• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ

FNN WEB by FNN WEB
May 22, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ
0
SHARES
0
VIEWS

କେନ୍ଦୁଝର: ବିଜେପି ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ ହୋଇଥିଲା। ବିଜେପି ଏମ୍‌ପି ପ୍ରାର୍ଥୀ ଅନନ୍ତ ନାଏକ ଓ ଚମ୍ପୁଆ ବିଧାୟକ ପ୍ରାର୍ଥୀ ମୁରଲୀ ମନୋହର ଶର୍ମା ଏବଂ ତେଲକୋଇ ବିଧାୟକ ପ୍ରାର୍ଥୀ ଡାକ୍ତର ଫକୀର ଚରଣ ନାୟକଙ୍କ ପାଇ ନିର୍ବାଚନୀ ପ୍ରଚାର କରି ଭୋଟ୍‌ ମାଗିଛନ୍ତି।

ଆଜି ମଧ୍ୟାହ୍ନରେ ଚମ୍ପୁଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚମ୍ପୁଆ ନେହେରୁ ଷ୍ଟାଡିୟମଠାରେ ଏହି ବିଜୟ ସଂକଳ୍ପ ସମାବେଶରେ ସେ ଉପସ୍ଥିତ ହଜାର ହଜାର ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ରାଜ୍ୟରେ ବିଜେଡି ସରକାର ଦୁର୍ନୀତିରେ ଉବୁଟୁବୁ ହେଉଥିବା ବେଳେ ରାଜ୍ୟକୁ ରାମ ରାଜ୍ୟରେ ପରିଣତ କରିବାକୁ ହେଲେ ବିଜେପିକୁ ଭୋଟ ଦେଇ ସରକାର ଗଢ଼ିବାର ସୁଯୋଗ ଦେବା ପାଇଁ ଲୋକମାନଙ୍କୁ ଅନୁରୋଧ କରିଥିଲେ। ଓଡ଼ିଶାକୁ ରାମ ରାଜ୍ୟରେ ପରିଣତ କରିବାକୁ ହେଲେ ପରିବର୍ତ୍ତନ ସହ ଭାଜପା ପ୍ରାର୍ଥୀଙ୍କୁ ପଦ୍ମ ଚିହ୍ନରେ ଭୋଟ୍‌ ଦେଇ ଆଗାମୀ ନିର୍ବାଚନରେ କେନ୍ଦୁଝର ଏମ୍‌ପି ପ୍ରାର୍ଥୀ ଅନନ୍ତ ନାଏକ, ଚମ୍ପୁଆ ବିଧାୟକ ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କୁ ଭୋଟ୍‌ ଦେବାକୁ ଉପସ୍ଥିତ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏହି ଅବସରରେ ଛତିଶଗଡ଼ ରାଜ୍ୟ ସଭା ଏମ୍‌ପି ଅରୁଣ ଦୁବେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମଟିକୁ ଭାଜପା ରାଜ୍ୟ ଉପସଭାପତି ପ୍ରକାଶ ମଲ୍ଲିକ ପରିଚାଳନା କରିଥିଲେ। ମଧ୍ୟାହ୍ନ ୧୨ଟରେ ହେଲିକପ୍ଟର ଯୋଗେ ଅରୁଣ ଗୋଭିଲ ଅବତରଣ କରିବା ପରେ ସେଠାରୁ କାର୍‌ ଯୋଗେ ସ୍ଥାନୀୟ ନେହେରୁ ଷ୍ଟାଡିୟମସ୍ଥିତ ସଭାସ୍ଥଳରେ ପହଞ୍ଚି ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଉଦ୍‌ବୋଧନ ଦେଇଥିଲେ। ଏହା ପରେ ସେ ତେଲକୋଇକୁ ଯାଇ ଅପରାହ୍ନ ୧ ଟାରେ ସ୍ଥାନୀୟ କତରାପାଲି ଠାରେ ବିଜେପିର ବିଜୟ ସଂକଳ୍ପ ସମାବେଶ ରେ ଯୋଗ ଦେଇ ଦଳୀୟ ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକ ଓ ବିଧାୟକ ପ୍ରାର୍ଥୀ ଡାକ୍ତର ଫକୀର ଚରଣ ନାୟକଙ୍କୁ ଭୋଟ ଦେଇ କେନ୍ଦ୍ରରେ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଓ ରାଜ୍ୟରେ ବିଜେପି ସରକାର ଗଠନ କରିବାକୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଫାଗନ ସିଂହ କୁଲଷ୍ଟେ, ରାଜ୍ୟ ନେତା ସାରଦା ନନ୍ଦ, ଜିଲା ଉପସଭାପତି ଶୁକଦେବ ମହାନ୍ତ, ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ ସମେତ ବହୁ ନେତା ଉପସ୍ଥିତ ଥିଲେ। ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ରାଜ୍ୟରେ ବିଜେପି ସରକାର ଗଠନ କରିବା ସହ ଦେଶରେ ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ପାଇଁ ବିଜେପି ପ୍ରାର୍ଥୀଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ଆହ୍ବାନ କରିଥିଲେ।

Previous Post

ପରଲୋକରେ କବି ସୁନୀଲ କୁମାର ପୃଷ୍ଟି

Next Post

ଓଡ଼ିଶାରେ ଶାସନ ନାହିଁ: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

FNN WEB

FNN WEB

Next Post
ଓଡ଼ିଶାରେ ଶାସନ ନାହିଁ: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

ଓଡ଼ିଶାରେ ଶାସନ ନାହିଁ: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.