• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିଶା ମାଫିଆଙ୍କ ବିରୋଧରେ ବଡ଼ ଆକ୍ସନ, ଖୋଲିବ ANTF ଓ NDPS କୋର୍ଟ

FNN WEB by FNN WEB
July 1, 2026
in ଓଡ଼ିଶା
0
ନିଶା ମାଫିଆଙ୍କ ବିରୋଧରେ ବଡ଼ ଆକ୍ସନ, ଖୋଲିବ ANTF ଓ NDPS କୋର୍ଟ
0
SHARES
0
VIEWS

ଭୁବନେଶ୍ୱର: ଓଡ଼ିଶାକୁ ସମ୍ପୂର୍ଣ୍ଣ ‘ନିଶାମୁକ୍ତ’ କରିବା ପାଇଁ ରାଜ୍ୟ ପୋଲିସ ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି । ଏଥର କେବଳ ଛୋଟ ନିଶା ବେପାରୀ ନୁହେଁ, ବରଂ ନିଶା ସିଣ୍ଡିକେଟ୍‌ର ଟପ୍ ଲେବଲ୍ ଅର୍ଗାନାଇଜର ଏବଂ ଅର୍ଥଦାତାମାନଙ୍କୁ ସିଧାସଳଖ ଟାର୍ଗେଟ୍ କରାଯିବ । ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନ ସମ୍ପର୍କରେ ସୂଚନା ଦେଇ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଏହି କଡ଼ା ଚେତାବନୀ ଦେଇଛନ୍ତି ।

ଡିଜିପି ସୂଚନା ଦେଇଛନ୍ତି ଯେ, ନିଶା କାରବାର ସମ୍ପର୍କିତ ମାମଲାର ତ୍ୱରିତ ବିଚାର ପ୍ରକ୍ରିୟାକୁ ସୁନିଶ୍ଚିତ କରିବା ପାଇଁ ଭୁବନେଶ୍ୱର, ଖୋର୍ଦ୍ଧା, ଅନୁଗୁଳ ଓ ସମ୍ବଲପୁରରେ ୪ଟି ସ୍ୱତନ୍ତ୍ର NDPS କୋର୍ଟ ସ୍ଥାପନ କରିବାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି ।

ସେହିପରି, ଜଣେ ଏଡିଜିପି ପାହ୍ୟାର ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର Anti Narcotics Task Force (ANTF) ଗଠନ କରାଯିବ । ଏହା ଅଧୀନରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୦ଟି ୟୁନିଟ୍ ଏବଂ ୧୯ଟି ସ୍ୱତନ୍ତ୍ର ଇଣ୍ଟେଲିଜେନ୍ସ ୟୁନିଟ୍ କାର୍ଯ୍ୟ କରିବ । ପ୍ରତିବର୍ଷ ଅତିକମରେ ୧୦୦ ଜଣ ପ୍ରମୁଖ ଡ୍ରଗ୍ ମାଫିଆଙ୍କ ବିରୋଧରେ NDPS ଆଇନ ଅନୁଯାୟୀ କଠୋର ପଦକ୍ଷେପ ଗ୍ରହଣ କରିଯିବା ବୋଲି ଡିଜିପି ସୂଚନା ଦେଇଥିଲେ । ଏହାବ୍ୟତୀତ ସମସ୍ତ ଡ୍ରଗ୍ ହଟସ୍ପଟ୍‌ ଗୁଡ଼ିକୁ ଚିହ୍ନଟ କରାଯାଇ ନିଷ୍କ୍ରିୟ କରିବାକୁ ଲକ୍ଷ୍ୟ ରକ୍ଷା ଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୨୦୨୪ରୁ ମାର୍ଚ୍ଚ ୨୦୨୬ ମଧ୍ୟରେ ରାଜ୍ୟବ୍ୟାପୀ ଅଭିଯାନରେ ୬୩,୭୨୦ ଏକରରୁ ଅଧିକ ବେଆଇନ ଗଞ୍ଜେଇ ଚାଷ, ଯାହାର ଆନୁମାନିକ ମୂଲ୍ୟ ୧,୯୧୧ କୋଟି ଟଙ୍କା, ସମ୍ପୂର୍ଣ୍ଣ ନଷ୍ଟ କରାଯାଇଛି । ସେହି ସମୟ ମଧ୍ୟରେ ୨,୪୪୫ଟି NDPS ମାମଲା ରୁଜୁ କରାଯାଇ ୪୨୧ ଟନ୍ ଗଞ୍ଜେଇ (ଆନୁମାନିକ ମୂଲ୍ୟ ୨,୧୦୬ କୋଟି ଟଙ୍କା) ଜବତ କରାଯାଇଥିବା ବେଳେ ୩,୫୦୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।

