• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭର୍ତ୍ତୁହରିଙ୍କ ମୁଖା ଖୋଲିଲେ ପାଣ୍ଡିଆନ

FNN WEB by FNN WEB
May 22, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଭର୍ତ୍ତୁହରିଙ୍କ ମୁଖା ଖୋଲିଲେ ପାଣ୍ଡିଆନ
0
SHARES
3
VIEWS

କଟକ: କଟକ ନିର୍ବାଚନୀ ପ୍ରଚାର ସଭାରେ ବିଜେପିର କଟକ ଲୋକସଭା ପ୍ରାର୍ଥୀ ତଥା ପୂର୍ବତନ ବିଜେଡି ନେତା ଭର୍ତ୍ତୁହରି ମହତାବଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ ବିଜେଡ଼ି ନେତା କାର୍ତ୍ତିକ ପାଣ୍ଡିଆନ। ଭର୍ତ୍ତୁହରି ଦୈହିକ ଭାବେ ବିଜେଡିରେ ଥିଲେ କିନ୍ତୁ ମାନସିକ ଭାବେ ବିଜେପିରେ ଥିଲେ ବୋଲି ସେ ଅଭିଯୋଗ କରିଛନ୍ତି । ଭର୍ତ୍ତୁହରିଙ୍କୁ ଯେଉଁ ଦଳ ସଂସଦକୁ ୬ ଥର ପଠାଇଥିଲା,ସେ ସେହି ଦଳ ବିରୋଧରେ ବିଶ୍ୱାସଘାତକତା କରିଥିଲେ ବୋଲି ପାଣ୍ଡିଆନ ଅଭିଯୋଗ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶିର୍ବାଦରେ ଭର୍ତ୍ତୁହରି ୬-୬ ଥର ସଂସଦକୁ ଯାଇଥିଲେ କିନ୍ତୁ ସଂସଦରେ ଭାଷଣ ଦେବା ସମୟରେ ସେ ନିଜ ରାଜ୍ୟ ଓ ମୁଖ୍ୟମନ୍ତ୍ରୀଙ୍କୁ ଭୁଲି ଯାଇଥିଲେ ।

କୋଭିଡ୍ ମୁକାବିଲା ନେଇ ସଂସଦରେ ଭର୍ତ୍ତୁହରି ଦେଇଥିବା ଭାଷଣର ଉଦାହରଣ ଦେଇ ପାଣ୍ଡିଆନ ଏଭଳି କହିଛନ୍ତି । ପାଣ୍ଡିଆନ କହିଛନ୍ତି ଯେ,ସଂସଦରେ ୨୦ ମିନିଟ ଧରି ଭର୍ତ୍ତୁହରି ଭାଷଣ ଦେଇଥିଲେ । କିନ୍ତୁ ଭାଷଣରେ ପଦୁଟିଏ ଓଡ଼ିଶା ସରକାର କିମ୍ବା ମୁଖ୍ୟମନ୍ତ୍ରୀଙ୍କ ଅବଦାନ ବାବଦରେ କହିନଥିଲେ । କୋଭିଡ୍ ମୁକାବିଲାରେ ମୁଖ୍ୟମନ୍ତ୍ରୀଙ୍କ ଭୂମିକାକୁ ସମସ୍ତେ ସ୍ୱୀକାର କରନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଦେଶରେ ଦେଶର ବିଭିନ୍ନ ରାଜ୍ୟକୁ ଓଡ଼ିଶା ଅମ୍ଲଜାନ ପଠାଇଥିଲା । କିନ୍ତୁ ସେକଥା ଭର୍ତ୍ତୁହରିଙ୍କ ଭାଷଣରେ ନଥିଲା ।

ଏସମ୍ବନ୍ଧରେ ଅଧିକ ସୂଚନା ଦେଇ ପାଣ୍ଡିଆନ କହିଥିଲେ ଯେ, ଭର୍ତ୍ତୁହରିଙ୍କ ଭାଷଣ ପରେ ମୁଁ ତାଙ୍କ ସହିତ କଥା ହୋଇ ଏବାବଦରେ ପଚାରିଥିଲି । କାରଣ ମୋତେ ଏହି ଘଟଣା ବହୁତ ଦୁଃଖ ଦେଇଥିଲା । ମୁଁ ତାଙ୍କୁ ପଚାରିଥିଲି ଯେ, ମୁଖ୍ୟମନ୍ତ୍ରୀ ଆପଣଙ୍କୁ ୬ ଥର ଲୋକସଭାକୁ ପଠାଇଛନ୍ତି । କିନ୍ତୁ ଆପଣ ଥରେ ମଧ୍ୟ ନିଜ ଭାଷଣରେ ଓଡ଼ିଶା କଥା କହିଲେ ନାହିଁ,କୋଭିଡ୍ ମୁକାବିଲାରେ ଓଡ଼ିଶାର ଭୂମିକା କଥା କହିଲେ ନାହିଁ । ସେହି ଦିନ ମୁଁ ଜାଣିଥିଲି ଯେ, ସିଏ ଆମ ସହିତ ଫିଜିକାଲି ଅଛନ୍ତି ମାନସିକ ଭାବେ ନାହାନ୍ତି । ସେ ସେବେଠାରୁ ଦଳରୁ ବାହାରି ଯାଇଥିଲେ । ଏବେ ବାହାରି ନାହାନ୍ତି ।

Previous Post

ପୁରୀ ଓଡ଼ିଶାର ଅର୍ଥନୈତିକ ମେରୁଦଣ୍ଡ ହେବ: ପାଣ୍ଡିଆନ୍‌‌

Next Post

ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

FNN WEB

FNN WEB

Next Post
ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.