• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

FNN WEB by FNN WEB
July 7, 2026
in ଓଡ଼ିଶା
0
ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ
0
SHARES
0
VIEWS

ଭୁବନେଶ୍ୱର,୦୭/୦୭/୨୬ – ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସର ଓ ଧଉଳି ପାଦଦେଶରେ ବିଭିନ୍ନ ଫଳ ଓ ଫୁଲଗଛ ଚାରା ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଧଉଳି ଚାରୁକଳା ମହାବିଦ୍ୟାଳୟର ଏନ ଏସ ଏସ ସ୍ବେଚ୍ଛାସେବୀ ଓ ମଦରସ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ।ପ୍ରାରମ୍ଭରେ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ବରିଷ୍ଠ ଚିତ୍ରଶିଳ୍ପୀ ଡ. ପଞ୍ଚାନନ ସାମଲ ବନ ମହୋତ୍ସବ ଅବସରରେ ଗଛ ଲଗାଇବା ଶୁଭାରମ୍ଭ କରିବା ସହିତ ଛାତ୍ରଛାତ୍ରୀମାନଙ୍କୁ ବୃକ୍ଷ ରୋପଣ ସମ୍ପର୍କରେ ସଚେତନତାର ବାର୍ତ୍ତା ଦେଇଥିଲେ।ପରେ ଛାତ୍ରଛାତ୍ରୀମାନେ ପିଜୁଳି,ଡାଳିମ୍ବ,ଜାମୁକୋଳି, ଅଁଲା,କୃଷ୍ଣଚୂଡ଼ା,ରାଧାଚୁଡ଼ା, ଅଶୋକ ଓ ସୁନାରି ଆଦି ଫଳ ଓ ଫୁଲଗଛ ଚାରା ରୋପଣ କରିଥିଲେ।କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ଏନ ଏସ ଏସ ର କାର୍ଯ୍ୟନିର୍ବାହୀ ଅଧିକାରୀ ଚନ୍ଦନ କୁମାର ସାମଲ,ସୋମନାଥ ଦାସ ପ୍ରମୁଖ ପରିଚାଳନା କରିଥିଲେ।ଏହି ଅବସରରେ ଅଧ୍ୟାପକ ଭୂପତିଭୂଷଣ ପଣ୍ଡା,ସୁବାସ ଚନ୍ଦ୍ର ମୁଦୁଲି,ନିନୁ,କମଳିନୀ,ଉଷା,ଅମୃତା,ଲମ୍ୟା,ଶିବ,ବାପି,ଅନିଲ ଏବଂ ମନୋରଞ୍ଜନ ମହାପାତ୍ର ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Previous Post

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

FNN WEB

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

July 7, 2026
ମାଟ୍ରିକ୍ ସପ୍ଲିମେଣ୍ଟାରୀ ମୂଲ୍ୟାୟନରେ ବଡ଼ ପରିବର୍ତ୍ତନ,ଅନ୍-ସ୍କ୍ରିନରେ ହେବ ଖାତାଦେଖା

DVF-CRPFର ମିଳିତ ସର୍ଚ୍ଚ ଅପରେସନ, ପାଟଧରା ଜଙ୍ଗଲରେ ଠାବ ହେଲା ମାଓ ଡମ୍ପ୍

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

ଧଉଳି ପାହାଡ଼ ପାଦେଶରେ ବନ ମହୋତ୍ସବରେ ବୃକ୍ଷରୋପଣ ; ବିଭିନ୍ନ ଫଳ ଓ ଫୁଲଗଛ ଲଗେଇଲେ ଶିଳ୍ପୀ ଓ ଛାତ୍ରଛାତ୍ରୀ

July 7, 2026
ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

ଭୁବନେଶ୍ୱର ବିମାନବନ୍ଦରରେ ୫ କୋଟିର ମାରିଜୁଆନା ଜବତ, ଜଣେ ଅଟକ

July 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.