• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜୁନ୍ ୧୮ରେ ରାଜ୍ୟସଭା ଉପନିର୍ବାଚନ, ଦେବାଶିଷଙ୍କୁ ପଠାଇବ କି ବିଜେପି

FNN WEB by FNN WEB
May 27, 2026
in ଓଡ଼ିଶା, ମୁଖ୍ୟ ଖବର
0
ନୂଆପଡ଼ା ଉପନିର୍ବାଚନ: ଅପରାଧିକ ତଥ୍ୟ ପରିପ୍ରକାଶ ପାଇଁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ
0
SHARES
0
VIEWS

ଭୁବନେଶ୍ୱର : ଦେବାଶିଷ ସାମନ୍ତରାୟ ସୋମବାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିବେ ବେଳେ ଉକ୍ତ ଆସନ ପାଇଁ ଉପନିର୍ବାଚନ କରିବାକୁ ଆଜି ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ଜୁନ୍ ୧୮ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ ବୋଲି ECI ଜାରି କରିଥିବା ପ୍ରେସ୍ ରିଲିଜ୍‌ରେ ଉଲ୍ଲେଖ କରିଛନ୍ତି। ରାଜ୍ୟସଭା ଉପନିର୍ବାଚନ ପାଇଁ ଜୁନ୍ ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ୍ ୮ ହେଉଛି ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ। ଜୁନ୍ ୯ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ହେଉଛି ଜୁନ୍ ୧୧।
ଜୁନ୍ ୧୮ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ସେହିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ। ସନ୍ଧ୍ୟା ୫ଟାରୁ ଭୋଟ୍ ଗଣତି ହେବ ଓ ଫଳାଫଳ ଘୋଷଣା କରାଯିବ। ଜୁନ୍ ୨୦ ତାରିଖ ପୂର୍ବରୁ ଏହି ଉପନିର୍ବାଚନକୁ ଶେଷ କରିବାକୁ ଇସିଆଇ ଲକ୍ଷ୍ୟ ରଖିଥିବା ତାଙ୍କ ପ୍ରେସ୍ ରିଲିଜ୍‌ରେ ଦର୍ଶାଇଛନ୍ତି।

୨୦୨୪ ଏପ୍ରିଲରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଦେବାଶିଷ ସାମନ୍ତରାୟ। ତାଙ୍କ କାର୍ଯ୍ୟକାଳ ୨୦୩୦ ଏପ୍ରିଲ ୩ ତାରିଖରେ ଶେଷ ହୋଇଥା’ନ୍ତା। ତା’ ପୂର୍ବରୁ ୨୦୨୬ ମେ’ ୫ ତାରିଖରେ ସେ ଏହି ପଦରୁ ଇସ୍ତଫା ଦେଇଥିଲେ। ଦେବାଶିଷ ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇଥିଲେ। ସୋମବାର ସେ ବିଜେଡିରୁ ଇସ୍ତଫା ଦେବା ସହିତ ରାଜ୍ୟସଭା ସାଂସଦ ପଦ ମଧ୍ୟ ଛାଡ଼ି ଦେଇଥିଲେ। ମଙ୍ଗଳବାର ସେ ବିଜେପିରେ ଯୋଗ ଦେଇଛନ୍ତି। ତେଣୁ ବିଜେପି ତାଙ୍କୁ ଏହି ଉପନିର୍ବାଚନରେ ପ୍ରାର୍ଥୀ କରି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଛି ବୋଲି ଆଲୋଚନା ହେଉଛି।

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ରାଜ୍ୟସଭାରେ ଆଗରୁ ତାଙ୍କର ସଂଖ୍ୟା ଗରିଷ୍ଠତା ନଥିଲା। କିନ୍ତୁ ଏବେ ଅଛି। ଏବେ ପୁଣି ଆଉ ଗୋଟିଏ ସିଟ୍‌ ବିଜେପିର ବଢିବ। ସୁଜିତ୍‌ କୁମାର ଓ ମମତା ମହନ୍ତ ଇସ୍ତଫା ଦେଇ ପୁଣି ରାଜ୍ୟସଭା ଯାଇଥିଲେ। ଯିଏ ଇସ୍ତଫା ଦେଇ ଆସିଛନ୍ତି, ତାଙ୍କ ସମ୍ଭାବନା ଅଧିକ ରହିଛି। ତେବେ କିଏ ପ୍ରାର୍ଥୀ ହେବେ ଦଳ ଚୂଡ଼ାନ୍ତ ନିଷ୍ପତ୍ତି ନେବ।

ଦେବାଶିଷ ସାମନ୍ତରାୟ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୦ ମସିହାରେ ବିଜେଡି ଟିକେଟରେ ତିର୍ତ୍ତୋଲ ଆସନରୁ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୯ ଓ ୨୦୧୪ରେ ସେ ବିଜେଡି ଟିକେଟରେ ବାରବାଟୀ-କଟକ ଆସନରୁ ବିଧାନସଭାକୁ ଯାଇଥିଲେ। ୨୦୧୯ରେ ସେ ଏହି ଆସନରେ ମହମ୍ମଦ ମୋକିମଙ୍କଠାରୁ ପରାସ୍ତ ହୋଇଯାଇଥିଲେ।

Previous Post

ଇବୋଲା ସତର୍କତା: ଏମ୍‌ସ ଭୁବନେଶ୍ୱରରେ ସଂରକ୍ଷିତ ରହିବ ୮ଟି ସଙ୍ଗରୋଧ ଶଯ୍ୟା

Next Post

ଏଲ୍-ନିନୋ ଆଶଙ୍କା : ମୁକାବିଲା ପାଇଁ ଖରିଫ୍ ରଣନୀତି ପ୍ରସ୍ତୁତ , ଅଗ୍ରୀମ ବିହନ ମହଜୁଦ ରଖିବାକୁ ନିର୍ଦ୍ଦେଶ

FNN WEB

FNN WEB

Next Post
ଏଲ୍-ନିନୋ ଆଶଙ୍କା : ମୁକାବିଲା ପାଇଁ ଖରିଫ୍ ରଣନୀତି ପ୍ରସ୍ତୁତ , ଅଗ୍ରୀମ ବିହନ ମହଜୁଦ ରଖିବାକୁ ନିର୍ଦ୍ଦେଶ

ଏଲ୍-ନିନୋ ଆଶଙ୍କା : ମୁକାବିଲା ପାଇଁ ଖରିଫ୍ ରଣନୀତି ପ୍ରସ୍ତୁତ , ଅଗ୍ରୀମ ବିହନ ମହଜୁଦ ରଖିବାକୁ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.