• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିର୍ବାଚନ ପ୍ରସ୍ତୁତିକୁ ନେଇ ସକ୍ରିୟ ରାଜ୍ୟ ନିର୍ବାଚନ କମିସନ, ୨୧ରେ ଜିଲ୍ଲାପାଳମାନଙ୍କ ସହ ହେବ ବଡ଼ ବୈଠକ

FNN WEB by FNN WEB
July 9, 2026
in ଓଡ଼ିଶା
0
ନିର୍ବାଚନ ପ୍ରସ୍ତୁତିକୁ ନେଇ ସକ୍ରିୟ ରାଜ୍ୟ ନିର୍ବାଚନ କମିସନ, ୨୧ରେ ଜିଲ୍ଲାପାଳମାନଙ୍କ ସହ ହେବ ବଡ଼ ବୈଠକ
0
SHARES
0
VIEWS

ଆସନ୍ତା ୨୦୨୭ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରସ୍ତୁତିକୁ ତ୍ୱରାନ୍ୱିତ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ବୁଥଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ କରାଯିବାକୁ ଥିବା ଡୋର୍‌-ଟୁ-ଡୋର୍‌ (ଡି୨ଡି) ସର୍ଭେ ସମ୍ପର୍କରେ ଆସନ୍ତା ଜୁଲାଇ ୨୧ ତାରିଖ ସକାଳ ୧୧ଟା ୩୦ ମିନିଟରେ ସମସ୍ତ ଜିଲ୍ଲାପାଳଙ୍କ ସହ ଏକ ଭିଡିଓ କନଫରେନ୍ସ ଅନୁଷ୍ଠିତ ହେବ।

ରାଜ୍ୟ ନିର୍ବାଚନ କମିଶନରଙ୍କ ଅଧ୍ୟକ୍ଷତାରେ ଓଏସ୍‌ୱାନ୍‌ ପ୍ଲାଟଫର୍ମ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ୨୦୨୭ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ଅନୁଷ୍ଠାନ ଏବଂ ସହରାଞ୍ଚଳ ସ୍ଥାନୀୟ କାଉନସିଲଗୁଡ଼ିକର ବୁଥଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଘରକୁ ଘର ସର୍ଭେର ରୂପରେଖା ଓ କାର୍ୟ୍ୟପନ୍ଥା ଉପରେ ଆଲୋଚନା ହେବ।

ଏହାଛଡ଼ା, ୨୦୨୨ ସହରାଞ୍ଚଳ ସ୍ଥାନୀୟ କାଉନସିଲ୍ ନିର୍ବାଚନ ସମ୍ବନ୍ଧୀୟ ବକେୟା ଡିସି ବିଲ୍‌ ଓ ଉପଯୋଗ ପ୍ରମାଣପତ୍ର ଦାଖଲର ଅଗ୍ରଗତି ସମୀକ୍ଷା କରାଯିବ। ଏହି ବକେୟା କାଗଜପତ୍ର ଶୀଘ୍ର ସମାଧାନ ପାଇଁ ମଧ୍ୟ ଜିଲ୍ଲା ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯିବ।

ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ୟୁଏଲବି ନିର୍ବାଚନର ନୋଡାଲ ଅଧିକାରୀ), ସମସ୍ତ ଇଆରଓ, ଏଇଆରଓ ଏବଂ ସମ୍ପୃକ୍ତ ରାଜସ୍ୱ ଅଧିକାରୀମାନେ ମଧ୍ୟ ଜିଲ୍ଲା ଓଏସୱାନ୍‌ କେନ୍ଦ୍ରରୁ ଭିଡିଓ କନଫରେନ୍ସରେ ଯୋଗଦେବେ। ଏହି ବୈଠକକୁ ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶାସନିକ ପ୍ରସ୍ତୁତିର ପ୍ରଥମ ପ୍ରମୁଖ ପଦକ୍ଷେପ ଭାବେ ଦେଖାଯାଉଛି।

Previous Post

୧୬ ମତ୍ସ୍ୟଜୀବୀ ଏବେ ବି ନିଖୋଜ, ସପ୍ତାହେ ଧରି ଚାଲିଛି ଖୋଜାଖୋଜି

Next Post

ନାଇଜରର ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ଉପରାଷ୍ଟ୍ରପତି

FNN WEB

FNN WEB

Next Post
ନାଇଜରର ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ଉପରାଷ୍ଟ୍ରପତି

ନାଇଜରର ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ଉପରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
RTO ଆଇନକୁ ଆହୁରି କଡ଼ା କଲା ପରିବହନ ବିଭାଗ

RTO ଆଇନକୁ ଆହୁରି କଡ଼ା କଲା ପରିବହନ ବିଭାଗ

July 9, 2026
ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ

ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ

July 9, 2026
ନାଇଜରର ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ଉପରାଷ୍ଟ୍ରପତି

ନାଇଜରର ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026
ନିର୍ବାଚନ ପ୍ରସ୍ତୁତିକୁ ନେଇ ସକ୍ରିୟ ରାଜ୍ୟ ନିର୍ବାଚନ କମିସନ, ୨୧ରେ ଜିଲ୍ଲାପାଳମାନଙ୍କ ସହ ହେବ ବଡ଼ ବୈଠକ

ନିର୍ବାଚନ ପ୍ରସ୍ତୁତିକୁ ନେଇ ସକ୍ରିୟ ରାଜ୍ୟ ନିର୍ବାଚନ କମିସନ, ୨୧ରେ ଜିଲ୍ଲାପାଳମାନଙ୍କ ସହ ହେବ ବଡ଼ ବୈଠକ

July 9, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

RTO ଆଇନକୁ ଆହୁରି କଡ଼ା କଲା ପରିବହନ ବିଭାଗ

RTO ଆଇନକୁ ଆହୁରି କଡ଼ା କଲା ପରିବହନ ବିଭାଗ

July 9, 2026
ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ

ଅନ୍ତର୍ଜାତୀୟ ଜଳସୀମାରେ ମାଛ ଧରିବେ ଓଡ଼ିଆ ମତ୍ସ୍ୟଜୀବୀ

July 9, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.