• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

FNN WEB by FNN WEB
June 25, 2026
in ଓଡ଼ିଶା, ମୁଖ୍ୟ ଖବର
0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ
0
SHARES
1
VIEWS

ଭୁବନେଶ୍ୱର: ‘ମୋ ନେତୃତ୍ୱରେ ବିଜୁ ଜନତା ଦଳ ଆଗାମୀ ନିର୍ବାଚନ ଲଢ଼ିବ । ଆଗାମୀ ନିର୍ବାଚନରେ ମୁଁ ଲିଡ୍ କରିବି।’ ଏକଥା ସ୍ପଷ୍ଟ ଭାବେ ଗଣମାଧ୍ୟମ ଆଗରେ କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ସ୍ପଷ୍ଟ କରିଛନ୍ତି ଯେ, ସେ ଆଗାମୀ ନିର୍ବାଚନ ଲଢ଼ିବେ ଏବଂ ବିଜେଡି ତାଙ୍କରି ନେତୃତ୍ୱରେ ହିଁ ନିର୍ବାଚନ ମଇଦାନକୁ ଓହ୍ଲାଇବ।

ନବୀନ ହିଁ ଦଳର ନେତା ଓ ପରିଚାଳକ। ତାଙ୍କ ନେତୃତ୍ୱରେ ଦଳ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଓଡ଼ିଶାବାସୀଙ୍କ ସେବା କରିଆସୁଛି। ନବୀନଙ୍କ କାର୍ଯ୍ୟଧାରା ଜାତୀୟ ସ୍ତରରେ ଓଡ଼ିଶାକୁ ସ୍ୱତନ୍ତ୍ର ପରିଚିତ କରିଛି । ନବୀନଙ୍କ ନେତୃତ୍ୱ ରହିଛି ଓ ରହିଥିବ। ଆଗାମୀ ନିର୍ବାଚନରେ ବିଜେଡି ନବୀନଙ୍କ ନେତୃତ୍ୱରେ ହିଁ ଭୋଟ୍ ଲଢ଼ିବ। ପୂର୍ବତନ ଆଇଏଏସ ଅଧିକାରୀ ଶ୍ରୀମତୀ ସୁଜାତା ରାଉତଙ୍କୁ ବିଜୁ ଜନତା ଦଳର ସଦସ୍ୟତା ପ୍ରଦାନ ପରେ ଗଣମାଧ୍ୟମକୁ ଉଦବୋଧନ ଦେଇ ବିଜେଡି ସୁପ୍ରିମୋ ଏହା ସ୍ପଷ୍ଟ କରିଛନ୍ତି।

ଜଣେ ସଫଳ ପ୍ରଶାସକ ଭାବେ ଛାପ ଛାଡ଼ିଛନ୍ତି ସୁଜାତା ରାଉତ । ୨୦୦୦ ମସିହା ବ୍ୟାଚର IAS ଅଫିସର ହେଉଛନ୍ତି ସୁଜାତା । ସୁନ୍ଦରଗଡ଼ରେ ଜିଲ୍ଲାପାଳ ଥିବାବେଳେ ସେ ଛାତ୍ରୀଙ୍କ ପାଇଁ ସାଇକେଲ ଯୋଜନା ଆରମ୍ଭ କରିଥିଲେ । ମଧ୍ୟାହ୍ନ ଭୋଜନରେ ଅଣ୍ଡା ଅନ୍ତର୍ଭୁକ୍ତ କରିବାକୁ ସେ ପଦକ୍ଷେପ ନେଇଥିଲେ । ଫୁଟବଲ୍ ଏବଂ ହକିକୁ ପ୍ରୋତ୍ସାହନ ଦେବାକୁ ଅନେକ ପଦକ୍ଷେପ ନେଇଥିଲେ। କଟକ ଜିଲ୍ଲାର ପ୍ରଥମ ମହିଳା ଜିଲ୍ଲାପାଳ ଭାବେ ଯୋଗ ଦେଇଥିଲେ ସୁଜାତା । ସେହିପରି ମିଶନ ଶକ୍ତି ବିଭାଗର ସଚିବ ଭାବେ ମହିଳା ସଶକ୍ତିକରଣ ଦିଗରେ ଅନେକ କାମ କରିଛନ୍ତି ସୁଜାତା । ୭୦ ଲକ୍ଷରୁ ଅଧିକ ମହିଳାଙ୍କୁ SHG ମାଧ୍ୟମରେ ସ୍ବାବଲମ୍ବୀ କରିବା ସୁଜାତାଙ୍କ ବଡ ପଦକ୍ଷେପ ।

Previous Post

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

Next Post

ଶକ୍ତିଶାଳୀ ଭୂମିକମ୍ପ ଝଟକାରେ ଥରିଲା କାଶ୍ମୀରରୁ ଦିଲ୍ଲୀ; ଭୟରେ ଦୌଡ଼ିଲେ ଲୋକେ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ

August 11, 2026
ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

ଖୁବଶୀଘ୍ର ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ, ରାଜସ୍ୱ ମନ୍ତ୍ରୀଙ୍କ ବୟାନ ପରେ ତେଜିଲା ରାଜନୀତି

ସଞ୍ଜୀବ ପଣ୍ଡା, ଯଶୋବନ୍ତ ଜେଠୱାଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

August 10, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ

ଦେଶର ଭବିଷ୍ୟତ ଏଆଇ ଶ୍ରମଶକ୍ତି ଗଠନ ପାଇଁ କିଟ୍ ବିଶ୍ୱବିଦ୍ୟାଳୟ ସହ ଏଆଇ ସେଣ୍ଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା କରିବ ପ୍ରୋଟିଭିଟି ମେମ୍ବର ଫାର୍ମ ଫର୍ ଇଣ୍ଡିଆ

August 11, 2026
ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

ରାଉରକେଲା ଜଳବନ୍ଦୀ, ଖୋଲିଲା ରେଙ୍ଗାଳି ଡ୍ୟାମ୍ ଗେଟ୍; ଆଗକୁ ବଢ଼ିବ ବର୍ଷା

August 11, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.