• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭୀମସାରର ୨ କର୍ମଚାରୀଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ, ଭିଜିଲାନ୍ସର କାର୍ଯ୍ୟାନୁଷ୍ଠାନ

FNN WEB by FNN WEB
July 1, 2026
in ଓଡ଼ିଶା
0
ଭୀମସାରର ୨ କର୍ମଚାରୀଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ, ଭିଜିଲାନ୍ସର କାର୍ଯ୍ୟାନୁଷ୍ଠାନ
0
SHARES
0
VIEWS

ସମ୍ବଲପୁର ୧।୭: ବୁର୍ଲା ଭୀମସାରର ୨ କର୍ମଚାରୀ ଗିରଫ । ଦୁଇ କର୍ମଚାରୀଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଷ୍ଟିୱାର୍ଡ ଅଶ୍ବିନୀ ମେହେର ଓ ଏଷ୍ଟାବ୍ଲିସମେଣ୍ଟ ଅଫିସର ଧନୁର୍ଦ୍ଧର ବିଶ୍ବାଳ ଗିରଫ । ଏଷ୍ଟାବ୍ଲିସମେଣ୍ଟ ଅଫିସର ଓ ଷ୍ଟିୱାର୍ଡଙ୍କ ଘରେ ଗତକାଲି ଭିଜିଲାନ୍ସ ରେଡ୍ କରିଥିଲା ।

ଭୀମସାର ବୁର୍ଲାର ଦୁଇ ଜଣ ଅଧିକାରୀଙ୍କୁ ଭିଜିଲାନ୍ସ ଧରିବା ପରେ ମଙ୍ଗଳବାର ରାତିରେ ଘରେ ରେଡ୍ କରିଥିଲା । ବୁଧବାର ସକାଳେ ରେଡ୍ ସରିଥିଲା । ଏଷ୍ଟାବ୍ଲିସମେଣ୍ଟ ଅଫିସର ଧନୁର୍ଦ୍ଧର ବିଶ୍ବାଳଙ୍କ ନିକଟରୁ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ୩ କୋଟି ୪୬ ଲକ୍ଷ ଠାବ ହୋଇଛି l ସେ ତାଙ୍କ ଦରମାର ୨୩୪ ପ୍ରତିଶତ ଅଧିକ ସମ୍ପତ୍ତି ଅର୍ଜନ କରିଛନ୍ତି l ସେହପରି ଷ୍ଟିୱାର୍ଡ ଅଶ୍ବିନୀ ମେହେରଙ୍କ ସମ୍ପତ୍ତି ୧ କୋଟି ୪୯ ଲକ୍ଷ l ଯାହା ଦରମାର ୧୦୪ ପ୍ରତିଶତ ଅଧିକ l ଧନୁର୍ଦ୍ଧରଙ୍କ ଠାରୁ ୧୯ ଲକ୍ଷ ୮୦ ହଜାର ନଗଦ ଟଙ୍କା ଜବତ ହୋଇଛି l ଏହାସହ ୩୨ଟି ପ୍ଲଟ୍ ଠାବ ହୋଇଛି l ତାଙ୍କର ଦୁଇଟି ଫାର୍ମ ହାଉସ ରହିଛି l ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଭିଜିଲାନ୍ସ ଏସ୍‌ପି ପ୍ରଦ୍ୟୁମ୍ନ ଦ୍ବିବେଦୀ କହିଛନ୍ତି ।

Previous Post

ରାଜ୍ୟ ଚଳଚ୍ଚିତ୍ର ଉତ୍ସବରେ ଶ୍ରେଷ୍ଠ ଶିଶୁ ଚଳଚ୍ଚିତ୍ର “ଫୁଲଫୁଟି ମହକିଲା” ସମ୍ମାନିତ

Next Post

ବ୍ରହ୍ମପୁର-ସମ୍ବଲପୁରରେ ୱାର୍ଲ୍ଡ ସ୍କିଲ୍ ସେଣ୍ଟର; ଜମି ଚିହ୍ନଟ ଶେଷ, ହସ୍ତାନ୍ତରକୁ ସରକାରଙ୍କ ନିର୍ଦ୍ଦେଶ

FNN WEB

FNN WEB

Next Post
ବ୍ରହ୍ମପୁର-ସମ୍ବଲପୁରରେ ୱାର୍ଲ୍ଡ ସ୍କିଲ୍ ସେଣ୍ଟର; ଜମି ଚିହ୍ନଟ ଶେଷ, ହସ୍ତାନ୍ତରକୁ ସରକାରଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର-ସମ୍ବଲପୁରରେ ୱାର୍ଲ୍ଡ ସ୍କିଲ୍ ସେଣ୍ଟର; ଜମି ଚିହ୍ନଟ ଶେଷ, ହସ୍ତାନ୍ତରକୁ ସରକାରଙ୍କ ନିର୍ଦ୍ଦେଶ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

July 1, 2026
୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

July 1, 2026
ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବ୍ରିଜର ଯାଞ୍ଚ, ୪ ଜୁଲାଇ ସୁଦ୍ଧା ରିପୋର୍ଟ ମାଗିଲେ ସରକାର

ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବ୍ରିଜର ଯାଞ୍ଚ, ୪ ଜୁଲାଇ ସୁଦ୍ଧା ରିପୋର୍ଟ ମାଗିଲେ ସରକାର

July 1, 2026
ଏବେ ସଂଶୋଧିତ ପୁସ୍ତକ ଓ ପରେ ନୂଆ ବହିରେ ପାଠ ପଢ଼ିବେ ପିଲା

ଏବେ ସଂଶୋଧିତ ପୁସ୍ତକ ଓ ପରେ ନୂଆ ବହିରେ ପାଠ ପଢ଼ିବେ ପିଲା

July 1, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

July 1, 2026
୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

July 1, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.