• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶାନ୍ତିପୂର୍ଣ୍ଣ ମହରମ ପାଇଁ ବ୍ୟାପକ ପୁଲିସ ସୁରକ୍ଷା

FNN WEB by FNN WEB
June 25, 2026
in ଓଡ଼ିଶା, ମୁଖ୍ୟ ଖବର
0
ଶାନ୍ତିପୂର୍ଣ୍ଣ ମହରମ ପାଇଁ ବ୍ୟାପକ ପୁଲିସ ସୁରକ୍ଷା
0
SHARES
0
VIEWS

କଟକ: ଜୁନ ୨୬ରେ ମୁସଲମାନ ସମ୍ପ୍ରଦାୟଙ୍କ ମହରମ ପର୍ବକୁ ସାରା ରାଜ୍ୟରେ ଶାନ୍ତିପୂର୍ଣ୍ଣ, ଶୃଙ୍ଖଳିତ ପରିବେଶ ମଧ୍ୟରେ ପାଳନ କରିବା ନିମନ୍ତେ ରାଜ୍ୟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ପୂର୍ବାହ୍ନରେ ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବୈଠକର ଅଧ୍ୟକ୍ଷତା କରିଥିଲେ। ବୈଠକରେ, ମହରମ ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ଼ ରଖିବା ପାଇଁ ଡିଜିପି ସମସ୍ତ ପୁଲିସ ଅଧିକାରୀଙ୍କୁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ କରିବାକୁ କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ, ସମସ୍ତ ଅଞ୍ଚଳରେ ପୁଲିସ ପାଟ୍ରୋଲିଂକୁ ଜୋରଦାର କରିବା ସହ ଆବଶ୍ୟକ ସ୍ଥଳେ ଅତିରିକ୍ତ ପୁଲିସ ଫୋର୍ସ ମୁତୟନ ଓ ସେମାନଙ୍କ ସଠିକ୍ ତଥ୍ୟ ନେଣଦେଣ ଉପରେ ଗୁରୁତ୍ଵ ଦେଇଛନ୍ତି। ରାଜ୍ୟର ଚିହ୍ନଟ ସମ୍ବେଦନଶୀଳ ସ୍ଥାନଗୁଡ଼ିକରେ ସ୍ଵତନ୍ତ୍ର ସୁରକ୍ଷା ଯୋଜନା ସହ ଅତିରିକ୍ତ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ବିଗତ ବର୍ଷ ମାନଙ୍କରେ ଘଟିଥିବା ବିଭିନ୍ନ ଛୋଟବଡ଼ ଘଟଣାର ସମୀକ୍ଷା କରାଯାଇ ସେହିସବୁ ସ୍ଥାନଗୁଡ଼ିକ ପ୍ରତି ଅଧିକ ଯତ୍ନବାନ ରହିବାକୁ ପରାମର୍ଶ ଦିଆଯାଇଛି।

ସୋସିଆଲ ମିଡିଆରେ ଗୁଜବ ଓ ଉତ୍ତେଜନାମୂଳକ ପୋଷ୍ଟ ପ୍ରସାରଣକୁ ରୋକିବା ପାଇଁ ୨୪ ଘଣ୍ଟିଆ ସାଇବର ପାଟ୍ରୋଲିଂ କରାଯିବା ସହ ଅପରାଧୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପି କହିଛନ୍ତି। ଏହାବ୍ୟତୀତ, ସ୍ଥାନୀୟ ଅଞ୍ଚଳର ଶାନ୍ତି କମିଟି ଓ ବିଭିନ୍ନ ଗୋଷ୍ଠୀର ମୁଖ୍ୟମାନଙ୍କ ସହ ସମନ୍ଵୟ ବୈଠକ ଆୟୋଜନ କରି ପାରସ୍ପରିକ ସହଯୋଗ ମାଧ୍ୟମରେ ପର୍ବକୁ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସଦାସର୍ବଦା ପ୍ରସ୍ତୁତ ରହିବା ସହ ସ୍ଥାନୀୟ ପ୍ରଶାସନ ଓ ଜନସାଧାରଣଙ୍କ ସହ ସୁସମ୍ପର୍କ ବଜାୟ ରଖିବାକୁ ଡିଜିପି ଶ୍ରୀ ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ ପରାମର୍ଶ ଦେଇଛନ୍ତି।

Previous Post

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Next Post

ଟାଇମ୍‍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬: କିସ୍‍ର ପ୍ରଭାବୀ ପ୍ରଦର୍ଶନ

FNN WEB

FNN WEB

Next Post
ଟାଇମ୍‍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬: କିସ୍‍ର ପ୍ରଭାବୀ ପ୍ରଦର୍ଶନ

ଟାଇମ୍‍ସ ହାୟର ଏଜୁକେସନ ସଷ୍ଟେନେବିଲିଟି ଇମ୍ପାକ୍ଟ ରାଙ୍କିଂ ୨୦୨୬: କିସ୍‍ର ପ୍ରଭାବୀ ପ୍ରଦର୍ଶନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

ସେସେଲସ୍ ରେ ବିଶ୍ୱର ସବୁଠୁ ବୟଷ୍କ କଇଁଛକୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ ‘ଜୋନାଥନ’ର ପୁରା କାହାଣୀ

June 27, 2026
୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

୬ ବର୍ଷ ପରେ ଭାରତ ଗସ୍ତରେ ଆସିବେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ

June 27, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

FIH ପ୍ରୋ ଲିଗ୍: ପାକିସ୍ତାନକୁ ଧୂଳି ଚଟାଇଲା ଭାରତ, ୭-୧ ଗୋଲ୍‌ରେ ରଚିଲା ଐତିହାସିକ ବିଜୟ

June 27, 2026
ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ପୁରୀ ଅଭିମୁଖେ ଶ୍ରଦ୍ଧାଳୁ

June 27, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.