• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବିକ୍ଷୋଭରତ ମହାନଦୀ ବଞ୍ଚାଓ ଆନ୍ଦୋଳନ ସଦସ୍ୟଙ୍କୁ ଉଠାଇନେଲା ପୁଲିସ

FNN WEB by FNN WEB
May 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ବିକ୍ଷୋଭରତ ମହାନଦୀ ବଞ୍ଚାଓ ଆନ୍ଦୋଳନ ସଦସ୍ୟଙ୍କୁ ଉଠାଇନେଲା ପୁଲିସ
0
SHARES
1
VIEWS

ଭୁବନେଶ୍ୱର: ଟ୍ରିବୁନାଲ ପାଖରେ ଯୁଗ୍ମ ବୈଷୟିକ କମିଟି ଦ୍ୱାରା ପ୍ରସ୍ତୁତ ମହାନଦୀରେ ଉପଲବ୍ଧ ଜଳ ରାଶିର ତଥ୍ୟ ବିଭ୍ରାନ୍ତିକର ଓ ଏହା ଓଡିଶା ସ୍ୱାର୍ଥର ପରିପନ୍ଥୀ ବୋଲି ଅଭିଯୋଗ କରି ମହାନଦୀ ବଞ୍ଚାଓ ଆନ୍ଦୋଳନ ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିବାକୁ ଯୋଜନା କରାଯାଇଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଯାଇ ଦାବିପତ୍ର ପ୍ରଦାନ ପୂର୍ବରୁ ପୁଲିସ ବିକ୍ଷୋଭରତ ସଦସ୍ୟଙ୍କୁ ଉଠାଇନେଇଥିଲେ।

ମହାନଦୀ ବଞ୍ଚାଓ ଆନ୍ଦୋଳନର କର୍ମକର୍ତ୍ତାଙ୍କ କହିଛନ୍ତି, ମଇ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆାଲୋଚନା କରିବାକୁ ଅନୁମତି ଲୋଡ଼ାଯାଇଥିଲା । ମଇ ୨୦ ତାରିଖ ସୁଦ୍ଧା ଆଲୋଚନା ପାଇଁ ନିବେଦନ କରାଯାଇଥିଲା l ମାତ୍ର ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ କୌଣସି ସନ୍ଦେଶ ନମିଳିବାରୁ ଆଜି ମହାନଦୀ ବଞ୍ଚାଓ ଆନ୍ଦୋଳନର କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିବା ପାଇଁ ପ୍ରୟାସ କରିଥିଲେ l ପୂର୍ବାହ୍‌ଣ ୯ଟା ୩୦ ମିନିଟ ସମୟରେ ଆନ୍ଦୋଳନକlରୀମାନେ ଲୋକ ଭବନ ସମ୍ମୁଖରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତି ପାଖରେ ଏକତ୍ରିତ ହେବା ପରେ ମୁଖରାମନ୍ତ୍ରୀଙ୍କ ବାସଭବନ ଯିବା ବେଳେ ପୁଲିସ ସେମାନଂକୁ ଉଠାଇ ନେଇ କ୍ୟାପିଟାଲ ଥାନାରେ ଅଟକାଇ ରଖିଥିଲା l ମହାନଦୀ ବଞ୍ଚାଓ ଆନ୍ଦୋଳନର ଆବାହକ ଶ୍ରୀ ସୁଦର୍ଶନ ଦାସ କହିଛନ୍ତି, ମହାନଦୀ ଜଳ ବିବାଦ ଏକ ଅତି ସ୍ପର୍ଶ କାତର ପ୍ରସଙ୍ଗ ଏବଂ ଏହା ସହିତ ଓଡ଼ିଶାର ସ୍ୱାର୍ଥ ଜଡିତ। ଏଭଳି ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ଙ୍କ ସହିତ ଏକ ଆଲୋଚନା ପାଇଁ ନିବେଦନ ଯଦି ପୁଲିସ ଗିରଫଦାରୀରେ ପରିଣତ ହୁଏ ତେବେ ତାହା ଦୁର୍ଭାଗ୍ୟଜନକ ।

ଆଜିର ବିକ୍ଷୋଭ କାର୍ଯ୍ୟକ୍ରମରେ ମହାନଦୀ ବଞ୍ଚାଓ ଆନ୍ଦୋଳନର ଆବାହକ ସୁଦର୍ଶନ ଦାସଙ୍କ ସମେତ ମନୋଜ ଜେନା, ଗିରିଜା ଶଙ୍କର ଦାସ, ଜ୍ୟୋତି ରଞ୍ଜନ ମହାପାତ୍ର, ପ୍ରଦୀପ୍ତ ନାୟକ, ବାସୁଦେବ ଭଟ୍ଟ, ପ୍ରଦୀପ ପ୍ରଧାନ, ପ୍ରସନ୍ନ ବିଶୋଇ, ସରିତା ସାମଲ, ପ୍ରଭାସିନୀ ରାଉତ, ଆଦର୍ଶ ଦାସ, ସମୀର ରଞ୍ଜନ ରାଉତରାୟ, ଅଭୟ କୁମାର ମିଶ୍ର, ଡ଼ ଶୁଭ୍ରାଂଶୁ ରାୟ, ହରିବନ୍ଧୁ ଶତପଥି, ବିଜ୍ଞାନ ଭୂୟାଁ , ମନୋଜ ବାରିକ, ନିଗମ ପଣ୍ଡା, ବୈକୁଣ୍ଠ ସ୍ୱାଇଁ, ରେହେମନ ଖାଁ, ରିଙ୍କି ସାହୁ, ଆଲୋକ ମହାପାତ୍ର, ବିଶ୍ୱଜିତ ପଣ୍ଡା, ଦିଶା ଆଜାଦ ପ୍ରମୁଖ ନେତୃତ୍ୱ ନେଇଥିଲେ l

Previous Post

ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେ ଯାଏଁ ସମସ୍ତ ଉତ୍ସବର ଶାନ୍ତିଶୃଙ୍ଖଳା ଉପରେ ଗୁରୁତ୍ୱ

Next Post

ଦେଶରେ କୌଣସି ଇବୋଲା ସନ୍ଦିଗ୍ଧ କେସ ଚିହ୍ନଟ ହୋଇନାହିଁ: ମୁକେଶ

FNN WEB

FNN WEB

Next Post
ଦେଶରେ କୌଣସି ଇବୋଲା ସନ୍ଦିଗ୍ଧ କେସ ଚିହ୍ନଟ ହୋଇନାହିଁ: ମୁକେଶ

ଦେଶରେ କୌଣସି ଇବୋଲା ସନ୍ଦିଗ୍ଧ କେସ ଚିହ୍ନଟ ହୋଇନାହିଁ: ମୁକେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.