• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଡାକ୍ତର ଆନ୍ଦୋଳନ ସ୍ଥଗିତ : ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ

FNN WEB by FNN WEB
July 4, 2026
in ଓଡ଼ିଶା
0
ଡାକ୍ତର ଆନ୍ଦୋଳନ ସ୍ଥଗିତ : ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ
0
SHARES
2
VIEWS

ଦଶ ଦଫା ଦାବି ନେଇ ଗତ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ଡାକ୍ତର ଆନ୍ଦୋଳନ ଆଜି ଚତୁର୍ଥ ଦିନରେ ସ୍ଥଗିତ ହୋଇଛି। ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହିତ ପ୍ରାୟ ସାଢ଼େ ୩ ଘଣ୍ଟା ଆଲୋଚନା କଲା ପରେ ଡାକ୍ତରମାନେ ଆନ୍ଦୋଳନ ସ୍ଥଗିତ ନିଷ୍ପତ୍ତି ନେଇଛନ୍ତି। ଆଜି ଠାରୁ ଡାକ୍ତରମାନେ ନିଜ କର୍ମକ୍ଷେତ୍ରରେ ଯୋଗ ଦେବେ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା ନେଇ ଓମ୍‌ସା ପକ୍ଷରୁ ମଧ୍ୟ କୁହାଯାଇଛି ଯେ, ଆଲୋଚନା ପରେ ଡାକ୍ତର ଆନ୍ଦୋଳନ ସ୍ଥଗିତ ରଖାଯାଇଛି। ଆଲୋଚନା ସମୟରେ ଓମ୍‌ସାର ଦାବି ନେଇ ଉଚ୍ଚସ୍ତରୀୟ କମିଟି ଗଠନ ନିଷ୍ପତ୍ତି ହୋଇଛି। କମିଟିରେ ସ୍ବାସ୍ଥ୍ୟ, ଜିଏ, ଅର୍ଥ, ଆଇନ ସଚିବ ସ୍ଥାନିତ ହୋଇଛନ୍ତି। ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ ବସିବ।
ସୂଚନାଯୋଗ୍ୟ, ବିଭିନ୍ନ ପ୍ରସଙ୍ଗ ଉପରେ ଦାବି କରି ଡାକ୍ତରମାନେ ଗତ ୧ ତାରିଖ ଠାରୁ ଆନ୍ଦୋଳନ ଆରମ୍ଭ କରିଥିଲେ। ଗତ ଗୁରୁବାର ଦିନ ବିଳମ୍ବିତ ରାତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଆନ୍ଦୋଳନରତ ଡାକ୍ତରମାନଙ୍କୁ ତୁରନ୍ତ ଆନ୍ଦୋଳନ ପ୍ରତ୍ୟାହାର କରି ସରକାରଙ୍କ ସହ ଆଲୋଚନାରେ ସାମିଲ ହେବାକୁ ଅନୁରୋଧ କରାଯାଇଥିଲା। ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ଧର୍ମଘଟ ଆରମ୍ଭ ହେବା ପୂର୍ବରୁ ସ୍ବାସ୍ଥ୍ୟ ମନ୍ତ୍ରୀ, ସଚିବ, ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପ୍ରମୁଖ ଓମ୍‌ସା ପ୍ରତିନିଧିଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ। ବିଭାଗ ତରଫରୁ ମଧ୍ୟ ବିଭିନ୍ନ ପର୍ଯ୍ୟାୟରେ ଆଲୋଚନା ଜାରି ରହିଥିଲା । ସରକାର ପୂର୍ବରୁ ଡାକ୍ତରଙ୍କ ବହୁ ଦାବିକୁ ଗ୍ରହଣ କରି ସେମାନଙ୍କ କ୍ୟାଡର୍‌ ପୁନର୍ଗଠନ, ଡିଏସିପି, ସ୍ବତନ୍ତ୍ର ପ୍ରୋତ୍ସାହନ ଭତ୍ତା ଓ ସ୍ଥାନଭିତ୍ତିକ ଭତ୍ତା ପରି ବିଭିନ୍ନ ସୁବିଧା ଲାଗୁ କରିଛନ୍ତି। ଡାକ୍ତରଙ୍କ ଉଚ୍ଚଶିକ୍ଷା ପାଇଁ ସରକାର ଅନେକ ସୁବିଧା କରିଛନ୍ତି।

Previous Post

ଲଘୁଚାପ ଆଣିଲା ବଡ଼ ବିପଦ ! ହାଇ ଆଲର୍ଟରେ ରାଜ୍ୟ ସରକାର, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍

Next Post

ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଜାମିନ ଆବେଦନ ଖାରଜ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.