• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୋଚିଂ ସେଣ୍ଟରରେ ଲାଗିଲା ନିଆଁ: ଘଟଣାସ୍ଥଳରେ ୧୫ଜଣଙ୍କ ମୃତ୍ୟୁ

FNN WEB by FNN WEB
June 22, 2026
in ଓଡ଼ିଶା, ଜାତୀୟ, ମୁଖ୍ୟ ଖବର
0
କୋଚିଂ ସେଣ୍ଟରରେ ଲାଗିଲା ନିଆଁ: ଘଟଣାସ୍ଥଳରେ ୧୫ଜଣଙ୍କ ମୃତ୍ୟୁ
0
SHARES
2
VIEWS

ଲକ୍ଷ୍ମୌ:ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଆଜି ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୪ ଜଣଙ୍କର ମୃତ୍ୟୁ ହୋଇଯାଇଛି। ଉଶା ମେହଟା ମାର୍ଗରେ ଥିବା ଏକ ୩ ମହଲା ବିଶିଷ୍ଟ କୋଠାରେ କୋଚିଂ ସେଣ୍ଟର୍‌ ସହ ‌ଏକ ପେଟ୍‌ ସପ୍‌ ଏବଂ ଏକ ଆନିମେସନ୍‌ ସେଣ୍ଟର୍‌ ଚାଲିଥିଲା। ଅପରାହ୍ନ ପ୍ରାୟ ୩ଟା ସମୟରେ ହଠାତ କୋଠାରେ ନିଆଁ ଲାଗି ଯାଇଥିଲା ଏବଂ ଆଖି ପିଛୁଳାକେ କଳା ଧୂଆଁ ଆକାଶକୁ ଉଠିବା ସହ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟ‌ରେ ଆତଙ୍କ ଖେଳାଇ ଦେଇଥିଲା। ଖବର ପାଇ ଅଗ୍ନି ନିର୍ବାପକ ଦଳ, ପୁଲିସ, ଏନ୍‌ଡିଆରଏଫ୍‌, ଏସଡିଆରଏଫ୍‌ ଏବଂ ସିଭିଲ ଡିଫେନ୍ସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଅପରେସନ୍‌ ଆରମ୍ଭ କରିଥିଲେ। ନିଆଁକୁ ନିୟନ୍ତ୍ରଣ କରିବା ଏତେ ସହଜ ହୋଇଥିଲା।

ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବାହିନୀର ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଖବର ପାଇବା ପରେ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିବା ସହିତ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦୁର୍ଘଟଣା ପରେ ଆଲିଗଡ଼ଗସ୍ତ ବାତିଲ କରିଛନ୍ତି ମୁଖ୍ୟମନ୍ତ୍ରୀ।

ତେବେ ବହୁ କସରତ କରିବାପରେ ଅଗ୍ନି ନିର୍ବାପକ ଦଳ ନିଆଁକୁ ନିୟନ୍ତ୍ରଣ କରିଥିଲେ ଏବଂ ନିକଟସ୍ଥ ଏକ ଘର ଦେଇଏହି କୋଠାକୁ ଷ୍ଟ୍ରେଚର୍‌ ନିଆଯାଇଥିଲା। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ପ୍ରଭାବିତ ପରିବାରରେ ପହଞ୍ଚିବାପାଇଁ ଏବଂ ସମସ୍ତ ସହଯୋଗ ପ୍ରଦାନ କରିବାପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷେ ଉତ୍ତରପ୍ର‌ଦେଶ ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ କହିଛନ୍ତି, ଅଗ୍ନିକାଣ୍ଡରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ଅଧିକାଂଶ ମୃତକ କମ୍‌ ବୟସ୍କ ବୋଲି ଜଣାପଡ଼ିଛି। ଆହୁରି କିଛି ଲୋକ ମଧ୍ୟ ଏହି କୋଠାରେ ଫସି ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉକ୍ତ ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ଉଭୟ ମୃତକ ଏବଂ ଆହତଙ୍କ ପାଇଁ ପ୍ରଧାନମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ସଦସ୍ୟଙ୍କୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଏବଂ ଆହତଙ୍କ ପରିବାର ସଦସ୍ୟଙ୍କୁ ୫ ହଜାର ଟଙ୍କାର କ୍ଷତିପୂରଣ ମିଳିବ ବୋଲି ପ୍ରଧାନମନ୍ତ୍ରୀଙ୍କ ଅଫିସ୍‌ ପକ୍ଷରୁ ଘୋଷଣା କରାଯାଇଛି।

Previous Post

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

Next Post

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.