• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
June 22, 2026
in ଓଡ଼ିଶା, ମୁଖ୍ୟ ଖବର
0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ
0
SHARES
2
VIEWS

ଭୁବନେଶ୍ବର: ତାମିଲନାଡୁର କାନ୍ନିଗାପେର ଅଞ୍ଚଳରେ ଘଟିଥିବା ଆମୋନିଆ ଗ୍ୟାସ ଦୁର୍ଘଟଣାରେ ଓଡ଼ିଶାର ୫ ଜଣ ଶ୍ରମିକଙ୍କ ଦୁଃଖଦ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ସଂପର୍କୀୟଙ୍କୁ ୪ ଲକ୍ଷଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅର୍ଥ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ। ଆହତମାନଙ୍କ ଆଶୁ ଆରୋଗ୍ୟ କାମନ୍ତା କରିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ ବିଭାଗ ଓ ତାମିଲନାଡୁ ପ୍ରଶାସନ ସହ ନିରନ୍ତର ସମନ୍ୱୟ ରଖାଯାଉଛି ।ମୃତ ଶ୍ରମିକମାନଙ୍କ ପରିଚୟ ସୁନିଶ୍ଚିତ କରାଯାଇଛି ଏବଂ ମୃତଦେହଗୁଡ଼ିକର ବ୍ୟବଚ୍ଛେଦ ପ୍ରକ୍ରିୟା ଶେଷ ହେବା ପରେ ସମ୍ମାନର ସହିତ ସେମାନଙ୍କ ଗାଁକୁ ପଠାଇବା ପାଇଁ ବ୍ୟବସ୍ଥା କରାଯାଉଛି । ଆହତ ଶ୍ରମିକମାନଙ୍କ ଚିକିତ୍ସା ଉପରେ ସରକାର ନଜର ରଖିଛନ୍ତି ଏବଂ ଆବଶ୍ୟକ ସମସ୍ତ ସହାୟତା ଯୋଗାଇ ଦିଆଯାଉଛି । ପୀଡ଼ିତ ପରିବାରମାନଙ୍କୁ ସରକାରୀ ସହାୟତା ଏବଂ ନିୟମାନୁସାରେ କ୍ଷତିପୂରଣ ପ୍ରଦାନ ପାଇଁ ପଦକ୍ଷେପ ନିଆଯାଇଛି ।

ଏଣେ, ଓଡ଼ିଶା ଟିମ୍‌ର ସଦସ୍ୟ ଏମ୍.ଏମ୍. ପାଇକ ଚେନ୍ନାଇରେ ରହି ଯୁଗ୍ମ ଶ୍ରମ ଆୟୁକ୍ତ ଏବଂ ସରକାରୀ ମେଡିକାଲ କଲେଜ ହସ୍ପିଟାଲର ଅଧିକାରୀମାନଙ୍କ ସହ ସମନ୍ୱୟ ରକ୍ଷା କରି ପୋଷ୍ଟମର୍ଟମ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ସମ୍ପାଦନ କରିବେ। ରାଜେଶ ଅଗ୍ରୱାଲା ଏବଂ ବି.ବି. ଆଚାର୍ଯ୍ୟ ଚେନ୍ନାଇରେ ପହଞ୍ଚିବା ପରେ ତିରୁଭାଲ୍ଲୁର ଅଭିମୁଖେ ଯିବେ। ସେଠାରେ ଚିକିତ୍ସାଧୀନ ଆହତ ଶ୍ରମିକମାନଙ୍କ ସ୍ୱାସ୍ଥ୍ୟାବସ୍ଥାର ସମୀକ୍ଷା କରାଯିବ। କେତେକ ଆହତଙ୍କ ଅବସ୍ଥା ଏପର୍ଯ୍ୟନ୍ତ ସଙ୍କଟାପନ୍ନ ରହିଛି। ଅନ୍ୟ ଜଣେ ମୃତ ଶ୍ରମିକଙ୍କ ମୃତଦେହ ମଧ୍ୟ ବର୍ତ୍ତମାନ ତିରୁଭାଲ୍ଲୁରରେ ରହିଛି। ପ୍ରାୟ ୧୩୦ ଜଣ ଶ୍ରମିକଙ୍କୁ ନିକଟସ୍ଥ ଏକ ମଣ୍ଡପ/କମ୍ୟୁନିଟି ହଲ୍‌ରେ ରଖାଯାଇଛି। ସେମାନଙ୍କ ପାଇଁ ଖାଦ୍ୟ ଏବଂ ଅନ୍ୟାନ୍ୟ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଚେନ୍ନାଇ ଏବଂ ତିରୁଭାଲ୍ଲୁରର ବରିଷ୍ଠ ଶ୍ରମ ବିଭାଗୀୟ ଅଧିକାରୀମାନଙ୍କ ସହ ଯୋଗାଯୋଗ ସ୍ଥାପିତ ହୋଇଥିବାବେଳେ ସ୍ଥାନୀୟ ପ୍ରଶାସନ ସହ ସମନ୍ୱୟ ଜାରି ରହିଛି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି l

Previous Post

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

FNN WEB

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.