• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାର ଗର୍ବ ପାୟଲ ନାଗ: ବିଶ୍ୱ ମଞ୍ଚରେ ସଫଳତା ପାଇଁ ସରକାରଙ୍କ ଦ୍ୱାରା ସମ୍ବର୍ଦ୍ଧିତ

FNN WEB by FNN WEB
May 29, 2026
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାର ଗର୍ବ ପାୟଲ ନାଗ: ବିଶ୍ୱ ମଞ୍ଚରେ ସଫଳତା ପାଇଁ ସରକାରଙ୍କ ଦ୍ୱାରା ସମ୍ବର୍ଦ୍ଧିତ
0
SHARES
2
VIEWS

ଭୁବନେଶ୍ୱର : ବ୍ୟାଙ୍କକକ୍‌ଠାରେ ଅନୁଷ୍ଠିତ ବିଶ୍ୱ ପାରା ତୀରନ୍ଦାଜି ସିରିଜ୍‌ ୨୦୨୬ରେ ଓଡ଼ିଶାର ପାରା ତୀରନ୍ଦାଜ ପାୟଲ ନାଗ ଦୁଇଟି ସ୍ୱର୍ଣ୍ଣ ପଦକ ଜିତିବା ସହ ଆଗାମୀ ଏସୀୟ ପାରା ଗେମ୍ସ ୨୦୨୬ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଏହି ଅସାଧାରଣ ସଫଳତା ପାଇଁ ଆଜି ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ସମ୍ବର୍ଦ୍ଧନା ଉତ୍ସବରେ ପାୟଲଙ୍କୁ ପ୍ରୋତ୍ସାହନ ସ୍ୱରୂପ ୫,୪୬,୬୬୬ ଟଙ୍କା ଏବଂ କ୍ରୀଡ଼ା ସରଞ୍ଜାମ କିଣିବା ପାଇଁ ଅତିରିକ୍ତ ୩,୨୩,୧୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ।

କ୍ରୀଡ଼ା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ପାୟଲଙ୍କୁ ପ୍ରସଂଶା କରି କହିଥିଲେ ଯେ : “ପାୟଲଙ୍କ ସଫଳତା ଠାରୁ ତାଙ୍କର ସଂଘର୍ଷ ଓ ଇଚ୍ଛାଶକ୍ତି ଢେର ଅଧିକ । ସମସ୍ତ ପ୍ରତିକୂଳ ପରିସ୍ଥିତି ଆଗରେ ତାଙ୍କର ଦୃଢ଼ ମନୋବଳ ଆଜିର ଯୁବପିଢ଼ି ପାଇଁ ସବୁଠାରୁ ବଡ଼ ପ୍ରେରଣା । ସମାଜ ବିଶ୍ୱାସ ହରାଇଥିବା ବେଳେ ଜଣେ ମା’ର ଅଖଣ୍ଡ ବିଶ୍ୱାସ ହିଁ ପାୟଲଙ୍କୁ ଏହି ସଫଳତା ଆଣିଦେଇଛି ।” କଣ୍ଟାବାଞ୍ଜି ବିଧାୟକ ଶ୍ରୀ ଲକ୍ଷ୍ମଣ ବାଗ ନିଜ ବକ୍ତବ୍ୟରେ ପାୟଲଙ୍କୁ କହିଥିଲେ ଯେ : “ପାୟଲ ନାଗ କେବଳ ଜଣେ ଖେଳାଳି ନୁହଁନ୍ତି, ସେ ହେଉଛନ୍ତି ସାହସ ଓ ସଫଳତାର ଜୀବନ୍ତ ପ୍ରତୀକ । ସେ ଶାରୀରିକ ପ୍ରତିକୂଳତାକୁ ଦୁର୍ବଳତା ନଭାବି ନିଜର ଶକ୍ତିରେ ପରିଣତ କରିଛନ୍ତି ।”

ପାରା ତୀରନ୍ଦାଜ ପାୟଲ ନାଗ ଖୁସି ହୋଇ ଓଡିଶା ସରକାରଙ୍କୁ ଧନ୍ୟବାଦ ଜଣାଇ କହିଥିଲେ ଯେ :”ଏକ ଭୟଙ୍କର ଦୁର୍ଘଟଣା ପରେ ସମାଜ ମତେ ଅଲୋଡ଼ା ଭାବିଥିଲା, କିନ୍ତୁ ସେହି ଅନ୍ଧକାର ସମୟରେ ମୋ ମା’ଙ୍କ ବିଶ୍ୱାସ ମୋର ସବୁଠାରୁ ବଡ଼ ସାହସ ସାଜିଥିଲା । ସରକାର ଓ ମନ୍ତ୍ରୀଙ୍କ ଠାରୁ ମିଳିଥିବା ଏହି ପ୍ରୋତ୍ସାହନ ମତେ ଦେଶ ପାଇଁ ଆହୁରି କଠିନ ପରିଶ୍ରମ କରିବାକୁ ପ୍ରେରଣା ଦେଉଛି ।” ରାଜ୍ୟ ସରକାର ଆଗାମୀ ଦିନରେ ପାୟଲଙ୍କ ଭଳି ପ୍ରତିଭାବାନ ପାରା-ଆଥଲେଟ୍‌ମାନଙ୍କୁ ସମସ୍ତ ପ୍ରକାର ଆର୍ଥିକ ଓ ଭିତ୍ତିଭୂମି ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତିବଦ୍ଧ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଏହି ଅବସରରେ କ୍ରୀଡ଼ା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ବିଜୟ କୁମାର ସ୍ବାଇଁ, ଶ୍ରୀ ଅଶୋକ କୁମାର ପଣ୍ଡା, ଶ୍ରୀ ସୁଧାକର ନାଏକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ପାୟଲଙ୍କୁ ଉତ୍ସାହିତ କରିଥିଲେ ।

Previous Post

ଜୁନ୍ ୨ ଯାଏଁ ହିଟୱେଭ୍ ଆଲର୍ଟ, ଜଳିବ ପଶ୍ଚିମ ଓଡ଼ିଶା

Next Post

ରବିଧାନ ସଂଗ୍ରହ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ: ବିଜେଡି

FNN WEB

FNN WEB

Next Post
ରବିଧାନ ସଂଗ୍ରହ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ: ବିଜେଡି

ରବିଧାନ ସଂଗ୍ରହ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.