• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି

FNN WEB by FNN WEB
June 11, 2026
in ଓଡ଼ିଶା, ମୁଖ୍ୟ ଖବର
0
ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି
0
SHARES
0
VIEWS

କଟକ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୯ ଓ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ଏହି ଗସ୍ତ କାର୍ଯ୍ୟକ୍ରମରେ ଆଇନ ଶୃଙ୍ଖଳା ସୀମାନ୍ତରେ ନାକାବନ୍ଦୀ ଓ ପାଟ୍ରୋଲିଂ କଡ଼ାକଡ଼ି କରାଯିବ । କରିଛନ୍ତି । କଟକ ବକ୍ସି ବଜାରସ୍ଥିତ ରାଜ୍ୟ ପୁଲିସ ମୁଖ୍ୟାଳୟରେ ଡିଜିପିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବରିଷ୍ଠ ଆଇପିଏସ୍ ଅଧିକାରୀମାନେ ଡିଜି ନିର୍ଦ୍ଦେଶ ଦେଇଛନ୍ତି ।

ମୟୂରଭଞ୍ଜର ପ୍ରମୁଖ ସଡ଼କରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ କାର୍ଯ୍ୟକ୍ରମ ସ୍ଥଳରେ ଏସ୍ଓଜି, ଷ୍ଟ୍ରାଇକିଂ ଫୋର୍ସ ଓ କେ-୯ ସ୍ପେସାଲ୍ ସ୍କ୍ୱାଡ୍ ନିୟୋଜିତ କରାଯିବ । ସମଗ୍ର ଅଞ୍ଚଳରେ ଅଧିକ ସିସିଟିଭି କ୍ୟାମେରା ଏବଂ ଡ୍ରୋନ୍ ବ୍ୟବସ୍ଥା କରାଯିବ । ମୟୂରଭଞ୍ଜର ପଡ଼ୋଶୀ ରାଜ୍ୟ ସୀମାନ୍ତରେ ନାକାବନ୍ଦୀ ଓ ପାଟ୍ରୋଲିଂ କଡ଼ାକଡ଼ି କରାଯିବ ।ଏହାବାଦ୍ ସ୍ଥାନୀୟ ହୋଟେଲ୍, ଲଜ୍ ଆଦିରେ ନିୟମିତ ଯାଞ୍ଚ୍ କରିବାକୁ ଡିଜିପି ମୟୂରଭଞ୍ଜ ଏସ୍ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ବୈଠକରେ କ୍ରାଇମ୍ବ୍ରାଞ୍ଚ୍ ଡିଜି ବିନୟତୋଷ ମିଶ୍ର, ଗୁଇନ୍ଦା ନିର୍ଦ୍ଦେଶକ ଆର. ପି. କୋଚେ, ପୁଲିସ (ଆଧୁନିକୀକରଣ) ଏଡିଜି ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ରେଳବାଇ ଓ ଉପକୂଳ ସୁରକ୍ଷା ଏଡିଜି ଅରୁଣ ବୋଥ୍ରା, ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ପରିବହନ କମିସନର ଅମିତାଭ ଠାକୁର, ପୁଲିସ କମିସନର ଏସ୍. ଦେବଦତ୍ତ ସିଂହ, ଏସ୍ଏପି ଏଡିଜି ରାଜେଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ । ଭିସିରେ ପୂର୍ବାଞ୍ଚଳ ଡିଆଇଜି ପିନାକ ମିଶ୍ର ଏବଂ ମୟୂରଭଞ୍ଜ ଏସ୍ପି ବରୁଣ ଗୁଣ୍ଟୁପାଲି ପ୍ରମୁଖ ଯୋଗଦେଇଥିଲେ ।

Previous Post

ଭୁବନେଶ୍ୱରରେ ଦୁଇ ଟ୍ରେନ୍ ମୁହାଁମୁହିଁ ଧକ୍କା

Next Post

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

FNN WEB

FNN WEB

Next Post
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.