ଡିଜିପି ୱାଇବି ଖୁରାନିଆ ଚେତାଇ ଦେଇଛନ୍ତି, “ନିଶା କାରବାର, ଚୋରାଚାଲାଣ ଓ ମାଦକ ମାଫିଆଙ୍କ ବିରୋଧରେ ଏହି ଲଢ଼େଇ ଆଗାମୀ ଦିନରେ ଆହୁରି ତୀବ୍ର ହେବ । ଆଇନ ଉଲ୍ଲଂଘନକାରୀଙ୍କ ପ୍ରତି କୌଣସି ପ୍ରକାର କୋହଳ ମନୋଭାବ ପ୍ରଦର୍ଶନ କରାଯିବ ନାହିଁ ।“

Previous Post

ବ୍ରହ୍ମପୁର-ସମ୍ବଲପୁରରେ ୱାର୍ଲ୍ଡ ସ୍କିଲ୍ ସେଣ୍ଟର; ଜମି ଚିହ୍ନଟ ଶେଷ, ହସ୍ତାନ୍ତରକୁ ସରକାରଙ୍କ ନିର୍ଦ୍ଦେଶ

Next Post

ଏବେ ସଂଶୋଧିତ ପୁସ୍ତକ ଓ ପରେ ନୂଆ ବହିରେ ପାଠ ପଢ଼ିବେ ପିଲା

FNN WEB

FNN WEB

Next Post
ଏବେ ସଂଶୋଧିତ ପୁସ୍ତକ ଓ ପରେ ନୂଆ ବହିରେ ପାଠ ପଢ଼ିବେ ପିଲା

ଏବେ ସଂଶୋଧିତ ପୁସ୍ତକ ଓ ପରେ ନୂଆ ବହିରେ ପାଠ ପଢ଼ିବେ ପିଲା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

July 1, 2026
୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

July 1, 2026
ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବ୍ରିଜର ଯାଞ୍ଚ, ୪ ଜୁଲାଇ ସୁଦ୍ଧା ରିପୋର୍ଟ ମାଗିଲେ ସରକାର

ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବ୍ରିଜର ଯାଞ୍ଚ, ୪ ଜୁଲାଇ ସୁଦ୍ଧା ରିପୋର୍ଟ ମାଗିଲେ ସରକାର

July 1, 2026
ଏବେ ସଂଶୋଧିତ ପୁସ୍ତକ ଓ ପରେ ନୂଆ ବହିରେ ପାଠ ପଢ଼ିବେ ପିଲା

ଏବେ ସଂଶୋଧିତ ପୁସ୍ତକ ଓ ପରେ ନୂଆ ବହିରେ ପାଠ ପଢ଼ିବେ ପିଲା

July 1, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

୩ରେ ଓଡ଼ିଶା ଆସିବେ ଅମିତ୍ ଶାହ; ବରଗଡ଼ ଇଥାନଲ ପ୍ଲାଣ୍ଟର କରିବେ ଲୋକାର୍ପଣ

July 1, 2026
୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

୩ରୁ ସକ୍ରିୟ ହେବ ବଡ଼ ଲଘୁଚାପ; ଉପକୂଳ-ଆଭ୍ୟନ୍ତରୀଣରେ ପ୍ରବଳ ବର୍ଷା ସମ୍ଭାବନା

July 1, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.