• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

FNN WEB by FNN WEB
July 7, 2026
in ଓଡ଼ିଶା
0
DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍
0
SHARES
3
VIEWS

ନୂଆପଡ଼ା ୭।୭: ପୁଣି ମାଓ ଡମ୍ପ ଠାବ । ନୂଆପଡା ଜିଲ୍ଲା ବୋଡେନ ଥାନା ପାଟଧରା ଜଙ୍ଗଲ ବରପାଟ ଡ଼ଙ୍ଗରରେ ଠାବ ହୋଇଛି ମାଓ ଡମ୍ପ । DVF ଏବଂ CRPFର ମିଳିତ ସର୍ଚ୍ଚ ଅପରେସନ ବେଳେ ଏହାକୁ ଠାବ କାରାଯାଇଛି ।

କୌଣସି ସୂତ୍ରରୁ ଖବର ପାଇ ପାଟଧରା ଜଙ୍ଗଲ ଭିତରେ ସର୍ଚ୍ଚ ଅପରେସନ ଚଳାଇଥିଲେ ମିଳିତ ଟିମ୍ । ମାଓ କ୍ୟାମ୍ପ ରୁ ବିପୁଳ ନକ୍ସଲ ବ୍ୟବହୃତ ସାମଗ୍ରୀ ଠାବ ହୋଇଛି । ଦୁଇ ଗୋଟି ଦେଶୀ ବନ୍ଧୁକ, ଗୋଟିଏ କାରବାଇନ, ଦୁଇ ଟିଫିନ ବୋମା, ୮୩ ଗୁଳି, ଜିଲେଟିନ, ବ୍ୟାଟେରୀ, ଗନ ପାଉଡ଼ର, ତାର, ମେଡ଼ିସିନ ସହ ପୁସ୍ତିକା ଜବତ ହୋଇଛି । ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ନୂଆପଡା SP ଅମ୍ରିତପାଳ ସିଂ ।

ମାର୍ଚ୍ଚ ୩୧ ନୂଆପଡା ଜିଲ୍ଲା ମାଓମୁକ୍ତ ଘୋଷଣା ହୋଇଥିଲା । ସାଧାରଣ ଜନତାଙ୍କର ଯେଭଳି କୌଣସି କ୍ଷତି ନହୁଏ ସେଥିପାଇଁ ମାଓବାଦୀ ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀକୁ ଖୋଜି ଖୋଜି ଉଦ୍ଧାର କରାଯାଉଛି ।

Previous Post

ଜମି କିଣାବିକା ହେବ ସମ୍ପୂର୍ଣ୍ଣ କ୍ୟାସ୍‌ଲେସ୍‌, ଅନଲାଇନ୍‌ରେ ହେବ ସମସ୍ତ କାରବାର

Next Post

ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

FNN WEB

FNN WEB

Next Post
ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.