• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜମି କିଣାବିକା ହେବ ସମ୍ପୂର୍ଣ୍ଣ କ୍ୟାସ୍‌ଲେସ୍‌, ଅନଲାଇନ୍‌ରେ ହେବ ସମସ୍ତ କାରବାର

FNN WEB by FNN WEB
July 7, 2026
in ଓଡ଼ିଶା, ମୁଖ୍ୟ ଖବର
0
ଜମି କିଣାବିକା ହେବ ସମ୍ପୂର୍ଣ୍ଣ କ୍ୟାସ୍‌ଲେସ୍‌, ଅନଲାଇନ୍‌ରେ ହେବ ସମସ୍ତ କାରବାର
0
SHARES
0
VIEWS

ଭୁବନେଶ୍ୱର ୦୭।୦୭ : ଦଲାଲ ମୁକ୍ତ ହେବ ଜମି ପଞ୍ଜିକରଣ କାର୍ଯ୍ୟାଳୟ । ଏଣିକି ଜମି କିଣା ବିକାରେ ହେବନାହିଁ କ୍ୟାସର ବ୍ୟବହାର । ରାଜ୍ୟରେ ସମସ୍ତ ଜମି କିଣା ବିକା ହେବ ସଂପୂର୍ଣ୍ଣ କ୍ୟାସ୍ ଲେସ୍ । ଗୋଟିଏ ବି ପଇସା କ୍ୟାସ୍ ଟ୍ରାଞ୍ଜକସନ ହେବ ନାହିଁ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏଣିକି ରାଜ୍ୟରେ ଜମି କିଣା ବିକା ହେବ ସମ୍ପୂର୍ଣ୍ଣ କ୍ୟାସ ଲେସ । ଗୋଟିଏ ପଇସା ବି କ୍ୟାସରେ ଟ୍ରାଞ୍ଜକ୍ସନ ହେବ ନାହିଁ । ପୂର୍ବରୁ ୧୫ ହଜାର ଯାଏଁ କ୍ୟାସ କାରବାର ହେଉଥିଲା । ଜମି ପଞ୍ଜିକରଣ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଯଦିଅ କେହି ନିୟମକୁ ଉଲ୍ଲଂଘନ କରୁଥିବାର ନଜର ଆସନ୍ତି । ତେବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ।

ସେହିପରି ଆଉ ବାରମ୍ବାର ରେଜିଷ୍ଟ୍ରେସନ ଅଫିସକୁ ଆସିବାକୁ ପଡ଼ିବନି । କେବଳ ଜମି ମାଲିକ ଚିହ୍ନଟ ପାଇଁ ଯିବାକୁ ହେବ । ରେଜିଷ୍ଟ୍ରେସନ ପରେ ଦଲିଲ ମଧ୍ୟ ଅନଲାଇନରେ ପାଇବେ । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ଖୁଵ ଶୀଘ୍ର ଏସଓପି ଜାରି ହେବ । ଏହାସହ ରାଜସ୍ବ ଅଧିକାରୀଙ୍କୁ ସ୍ୱତନ୍ତ୍ର ଟ୍ରେନିଂ ମଧ୍ୟ ଦିଆଯିବ ।

Previous Post

ବନ ସୁରକ୍ଷାରେ ଦେଶରେ ତୃତୀୟ ଓଡ଼ିଶା, ସମସ୍ତଙ୍କୁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Next Post

DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

July 7, 2026
DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

July 7, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

July 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.