• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

FNN WEB by FNN WEB
June 25, 2026
in ଓଡ଼ିଶା, ମୁଖ୍ୟ ଖବର
0
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର
0
SHARES
0
VIEWS

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀରେ ୧୦୦୦ ଆସନ ବିଶିଷ୍ଟ ଏକ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର ନିର୍ମାଣ କରାଯିବ । ଏହା ଦ୍ବାରା ପୁରୀକୁ ସମ୍ମିଳନୀ, ସାଂସ୍କୃତିକ କାର୍ଯ୍ୟକ୍ରମ, ପ୍ରଦର୍ଶନୀ ଏବଂ ବୃହତ ଜନସମାବେଶ ପାଇଁ ଏକ ପ୍ରମୁଖ ସ୍ଥଳ ଭାବେ ଗଢ଼ିତୋଳିବା ଲକ୍ଷ୍ୟରେ ଏହି ଭିତ୍ତିଭୂମି ସହାୟକ ହେବ। ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ’ବିକଶିତ ଓଡ଼ିଶା ପାଇଁ ଜନ ଭାଗିଦାରୀ: ସଶକ୍ତ ନାଗରିକ – ସମାବେଶୀ ସହର – ସ୍ଥାୟୀ ସହରାଞ୍ଚଳ ଭବିଷ୍ୟତ’ ଆଭିମୁଖ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ କାର୍ଯ୍ୟକ୍ରମ ଅବସରରେ ମନ୍ତ୍ରୀ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର ଏହା ଘୋଷଣା କରିଛନ୍ତି।

ମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପର ଶୀଘ୍ର ରୂପାୟନ ପାଇଁ ଆବଶ୍ୟକ ପ୍ରଶାସନିକ ପ୍ରକ୍ରିୟା ଏବଂ ପ୍ରାଥମିକ ପ୍ରସ୍ତୁତି କାର୍ଯ୍ୟକୁ ପ୍ରାଥମିକତା ଭିତ୍ତିରେ ଆରମ୍ଭ କରିବାକୁ ମନ୍ତ୍ରୀ, ପୁରୀ ମହାନଗର ନିଗମର କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କେବଳ ପୁରୀ ନୁହେଁ, ଓଡ଼ିଶାର ବିଭିନ୍ନ ପୌରସଂସ୍ଥା ଗୁଡ଼ିକରେ ପର୍ଯ୍ୟାୟକ୍ରମେ ଏଭଳି ବହୁମୁଖୀ ଭିତ୍ତିଭୂମି ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ବ୍ୟାପକ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି । ଏହି ପଦକ୍ଷେପ ସହରାଞ୍ଚଳର ସୁବିଧା ସୁଯୋଗକୁ ସୁଦୃଢ଼ କରିବ, ଗୋଷ୍ଠୀ ସହଭାଗିତାକୁ ପ୍ରୋତ୍ସାହିତ କରିବ ଏବଂ ଦ୍ରୁତ ଗତିରେ ବଢ଼ୁଥିବା ସହରାଞ୍ଚଳ ଜନସଂଖ୍ୟାର ଆବଶ୍ୟକତାକୁ ପୂରଣ କରିବ ।

ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ଏକ ପ୍ରମୁଖ ଜନ କଲ୍ୟାଣକାରୀ ଭିତ୍ତିଭୂମି ଭାବେ ଉଭା ହେବ, ଯାହା ପୁରୀର ସାଂସ୍କୃତିକ, ଆଧ୍ୟାତ୍ମିକ ଏବଂ ପର୍ଯ୍ୟଟନ ଗୌରବକୁ ଆହୁରି ବଢ଼ାଇବ। ଏହାସହ ଓଡ଼ିଶାର ସ୍ଥାୟୀ, ସମାବେଶୀ ଏବଂ ନାଗରିକ-କୈନ୍ଦ୍ରିକ ସହରୀ ବିକାଶର ପରିକଳ୍ପନାକୁ ସାକାର କରିବାରେ ବିଶେଷ ସହାୟକ ହେବ।

Previous Post

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

Next Post

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

FNN WEB

FNN WEB

Next Post
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 25, 2026
ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.