• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଜାମିନ ଆବେଦନ ଖାରଜ

FNN WEB by FNN WEB
July 4, 2026
in ଜାତୀୟ
0
ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଜାମିନ ଆବେଦନ ଖାରଜ
0
SHARES
0
VIEWS

ନୂଆଦିଲ୍ଲୀ: ୨୦୨୦ରେ ହୋଇଥିବା ଦିଲ୍ଲୀ ଦଙ୍ଗା ମାମଲାରେ ଉମର ଖାଲିଦ୍‌ ଏବଂ ସରଜିଲ୍‌ ଇମାମଙ୍କୁ କୋର୍ଟରୁ ପୁଣି ଥରେ ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀର କରକରଡୂମା ଅଦାଲତର ଅତିରିକ୍ତ ସେସନ୍ସ ଜଜ୍‌ ସମୀର ବାଜପେୟୀ ଉଭୟ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଏହି ମାମଲାର ଶୁଣାଣି ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଉଭୟଙ୍କ ଜାମିନ ଆବେଦନକୁ ଜୋରଦାର ବିରୋଧ କରାଯାଇଥିଲା। ପୋଲିସ ପକ୍ଷରୁ ହାଜର ହୋଇଥିବା ସ୍ୱତନ୍ତ୍ର ସରକାରୀ ଓକିଲ ମଧୁକର ପାଣ୍ଡେ କୋର୍ଟରେ ସେମାନଙ୍କୁ ଜାମିନକୁ ବିରୋଧ କରିଥିଲେ ।

ସେ କହିଥିଲେ, ପୂର୍ବରୁ ଜାମିନ ନାକଚ ହେବା ଦିନଠାରୁ ବର୍ତ୍ତମାନ ସୁଦ୍ଧା ମାମଲାର ପରିସ୍ଥିତି କିମ୍ବା ଘଟଣାକ୍ରମରେ କୌଣସି ବଡ଼ ପରିବର୍ତ୍ତନ ହୋଇନାହିଁ । ତେଣୁ ସେମାନଙ୍କୁ ଜାମିନ ମିଳିବା ଉଚିତ ନୁହେଁ । ଅନ୍ୟ ଅଭିଯୁକ୍ତମାନଙ୍କ ତୁଳନାରେ ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଭୂମିକା ସମ୍ପୂର୍ଣ୍ଣ ଭିନ୍ନ ଓ ଅଧିକ ଗୁରୁତ୍ୱପୂର୍ଣ୍ଣ ଥିଲା। ସେମାନେ ଏହି ଦଙ୍ଗା ମାମଲାରେ ମୁଖ୍ୟ ଅଭିଯୁକ୍ତ ।

ଦିଲ୍ଲୀ ପୋଲିସର ଏହି ଯୁକ୍ତିକୁ ଶୁଣିବା ପରେ ଅତିରିକ୍ତ ସେସନ୍ସ ଜଜ୍ ସମୀର ବାଜପେୟୀ ନିଜର ରାୟ ସଂରକ୍ଷିତ ରଖିଥିଲେ ଏବଂ ପରବର୍ତ୍ତୀ ସମୟରେ ଉଭୟଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ। ଏହି ନିଷ୍ପତ୍ତି ଫଳରେ ଦୀର୍ଘ ଦିନ ହେବ ଜେଲରେ ଥିବା ଏହି ଦୁଇ ଛାତ୍ର ନେତାଙ୍କୁ ବର୍ତ୍ତମାନ କୌଣସି ଆଶ୍ୱସ୍ତି ମିଳିନାହିଁ।

Previous Post

ଡାକ୍ତର ଆନ୍ଦୋଳନ ସ୍ଥଗିତ : ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ

Next Post

ମମତାଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟିଏମସିର ରାଜ୍ୟ ସଭାପତି, ବିଦ୍ରୋହୀ ଗୋଷ୍ଠୀରେ ସାମିଲ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

July 4, 2026
ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

July 4, 2026
ମମତାଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟିଏମସିର ରାଜ୍ୟ ସଭାପତି, ବିଦ୍ରୋହୀ ଗୋଷ୍ଠୀରେ ସାମିଲ

ମମତାଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ଟିଏମସିର ରାଜ୍ୟ ସଭାପତି, ବିଦ୍ରୋହୀ ଗୋଷ୍ଠୀରେ ସାମିଲ

July 4, 2026
ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଜାମିନ ଆବେଦନ ଖାରଜ

ଦିଲ୍ଲୀ ଦଙ୍ଗା ମାମଲା: ଉମର ଖାଲିଦ୍ ଏବଂ ସରଜିଲ୍ ଇମାମଙ୍କ ଜାମିନ ଆବେଦନ ଖାରଜ

July 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

ସଂସଦରେ ମୌସୁମୀ ଅଧିବେଶନ ପାଇଁ ଘୋଷଣା ହେଲା ତାରିଖ, ଜୁଲାଇ ୧୩ ପର୍ଯ୍ୟନ୍ତ ଚାଲିବ ବୈଠକ

July 4, 2026
ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

ଟେଲିଗ୍ରାମ ଉପରେ ପୁଣି ସରକାରଙ୍କ ଛାଟ, ପାଇରେଟେଡ୍ ଫିଲ୍ମ ଏବଂ OTT କଣ୍ଟେଣ୍ଟ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ

July 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.