• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ, ସୂଚନା ଦେଲେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ

FNN WEB by FNN WEB
July 10, 2026
in ଓଡ଼ିଶା
0
ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ, ସୂଚନା ଦେଲେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ
0
SHARES
3
VIEWS

ଭୁବନେଶ୍ବର ୧୦।୭: ଏଥର ସାମାନ୍ୟ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ । ଏପ୍ରିଲ କିମ୍ବା ମେ’ ମାସରେ ପଞ୍ଚାୟତ ନିର୍ବାଚନ ହେବା ନେଇ ସୂଚନା । ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ସନ୍ତୋଷ କୁମାର ଦାସ ସୂଚନା ପ୍ରଦାନ କରିଛନ୍ତି । ସଚିବ କହିଛନ୍ତି, ଏସଆଇଆର କାମ ମାର୍ଚ୍ଚ ମାସ ପ୍ରଥମ ସପ୍ତାହ ଯାଏଁ ହେବ । ତେଣୁ ତା ପରେ ଅର୍ଥାତ୍ ବର୍ଷା ପୂର୍ବରୁ ପଞ୍ଚାୟତ ନିର୍ବାଚନ ହେବ ।

ସେ ଆହୁରି ମଧ୍ୟ କହିଛନ୍ତି, ୨୦୨୭ରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ । RDC ଓ ଜିଲ୍ଲାପାଳଙ୍କ ସହିତ ବୈଠକ ହୋଇଛି । ୨୧ ତାରିଖରେ ରୁଟିନ୍ ବୈଠକ ହେବ । ECIଙ୍କ ଇଲେକ୍ଟୋରାଲ ରୋଲ୍କୁ ୱାର୍ଡ ୱାରି ଭାଗ କରାଯାଇ ନିର୍ବାଚନ ହୁଏ । ଆଗରୁ ଏହା ଟେବୁଲ୍ ଉପରେ ତିଆରି ହେଉଥିଲା । ଏଥର କିନ୍ତୁ ଡୋର୍ ଟୁ ଡୋର୍ ଭିଜିଟ୍ କରି ଭୋଟର ଲିଷ୍ଟ ପ୍ରସ୍ତୁତ କରାଯିବ । ୬୭୯୪ ପଞ୍ଚାୟତରେ ୯୧୯୩୦ ୱାର୍ଡ ବା ବୁଥ୍ ରହିଛି ।

ସେପଟେ, ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆସନ୍ତା ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓ କନଫରେନ୍ସ ରେ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କୁ ଚିଠି ଲେଖି ଅବଗତ କରାଯାଇଛି ।

ଓସୱାନ (OSWAN) ପ୍ଲାଟଫର୍ମ ମାଧ୍ୟମରେ ହେବାକୁ ଥିବା ଏହି ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟତଃ ଦୁଇଟି ପ୍ରସଙ୍ଗ ଉପରେ ଆଲୋଚନା ଓ ସମୀକ୍ଷା କରାଯିବ :

ଘରକୁ ଘର ବୁଲି ସର୍ଭେ : ୨୦୨୭ ଆଗାମୀ ସାଧାରଣ ନିର୍ବାଚନ ପାଇଁ ବୁଥ୍ ଭିତ୍ତିକ ଭୋଟର ତାଲିକା ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ପ୍ରସ୍ତାବିତ ଘରକୁ ଘର ବୁଲି ସର୍ଭେ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନର ଆଲୋଚନା କରିବେ ।

୨୦୨୨ ନିର୍ବାଚନର ବିଲ୍ ସମୀକ୍ଷା : ଗତ ୨୦୨୨ ମସିହାରେ ହୋଇଥିବା ପୌର ନିର୍ବାଚନ ସମ୍ପର୍କିତ ବାକି ରହିଥିବା ଡିସି ବିଲ୍ ଏବଂ ଉପଯୋଗିତା ପ୍ରମାଣପତ୍ର ଦାଖଲ ପ୍ରକ୍ରିୟାର ସ୍ଥିତି ସମ୍ପର୍କରେ ସମୀକ୍ଷା କରାଯିବ ।

ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ (ପୌର ନିର୍ବାଚନର ନୋଡାଲ ଅଫିସର), ସମସ୍ତ ERO ଓ AERO ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସାଧାରଣ ବିଭିଧ ସେକ୍ସନର ଡେପୁଟି କଲେକ୍ଟର କିମ୍ବା ଆସିଷ୍ଟାଣ୍ଟ କଲେକ୍ଟରମାନଙ୍କୁ ନିଜ ନିଜ ଜିଲ୍ଲାର ଓସୱାନ କେନ୍ଦ୍ରରୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Previous Post

ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ୫ମ କିସ୍ତି, ୨୦୨୬-୨୭ ରେ ୩ ଲକ୍ଷ ନୂଆ ଆବେଦନକାରୀ

Next Post

୧୪ରେ ବଙ୍ଗୋପସାଗରରେ ଘୂର୍ଣିବଳୟ, ଏହି ତାରିଖରୁ ପ୍ରବଳ ବର୍ଷା : ଭିଜିବ ୧୦ରୁ ଅଧିକ ଜିଲ୍ଲା

FNN WEB

FNN WEB

Next Post
୧୪ରେ ବଙ୍ଗୋପସାଗରରେ ଘୂର୍ଣିବଳୟ, ଏହି ତାରିଖରୁ ପ୍ରବଳ ବର୍ଷା : ଭିଜିବ ୧୦ରୁ ଅଧିକ ଜିଲ୍ଲା

୧୪ରେ ବଙ୍ଗୋପସାଗରରେ ଘୂର୍ଣିବଳୟ, ଏହି ତାରିଖରୁ ପ୍ରବଳ ବର୍ଷା : ଭିଜିବ ୧୦ରୁ ଅଧିକ ଜିଲ୍ଲା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.