• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ତୀର୍ଥଯାତ୍ରୀଙ୍କ ଅଟୋକୁ ରାସ୍ତାରୁ ଟାଣିନେଲା ଯାତ୍ରୀବାହୀ ବସ୍‌; ଦୁଇ ଶିଶୁ ସମତେ ୬ ଶ୍ରଦ୍ଧାଳୁ ମୃତ

FNN WEB by FNN WEB
May 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ତୀର୍ଥଯାତ୍ରୀଙ୍କ ଅଟୋକୁ ରାସ୍ତାରୁ ଟାଣିନେଲା ଯାତ୍ରୀବାହୀ ବସ୍‌; ଦୁଇ ଶିଶୁ ସମତେ ୬ ଶ୍ରଦ୍ଧାଳୁ ମୃତ
0
SHARES
2
VIEWS

ବ୍ରହ୍ମପୁର/ପୁରୁଷୋତ୍ତମପୁର: ଠାକୁରାଣୀଙ୍କ ଦର୍ଶନ କରିବେ। ଶ୍ରଦ୍ଧାରେ ମା’ଙ୍କୁ ମୁଣ୍ଡିଆ ମାରିବେ। ମନର କଥା କହି ଆଶୀର୍ବାଦ ନେବେ। ଏମିତି ମନେମନେ ଚିନ୍ତା କରି ମା’ ସିଂହାସନୀ ପୀଠ ଅଭିମୁଖେ ଅଗ୍ରସର ହେଉଥିବା ଶ୍ରଦ୍ଧାଳୁମାନଙ୍କର ଅଟୋକୁ ଆଜି ପୂର୍ବାହ୍‌ଣରେ ଏକ ଯାତ୍ରୀବାହୀ ବସ୍‌ ଧକ୍କା ଦେଇଛି। ବସର ଚାଳକ ଭାରସାମ୍ୟ ହରାଇଥିବାରୁ ଅଟୋକୁ ଘୋଷାଡ଼ି ନେଇ ଗଛରେ ପିଟିଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ଜଣ ଶିଶୁ ସମତେ ୬ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ଗଂଜାମ ଜିଲ୍ଲା ପୁରୁଷୋତ୍ତମପୁର ଅଞ୍ଚଳରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ଏରେଣ୍ଡା ଗ୍ରାମର ମାଳି ବେହେରା (୭୫), ନୃସିଂହ ବେହେରା (୪୩), ଜରଡ଼ା ଥାନା ସାମନ୍ତରାପୁର ଗ୍ରାମର ଲୀଳାବତୀ ‌ବେହେରା (୪୫), ପୁରୁଷୋତ୍ତମପୁରର ନେହା ବେହେରା (୧୦) ଓ କିରଣ ବେହେରା (୮) ପ୍ରମୁଖ।

ସୂଚନା ଅନୁସାରେ ଆଜି ସକାଳୁ ଗଂଜାମ ଜିଲ୍ଲା ଚିକିଟି ବ୍ଲକର କେ ନୂଆଗାଁ ଥାନା ଅଧୀନ ଏରେଣ୍ଡ୍ରା ଗ୍ରାମରୁ ପ୍ରାୟ ୧୦ ଜଣ ଶ୍ରଦ୍ଧାଳୁ ପୋଲସରା ଥାନା ଅଧୀନ ସିଂହାସନୀ ପୀଠକୁ ଯାଉଥିଲେ। ପୁରୁଷୋତ୍ତମପୁର ଥାନା ଅଧିନ ଲଡକାପଲ୍ଲୀ ଛକ ନିକଟରେ ଏକ ଯାତ୍ରୀବାହୀ ବସ ପଛ ପଟୁ ଆସି ଅଟୋକୁ ପ୍ରଥମେ ଧକ୍କା ଦେଇଥିଲା। ତାପରେ ଏହାକୁ ଘୋଷାଡ଼ି ନେଇ ଗଛରେ ପିଟିଥିଲା।

ଦୁର୍ଘଟଣାର ଶିକାର ହେଲା ପରେ ଅଟୋରେ ଥିବା ସମସ୍ତ ଯାତ୍ରୀ ଗୁରୁତର ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ଲୋକଙ୍କର ସହାୟତାରେ ଉଦ୍ଧାର କରାଯାଇ ପ୍ରଥମେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୬ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ, ଯେଉଁଥିରେ ୨ଜଣ ଶିଶୁ ଅଛନ୍ତି। ଗୁରୁତର ଅନ୍ୟ ୪ଜଣଙ୍କର ଚିକିତ୍ସା ଜାରି ରହିଛି।

ପୁଲିସ ମୃତଦେହଗୁଡ଼ିକ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ଦୁର୍ଘଟଣାଗ୍ରସ୍ତ ବସ୍‌ ଏବଂ ଅଟୋ ଜବତ କରିଛି। ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି। ଅନ୍ୟପଟରେ ଏହି ଦୁର୍ଘଟଣା ନେଇ ଏରେଣ୍ଡ୍ରା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏହି ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

Previous Post

କିଟ୍‍ ଏବଂ ୟୁଏନ୍‍ଏସ୍‍ଏସ୍‍ସି ଓ ୟୁଏନ୍‍ଭି ମଧ୍ୟରେ ବୁଝାମଣା

Next Post

ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ଯାଏଁ ସମସ୍ତ ଉତ୍ସବର ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ

FNN WEB

FNN WEB

Next Post
ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ଯାଏଁ ସମସ୍ତ ଉତ୍ସବର ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ

ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ଯାଏଁ ସମସ୍ତ ଉତ୍ସବର ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.