• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ଯାଏଁ ସମସ୍ତ ଉତ୍ସବର ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ

FNN WEB by FNN WEB
May 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ଯାଏଁ ସମସ୍ତ ଉତ୍ସବର ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ
0
SHARES
2
VIEWS

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତ୍ୟେକ ଯାନିଯାତ୍ରା ଓ ଉତ୍ସବ ପ୍ରତ୍ୟେକ ଓଡ଼ିଶାବାସୀ ଓ ଜଗନ୍ନାଥପ୍ରେମୀଙ୍କ ଭାବାବେଗ ସହ ଜଡ଼ିତ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ହେବାକୁ ଥିବା ସ୍ନାନଯାତ୍ରା, ରଥଯାତ୍ରା, ଆଡ଼ପ ମଣ୍ଡପ ବିଜେ, ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଏବଂ ନିଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ଉତ୍ସବର ଶୃଙ୍ଖଳିତ ଆୟୋଜନ ଆମ ସମସ୍ତଙ୍କ ପାଇଁ ଆହ୍ୱାନ। ଏଥିପାଇଁ ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗ, ଜିଲ୍ଲା ପ୍ରଶାସନ, ପୁଲିସ ପ୍ରଶାସନ ଏବଂ ଦଇତାପତି ନିଯୋଗଠାରୁ ଆରମ୍ଭ କରି ସମସ୍ତ ସେବାୟତ, ନିଯୋଗ ଏବଂ ରାଜ୍ୟବାସୀଙ୍କ ଏକାନ୍ତ ସହଯୋଗର ଆବଶ୍ୟକତା ରହିଛି। ସମସ୍ତଙ୍କ ସହଯୋଗରେ ଚଳିତ ରଥଯାତ୍ରା ଓ ଅନ୍ୟାନ୍ୟ ଉତ୍ସବକୁ ଶୃଙ୍ଖଳିତ କରିବା ଉପରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗୁରୁତ୍ୱ ଦେଇଛନ୍ତି ।

ଆଜି ରାଜ୍ୟ ଅତିଥି ଭବନଠାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଚଳିତ ରଥଯାତ୍ରାର ଶୃଙ୍ଖଳିତ ଆୟୋଜନ ନେଇ ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ପୁରୀ ଜିଲ୍ଲା ପୁଲିସ, ଦଇତାପତି ନିଯୋଗ ଏବଂ ଅନ୍ୟ ସଂପୃକ୍ତ ସଂସ୍ଥାର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ଏଥିରେ ଶୃଙ୍ଖଳିତ ନୀତିକାନ୍ତି ସହ ନିର୍ଦ୍ଧାରିତ ସମୟରେ ପହଣ୍ଡି, ରଥଟଣା, ଆଡ଼ପ ମଣ୍ଡପ ବିଜେ, ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ବ୍ୟବସ୍ଥା, ଭକ୍ତଙ୍କ ସୁବିଧା ନିମନ୍ତେ ଆବଶ୍ୟକ ବ୍ୟବସ୍ଥା, ନୀତିନିର୍ଘଣ୍ଟ ନେଇ ଆଗୁଆ ସୂଚନା, ଭିଡ଼ ନିୟନ୍ତ୍ରଣ, ଆବଶ୍ୟକ ସ୍ଥଳେ ସ୍ୱତନ୍ତ୍ର ବାରିକେଡ଼ିଂ ବ୍ୟବସ୍ଥା, ସେବାୟତ, ନିଯୋଗ ଏବଂ ସୁରକ୍ଷା ଦାୟିତ୍ୱରେ ଥିବା ପୁଲିସ କର୍ମଚାରୀଙ୍କୁ ଦାୟିତ୍ୱ ବାବଦରେ ସଚେତନତା ସୃଷ୍ଟି କରିବା ନେଇ ଆଲୋଚନା ହୋଇଥିଲା।

ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଯେପରି ରଥକାଠ ଆୟୋଜନ, ରଥ ଦଉଡ଼ି, ରଥ କପଡ଼ା ସହ ନୀତିକାନ୍ତି ପାଇଁ ଆବଶ୍ୟକ ଝୁଣା, ଚନ୍ଦନକାଠ ଆଦି ସାମଗ୍ରୀ ଇତ୍ୟାଦିର ମହଜୁଦ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ସୂଚନା ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ, ଦଇତାପତି ନିଯୋଗ ସଭାପତି ଗଣେଶ ଦାସ ମହାପାତ୍ର, ସାଧାରଣ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ସମେତ ଆଇନ ବିଭାଗ ଓ ପୁରୀ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଏବଂ ଦଇତାପତି ନିଯୋଗର କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ତୀର୍ଥଯାତ୍ରୀଙ୍କ ଅଟୋକୁ ରାସ୍ତାରୁ ଟାଣିନେଲା ଯାତ୍ରୀବାହୀ ବସ୍‌; ଦୁଇ ଶିଶୁ ସମତେ ୬ ଶ୍ରଦ୍ଧାଳୁ ମୃତ

Next Post

ବିକ୍ଷୋଭରତ ମହାନଦୀ ବଞ୍ଚାଓ ଆନ୍ଦୋଳନ ସଦସ୍ୟଙ୍କୁ ଉଠାଇନେଲା ପୁଲିସ

FNN WEB

FNN WEB

Next Post
ବିକ୍ଷୋଭରତ ମହାନଦୀ ବଞ୍ଚାଓ ଆନ୍ଦୋଳନ ସଦସ୍ୟଙ୍କୁ ଉଠାଇନେଲା ପୁଲିସ

ବିକ୍ଷୋଭରତ ମହାନଦୀ ବଞ୍ଚାଓ ଆନ୍ଦୋଳନ ସଦସ୍ୟଙ୍କୁ ଉଠାଇନେଲା ପୁଲିସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.