• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

FNN WEB by FNN WEB
June 17, 2026
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ
0
SHARES
0
VIEWS

ଭୁବନେଶ୍ବର: ଆଗାମୀ ଦିନରେ ଓଡ଼ିଶା ଓ ସିଙ୍ଗାପୁର ମଧ୍ୟରେ ଦ୍ବିପାକ୍ଷୀକ ସମ୍ପର୍କ ଆହୁରି ସୁଦୃଢ଼ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ଭାରତରେ ଅବସ୍ଥାପିତ ସିଙ୍ଗାପୁରର ଉଚ୍ଚାୟୁକ୍ତ ସାଇମନ୍ ୱଙ୍ଗଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଦ୍ୱିପାକ୍ଷିକ ପୁଞ୍ଜିନିବେଶ ପ୍ରକଳ୍ପଗୁଡ଼ିକର ସଫଳ ରୂପାୟନ ସମ୍ପର୍କରେ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସିଙ୍ଗାପୁରର ସହରୀ ଯୋଜନା, ସ୍ୱଚ୍ଛ ଶକ୍ତି, ବନ୍ଦର ପରିଚାଳନା, ଓ ପ୍ରଯୁକ୍ତି କ୍ଷେତ୍ରରେ ଥିବା ଦକ୍ଷତା ଓଡ଼ିଶାର ବିକାଶମୂଳକ ଲକ୍ଷ୍ୟ ହାସଲ ଦିଗରେ ଖୁବ୍ ସହାୟକ ହେବ। ସମୃଦ୍ଧ ଓଡ଼ିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ ଲକ୍ଷ୍ୟ ହାସଲ ଦିଗରେ ସିଙ୍ଗାପୁର ଏକ ସ୍ୱାଭାବିକ ସହଯୋଗୀ ବୋଲି ସେ କହିଥିଲେ।

ସିଙ୍ଗାପୁର ନିବେଶକମାନଙ୍କୁ ସମ୍ପୂର୍ଣ୍ଣ ସହାୟତା, ସିଙ୍ଗଲ୍-ୱିଣ୍ଡୋ ବ୍ୟବସ୍ଥା ଓ ନିବେଶ ପ୍ରସ୍ତାବ ଉପରେ ତୁରନ୍ତ ନିଷ୍ପତ୍ତି ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଗତବର୍ଷ ଜାନୁଆରିରେ ସିଙ୍ଗାପୁର ରାଷ୍ଟ୍ରପତି ଡକ୍ଟର ଥରମାନ ସନମୁଗରତ୍ନମଙ୍କ ଓଡ଼ିଶା ଗସ୍ତ ସମୟରେ ୫ଟି ବିଭାଗ ସହ ୮ଟି ଏମ୍‌ଓୟୁ ହୋଇଥିଲା। ସିଙ୍ଗାପୁର ନିବେଶ ପାଇଁ ଏକ ସୁବ୍ୟବସ୍ଥିତ ବ୍ୟବସ୍ତା ଗଠନ କରିବାକୁ ସେ ପ୍ରସ୍ତାବ ଦେଇଥିଲେ। ଏଥିସହିତ ସେ ସବୁଜ ଶକ୍ତି, ସହରୀ ବିକାଶ ଓ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ସିଙ୍ଗାପୁରର ବ୍ୟବସାୟିକ ପ୍ରତିନିଧି ଦଳକୁ ଓଡ଼ିଶା ଆସିବାକୁ ଆମନ୍ତ୍ରଣ କରିଥିଲେ।

ସିଙ୍ଗାପୁର ଉଚ୍ଚାୟୁକ୍ତ ଶ୍ରୀ ୱଙ୍ଗ ଓଡ଼ିଶା ସରକାରଙ୍କ ଦୁଇ ବର୍ଷର ସଫଳ କାର୍ଯ୍ୟକାଳ ପୂରଣ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ଓଡ଼ିଶାର ବିକାଶ ପ୍ରକ୍ରିୟାରେ ସିଙ୍ଗାପୁର ସହଯୋଗ କରିବ ବୋଲି ପ୍ରତିଶ୍ରୁତି ଦେବା ସହ ଆଗାମୀ ଦିନରେ ରାଜ୍ୟର ପ୍ରଗତି ଏବଂ ଅଭିବୃଦ୍ଧି ଯାତ୍ରାରେ ସେମାନେ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟ ସଚିବ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ବିଶାଲ ଦେବ, ମୁମ୍ବାଇର କନସୁଲ୍-ଜେନେରାଲ୍ ଚଙ୍ଗ୍ ମିଙ୍ଗ୍ ଫୁଙ୍ଗ୍ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

Next Post

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

FNN WEB

FNN WEB

Next Post
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.