• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୧୦ ଦିନରେ ଚତୁର୍ଥ ଥର ପାଇଁ ମହଙ୍ଗା ହୋଇଛନ୍ତି ପେଟ୍ରୋଲ-ଡିଜେଲ

FNN WEB by FNN WEB
May 25, 2026
in ଓଡ଼ିଶା, ମୁଖ୍ୟ ଖବର
0
୧୦ ଦିନରେ ଚତୁର୍ଥ ଥର ପାଇଁ ମହଙ୍ଗା ହୋଇଛନ୍ତି ପେଟ୍ରୋଲ-ଡିଜେଲ
0
SHARES
1
VIEWS

ଭୁବନେଶ୍ଵର : କାଳୁ ସକାଳୁ ଗ୍ରାହକଙ୍କୁ ଚିନ୍ତାରେ ପକାଇବା ପରି ଖବର ଆସିଛି । ଦେଶରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଛି । ୧୦ ଦିନରେ ଚତୁର୍ଥ ଥର ପାଇଁ ମହଙ୍ଗା ହୋଇଛନ୍ତି ପେଟ୍ରୋଲ-ଡିଜେଲ । ପେଟ୍ରୋଲ ଲିଟର ପିଛା ୨ ଟଙ୍କା ୬୧ ପଇସା ଓ ଡିଜେଲ ଲିଟର ପିଛା ୨ ଟଙ୍କା ୭୧ ପଇସା ବୃଦ୍ଧି ହୋଇଛି । ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ କ୍ରମାଗତ ଭାବେ ଦେଶରେ ତେଲ ଦର ବଢିଛି । ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଭାରତରେ ପଡିଛି ଯାହା ସ୍ପଷ୍ଟ ଅନୁମାନ ହେଉଛି । ନୂଆଦର ସହ ଦିଲ୍ଲୀରେ ଡିଜେଲର ମୂଲ୍ୟ ଲିଟର ପିଛା ୯୫.୨୦ ଏବଂ ପେଟ୍ରୋଲର ମୂଲ୍ୟ ୧୦୨.୧୨ ଟଙ୍କା ବୃଦ୍ଧି ପାଇଛି । ତେଲ ଦର ବୃଦ୍ଧି ଫଳରେ ସାଧାରଣ ଲୋକଙ୍କ ଉପରେ ମୁଦ୍ରାସ୍ଫୀତିର ପ୍ରଭାବ ଆହୁରି ବଢ଼ିପାରେ । ସଦ୍ୟତମ ଦର ବଢିବା ସହିତ କୋଲକାତାରେ ପେଟ୍ରୋଲ୍ ୧୧୩ ଟଙ୍କା ୫୧ ପଇସା, ମୁମ୍ବାଇରେ ୧୧୧ ଟଙ୍କା ୨୧ ପଇସା ଚେନ୍ନାଇରେ ୧୦୭ ଟଙ୍କା ୭୭ ପଇସା ରହିଛି ।

୧୦ ଦିନରେ ୪ ଥର ବଢିଲାଣି ତେଲ ଦର। ଆଗକୁ ଆହୁରି ସାଙ୍ଘାତିକ୍ ସ୍ଥିତି। ୧୨୦ ଛୁଇଁବ ପେଟ୍ରୋଲ। ଲିଟର ପିଛା ବଢିବ ୧୨ ଟଙ୍କା। ଆସନ୍ତା ୨୦ ଦିନ ଭିତରେ ପେଟ୍ରୋଲ ଓ ଡିଜେଲ ଦର ସମାନ ହେବ। ଲିଟର ପିଛା ୧୨୦ ଟଙ୍କାକୁ ବୃଦ୍ଧି ପାଇବ। ଏନେଇ ଖାଉଟି ପ୍ରସ୍ତୁତ ରହିବାକୁ କହିଛନ୍ତି ନିଖିଳ ପେଟ୍ରୋଲିୟ ଡିଲର ସଂଘ ସାଧାରଣ ସମ୍ପାଦକ ସଞ୍ଜୟ ଲାଠ।

ସୂଚନା ଥାଉକି, ୧୦ ଦିନରେ ପେଟ୍ରୋଲ ଦର ୪ ଥର ବଢି ୧୦୯ ଟଙ୍କା ଛୁଇଁସାରିଛି। ସେହିପରି ଡିଜେଲ ଦର ୧୦୦ ଟଙ୍କା ଉପରକୁ ରହିଛି। ହେଲେ ଏହା କିଛି ନୁହେଁ, କାରଣ ଆଗକୁ ଆହୁରି ଦର ବଢିବ। ଯୁଦ୍ଧ ସ୍ଥିତି ଥିବା ପର୍ଯ୍ୟନ୍ତ ତେଲ ମହଙ୍ଗା ହେବ। ଆଉ ଏହାର ପ୍ରଭାବ ଅନ୍ୟ ସାମଗ୍ରୀ ଉପରେ ମଧ୍ୟ ପଢିବ। ଡିଜେଲ ଦର ବୃଦ୍ଧି ଦ୍ୱାରା ପରିବହନ ଦର ବଢିବ ଆଉ ଏହାର ସିଧା ପ୍ରଭାବ ହେବ ଦରଦାମ ପଡିବ। ଅନ୍ୟପଟେ ତେଲ ଦର ବାରମ୍ବାର ବୃଦ୍ଧି ପାଉଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଗ୍ରାହକ। କାରଣ ସବୁ ଅଞ୍ଚଳକୁ ପବ୍ଲିକ ଟ୍ରାନ୍ସପୋର୍ଟର ବ୍ୟବସ୍ଥା ନାହିଁ। ଜଳିକନ୍ଦିରୁ ମୁଖ୍ୟ ରାସ୍ତାକୁ ଯିବାକୁ ବିକଳ୍ପ ନାହିଁ। ତେଣୁ ବାଧ୍ୟ ହୋଇ ନିଜ ଗାଡି ବ୍ୟବହାର କରିବାକୁ ପଡୁଛି।

ଆଜି ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ହ୍ରାସ ପାଇଛି। ବ୍ୟାରେଲ ପିଛା ଦର ୧୦୦ ଡଲାର ତଳକୁ ଖସିଥିଲେ ମଧ୍ୟ ଏହାର କୌଣସି ପ୍ରଭାବ ପଡ଼ିନାହିଁ । ବରଂ ଦେଶରେ ତୈଳ ଦର ବୃଦ୍ଧି ପାଇଛି। ତେଣୁ ତେଲ ଦର କେତେ ଦିନ ପର୍ଯ୍ୟନ୍ତ ବଢିବ ଏନେଇ କଣସି ସ୍ପଷ୍ଟ ଚିତ୍ର ନାହିଁ।

Previous Post

ବିଜେଡି ଛାଡ଼ିଲେ ଦେବାଶିଷ ସାମନ୍ତରାୟ

Next Post

ମଡେଲ ଭିଲେଜ ମିଶନ ଓ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନାର ଶୁଭାରମ୍ଭ

FNN WEB

FNN WEB

Next Post
ମଡେଲ ଭିଲେଜ ମିଶନ ଓ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନାର ଶୁଭାରମ୍ଭ

ମଡେଲ ଭିଲେଜ ମିଶନ ଓ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନାର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.