୭ ଦିନ ଯାଏ କାଳବୈଶାଖୀର ଚେତାବନୀ ପାଇଁ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏପଟେ ବର୍ତ୍ତମାନ ୬ରୁ ୭ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ନାହିଁ ।

ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ଉତ୍ତରାୟଣ ଗତି ରହୁଛି । ଆକାଶ ମେଘାଚ୍ଛନ୍ନ ମଧ୍ୟ ରହୁଛି । ପ୍ରଭାବରେ ତାପମାତ୍ରା ବଢୁଛି । ବଙ୍ଗୋପସାଗର ଦେଇ ଉତ୍ତର ପଶ୍ଚିମ ଦିଗରୁ ପବନ ବହୁଛି । ବାୟୁମଣ୍ଡଳର ଉପରି ଭାଗରେ ଜୀୟବାଷ୍ପ ମଧ୍ୟ ଅଧିକ ରହୁଛି । ଯେଉଁଥି ପାଇଁ ରାଜ୍ୟରେ ତାପମାତ୍ରା କ୍ରମାଗତ ଭାବେ ବଢୁଛି । ଆଜିଠାରୁ ଆହୁରି ଅଧିକ ବଢିବ ତାପମାତ୍ରା । ବିଶେଷ ଭାବେ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ପ୍ରଭାବିତ ହେବ । ୪୦ଡିଗ୍ରୀ ଉପରେ ରହିବ ତାପମାତ୍ରା ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ଗତକାଲି ୨୧ଟି ଜିଲ୍ଲାରେ ୪୦ଡିଗ୍ରି ଉପରେ ତାପମାତ୍ରା ରେକର୍ଡ଼ ହୋଇଥିବାବେଳେ ଝାରସୁଗୁଡ଼ାରେ ୪୪.୮ସର୍ବାଧିକ ତାପମାତ୍ରା ରେକର୍ଡ଼ ହୋଇଛି । ଏଭଳିସ୍ଥିତି ଲାଗି ରହିଲେ ଏହି ସପ୍ତାହରେ ୪୫ଡିଗ୍ରୀ ତାପମାତ୍ରା ପାର୍ କରିବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ ।

Previous Post

ବିଭିନ୍ନ କ୍ଷେତ୍ରରେ ଜାପାନ ଏବଂ ଓଡ଼ିଶାର ସହଭାଗୀତା ସୁଦୃଢ ହେବ: ମୁଖ୍ୟମନ୍ତ୍ରୀ

Next Post

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

FNN WEB

FNN WEB

Next Post
ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.