• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ଦୁଇ ଟ୍ରେନ୍ ମୁହାଁମୁହିଁ ଧକ୍କା

FNN WEB by FNN WEB
June 11, 2026
in ଓଡ଼ିଶା, ମୁଖ୍ୟ ଖବର
0
ଭୁବନେଶ୍ୱରରେ ଦୁଇ ଟ୍ରେନ୍ ମୁହାଁମୁହିଁ ଧକ୍କା
0
SHARES
0
VIEWS

ଭୁବନେଶ୍ଵର, : ଭୁବନେଶ୍ୱରରେ ଦୁଇ ଟ୍ରେନ୍ ମୁହାଁମୁହିଁ ଧକ୍କା। ଭୁବନେଶ୍ୱର ଷ୍ଟେସନ ନିକଟରେ ଟ୍ରେନ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ୍ ସାମ୍ନାସାମ୍ନି ହୋଇଛନ୍ତି। ମଞ୍ଚେଶ୍ୱର ଦିଗରୁ ଆସୁଥିବା ଏକ ଟ୍ରେନ ଧକ୍କା ଦେଇଥିବା ସୂଚନା ମିଳିଛି। ଝାରପଡ଼ା ନିକଟ ରେଲୱେ ବ୍ରିଜ ନିକଟରେ ଏହି ଦୁର୍ଘଟଣା ହୋଇଛି। କୋଣାର୍କ ଏକ୍ସପ୍ରେସ ସହ ଅନ୍ୟ ଏକ ଚାରିଟି ଏସି କୋଚ ନେଇ ଆସୁଥିବା ଟ୍ରେନର ଝାରପଡା ବ୍ରିଜ ନିକଟରେ ଧକ୍କା ହୋଇଛି। କୋଣାର୍କ ଏକ୍ସପ୍ରେସ ଯାତ୍ରୀଙ୍କୁ ଛାଡ଼ି ମଞ୍ଚେଶ୍ୱର ଡିପୋ ଆଡ଼କୁ ସଫେଇ ପାଇଁ ଯାଉଥିବା ବେଳେ ସେହି ଟ୍ରାକରେ ପୂର୍ବରୁ ଥିବା ସ୍ପେୟାରିଙ୍ଗ ଟ୍ରେନ ସହ ଧକ୍କା ହୋଇଛି। ଫଳରେ ଉଭୟ ଟ୍ରେନ ସାମ୍ନାରେ ଥିବା ଲକ ଭାଙ୍ଗି ଯାଇଛି। ସକାଳ ୯ଟା ୬ରେ ଦୁର୍ଘଟଣା ହୋଇଛି। ତେବେ ଟ୍ରେନରେ କୌଣସି ଯାତ୍ରୀ ନଥିଲେ। ଉଭୟ ଟ୍ରେନର ଲୋକୋ ପାଇଲଟ ମଧ୍ୟ ସୁରକ୍ଷିତ ଅଛନ୍ତି। ଅଘଟଣ ସଂପର୍କରେ ଖବର ପାଇ ରେଳ ବିଭାଗର ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। କିପରି ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ୍ ଆସିଲା ? କିଛି ଅଘଟଣ ଘଟିଛି କି ନାହିଁ ? ଏଥିପାଇଁ କିଏ ଦାୟୀ ? ସେନେଇ ଖୋଳତାଡ କରୁଛି ରେଳବାଇ ବିଭାଗ। କାହା ତ୍ରୁଟି ଯୋଗୁଁ ଏମିତି ଦୁର୍ଘଟଣା ହେଲା ତାହା ପ୍ରାଥମିକ ତଦନ୍ତ ପରେ ଜଣା ପଡ଼ିବ ବୋଲି ରେଳ ଅଧିକାରୀ କହିଛନ୍ତି।

Previous Post

ଓଡ଼ିଶାରେ ରାଜସ୍ଥାନର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

Next Post

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି

FNN WEB

FNN WEB

Next Post
ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.