• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଯୁବବର୍ଗଙ୍କ ବିକାଶକୁ ଗୁରୁତ୍ବ: ୧ ଲକ୍ଷ କୋଟିର ସ୍ବତନ୍ତ୍ର ବଜେଟ

FNN WEB by FNN WEB
May 22, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଯୁବବର୍ଗଙ୍କ ବିକାଶକୁ ଗୁରୁତ୍ବ: ୧ ଲକ୍ଷ କୋଟିର ସ୍ବତନ୍ତ୍ର ବଜେଟ
0
SHARES
2
VIEWS

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏକ ଘୋଷଣାକୁ ନେଇ କେବଳ ଓଡ଼ିଶା ନୁହେଁ, ସାରା ଦେଶରେ ଚର୍ଚ୍ଚା ହେଉଛି। ତାହା ହେଉଛି ଯୁବସମାଜ ପାଇଁ ଏକ ସ୍ବତନ୍ତ୍ର ବଜେଟ ସମ୍ପର୍କରେ ଘୋଷଣା। ପୂର୍ବରୁ ଓଡ଼ିଶା ସରକାର କୃଷି ପାଇଁ ଏକ ସ୍ବତନ୍ତ୍ର ବଜେଟ ଆଣି ଯେପରି ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଥିଲେ, ଯୁବ ବଜେଟ ବି ସେପରି ଚର୍ଚ୍ଚିତ ହେଉଛି।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ଯୁବପୀଢିଙ୍କ ବିକାଶ ପାଇଁ ଆସନ୍ତା ୧୦ ବର୍ଷରେ ୧ ଲକ୍ଷ କୋଟିର ବଜେଟ ପ୍ରସ୍ତୁତ କରାଯାଇଛି। ଯୁବବର୍ଗଙ୍କ ବିକାଶ ପାଇଁ ବଜେଟରେ ଏପରି ସ୍ବତନ୍ତ୍ର ଗୁରୁତ୍ବ ଦେବା ସମଗ୍ର ଦେଶରେ ପ୍ରଥମ। ଏହି ଯୁବ ସାଧାରଣ ବଜେଟ୍ ଏବଂ ଜେଣ୍ଡର ବଜେଟ୍ ବିଧାନସଭାରେ ଉପସ୍ଥାପିତ ହେବ। ଯୁବବର୍ଗମାନଙ୍କ ଦ୍ୱାରା ଦିଆଯାଇଥିବା ପରାମର୍ଶକୁ ଆଧାର କରି ପ୍ରତିବର୍ଷ ଏଥିରୁ ହଜାରେ କୋଟି ଟଙ୍କା ଖର୍ଚ୍ଚ ହେବ। ଭାରତର ମୋଟ ଜନସଂଖ୍ୟାର ଏକ ବଡ଼ ଭାଗ ହେଉଛନ୍ତି ଯୁବବର୍ଗ। ଏହାସତ୍ତ୍ବେ ଯୁବବର୍ଗଙ୍କ ସ୍ବତନ୍ତ୍ର ବିକାଶ କଥା ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟ ସରକାର ଚିନ୍ତା କରି ନ ଥିଲେ। କିନ୍ତୁ ଓଡ଼ିଶା ସରକାର ଏକ୍ଷେତ୍ରରେ ସମଗ୍ର ଦେଶର ପଥ ପ୍ରଦର୍ଶନ କରିଛନ୍ତି।

ଓଡ଼ିଶା ଜନସଂଖ୍ୟାର ୬୪ପ୍ରତିଶତଙ୍କ ବୟସ ୩୫ବର୍ଷରୁ କମ। ପୁଣି ରାଜ୍ୟ ଜନସଂଖ୍ୟାର ଅର୍ଦ୍ଧେକଙ୍କ ବୟସ ୨୫ବର୍ଷରୁ କମ।ଏଣୁ ଏମାନଙ୍କ ବିକାଶର ଅର୍ଥ ହେଉଛି ସମଗ୍ର ଓଡ଼ିଶାର ବିକାଶ କରିବା ସହ ସମାନ। ଏଣୁ ଯୁବବର୍ଗଙ୍କ ଲାଗି ଆସନ୍ତା ୧୦ବର୍ଷ ପାଇଁ ୧ ଲକ୍ଷ କୋଟିର ବଜେଟର ପରିକଳ୍ପନା କରିବା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ପରିଚାୟକ। ମୁଖ୍ୟମନ୍ତ୍ରୀଙ୍କ ଏହି ଯୋଜନା ସଫଳ ହେଲେ ତାହା କେବଳ ଯୁବବର୍ଗଙ୍କ ବିକାଶ କରିବ ତାହା ନୁହେଁ, ସମଗ୍ର ରାଜ୍ୟକୁ ଏକ ନମ୍ବର କରିବା ଦିଗରେ ସବୁଠାରୁ ବଡ଼ ଅବଦାନ ଦେବ। ତେବେ ସ୍ବତନ୍ତ୍ର ଯୁବ ବଜେଟର ଘୋଷଣା ପୂର୍ବରୁ ହିଁ ରାଜ୍ୟ ସରକାର ଯୁବ ବିକାଶ ପାଇଁ ଅନେକ ପଦକ୍ଷେପ ନେଇ ଆସୁଛନ୍ତି। ଆଗାମୀ ଦିନରେ ଏସବୁର ପରିସରକୁ ଆହୁରି ବୃଦ୍ଧି କରିବାକୁ ସରକାର ଘୋଷଣା କରିଛନ୍ତି।

ନୂଆ ‘ଓ’ ମ୍ୟାଜିକ କ‌ାର୍ଡ ଦ୍ୱାରା ଏକାଧିକ ସୁବିଧା ସୁଯୋଗ ସହିତ ପରିସର ବିସ୍ତାର ହେବ। ନୂଆ ‘ଓ’ଛାତ୍ରବୃତ୍ତି ବାଳିକାମାନଙ୍କ ପାଇଁ ବାର୍ଷିକ ୧୪,୦୦୦ ଏବଂ ପୁଅମାନଙ୍କ ପାଇଁ ବାର୍ଷିକ ୧୨,୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଆସନ୍ତା ପାଞ୍ଚବର୍ଷରେ ୨ ଲକ୍ଷ ସରକାରୀ ଚାକିରି ଯୋଗାଇ ଦିଆଯିବ। ସ୍ୱୟମ୍ ଉଦ୍ୟୋଗୀ ଋଣକୁ ବ୍ୟାପକ କଭରେଜ ସହିତ ଏକ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Previous Post

ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର

Next Post

ବିଜେପିକୁ ନବୀନଙ୍କ ଏଆଇ’ ଆଟାକ୍

FNN WEB

FNN WEB

Next Post
ବିଜେପିକୁ ନବୀନଙ୍କ ଏଆଇ’ ଆଟାକ୍

ବିଜେପିକୁ ନବୀନଙ୍କ ଏଆଇ’ ଆଟାକ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.