• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

FNN WEB by FNN WEB
May 21, 2024
in ଓଡ଼ିଶା, ମୁଖ୍ୟ ଖବର
0
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ
0
SHARES
6
VIEWS

୨୩ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ବାରଣ

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ କାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେଇ ଉତ୍ତର-ପୂର୍ବ ଦିଗକୁ ଗତି କରିପାରେ। ଏହାର ପ୍ରଭାବରେ ୨୧ତାରିଖରୁ ସମୁଦ୍ର ଅଶାନ୍ତ ହେବା ଆରମ୍ଭ ହେବ। ୨୩ ତାରିଖ ଠାରୁ ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି।

ସମୁଦ୍ରରେ ଥିବା ମତ୍ସଜୀବୀଙ୍କୁ ୨୩ତାରିଖ ପୂର୍ବରୁ ଉପକୂଳକୁ ଫେରି ଆସିବା ସହ ୨୪ତାରିଖରେ ଉତ୍ତର ବଙ୍ଗୋପସାଗରରେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି। ଆଗାମୀ ୫ଦିନରେ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ଘଂଟାରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଂଜ ଆଲର୍ଟ ଜାରି କରାଯାଇଛି। କାଲିଠାରୁ ବର୍ଷା, ପବନ ଓ ଘଡ଼ଘଡ଼ି ଲାଗି ରହିବ।

୨୫ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ। ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟା ନେଇ ପାଣିପାଗ ବିଭାଗ ଏପର୍ଯ୍ୟନ୍ତ କିଛି ଆକଳନ କରିନାହିଁ। ଘଡ଼ଘଡ଼ି ବର୍ଷା ହେବା ବେଳେ ୩୦-୪୦କିଲୋମିଟର ବେଗରେ ପବନ ବହିପାରେ। ସେପଟେ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିସନର।

Previous Post

କେନ୍ଦୁଝର ଚମ୍ପୁଆ ଓ ପାଟଣାରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

Next Post

ଇସ୍ତଫା ଦେଇଥିବା ୪ ବିଜେଡି ବିଧାୟକଙ୍କୁ ଜବାବ ତଲବ

FNN WEB

FNN WEB

Next Post
ଇସ୍ତଫା ଦେଇଥିବା ୪ ବିଜେଡି ବିଧାୟକଙ୍କୁ ଜବାବ ତଲବ

ଇସ୍ତଫା ଦେଇଥିବା ୪ ବିଜେଡି ବିଧାୟକଙ୍କୁ ଜବାବ ତଲବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.