• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଚାଲିବ ବୁଲଡୋଜର: ଯୋଗୀ

FNN WEB by FNN WEB
May 23, 2024
in ଓଡ଼ିଶା, ମୁଖ୍ୟ ଖବର, ରାଜନୀତି
0
ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଚାଲିବ ବୁଲଡୋଜର: ଯୋଗୀ
0
SHARES
12
VIEWS

ବାଣପୁର: ବାଣପୁରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରଚାର । ବିଶାଳ ଜନସଭାକୁ ସମ୍ବୋଧିତ କରି ଯୋଗୀ ଆଦିତ୍ୟନାଥ କହିଛନ୍ତି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆଣି ଜମି ମାଫିଆ, ବାଲି ମାଫିଆ, ଜଙ୍ଗଲ ମାଫିଆଙ୍କୁ ଉଚିତ୍ ଶିକ୍ଷା ଦେବା ପାଇଁ ଉତ୍ତରପ୍ରଦେଶର ବୁଲଡୋଜର ଶୈଳୀରେ କାମ କରିବୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କିଭଳି ପରିବର୍ତ୍ତନ ଆସୁଛି ତାହା ଦେଶବାସୀ ଦେଖୁଛନ୍ତି । ବିଶ୍ୱରେ ଭାରତର ସମ୍ମାନ ବଢିଛି । ଭାରତର ସୀମାକୁ ସୁରକ୍ଷିତ କରାଯାଇଛି । ଆତଙ୍କବାଦୀଙ୍କୁ ଶାସ୍ତି ଦିଆଯାଇଛି। ପାକିସ୍ତାନ ମଧ୍ୟ ଜାଣିଛି, ଏହା ନୂଆ ଭାରତ । ନୂଆ ଭାରତ କାହା ସହିତ ପ୍ରଥମେ ପ୍ରହାର କରେ ନାହିଁ। କିନ୍ତୁ କିଏ ପ୍ରହାର କଲେ ନିଜର ଶକ୍ତିର ପ୍ରୟ‌ୋଗ କରିଥାଏ।

ମୋଦୀଙ୍କ ନେତୃତ୍ୱରେ ଦେଶରେ ବିକାଶ ପର୍ବ ଆରମ୍ଭ ହୋଇଛି । ବିକାଶମୂଳକ କାମର ହିସାବ ଦେଇ ଡବଲ ଇଞ୍ଜିନ ସରକାର ପାଇଁ ଯୋଗୀ ଆଦିତ୍ୟନାଥ ଆହ୍ୱାନ ଦେଇଛନ୍ତି। ମୋଦୀ ଦେଶର ୬୦ କୋଟି ଲୋକଙ୍କୁ ଆୟୁଷ୍ମାନ ଯୋଜନାରେ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ଯୋଗାଇଛନ୍ତି । ଭାରତରେ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳୁଛି। ଦେଶରେ ୫ମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ଦେଶର ୧୨ଟି ରାଜ୍ୟ ବୁଲି ସାରିଲିଣି, ସବୁଠି ଗୋଟିଏ ସ୍ୱର ଶୁଭୁଛି ପୁଣିଥରେ ମୋଦୀ ସରକାର, ଅବ କି ବାର ୪୦୦ ପାର । ସମ୍ବିତ ପାତ୍ରଙ୍କୁ ବିଜୟୀ କରି ସଂସଦ ପଠାନ୍ତୁ, ସେ ପୁରୀକୁ ଅଯୋଧ୍ୟା ଭଳି ଭବ୍ୟ ଓ ଆଧ୍ୟାତ୍ମିକ ସହର ଭାବେ ଗଢି ତୋଳିବେ ।

Previous Post

ମେ’ ୨୬ରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

Next Post

ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀଙ୍କ ନିଷ୍ପତ୍ତି: ନଡ୍ଡା

FNN WEB

FNN WEB

Next Post
ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀଙ୍କ ନିଷ୍ପତ୍ତି: ନଡ୍ଡା

ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀଙ୍କ ନିଷ୍ପତ୍ତି: ନଡ୍ଡା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
୨୪ରେ ମିଳିବ ସୁଭଦ୍ରା ଟଙ୍କା, ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ

ଆଜି ମହିଳା ଦିବସରେ ମିଳିବ ‘ସୁଭଦ୍ରା’ ଚତୁର୍ଥ କିସ୍ତି

March 7, 2026
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

ପାଣିରେ ବୁଡ଼ି ୫ ଛାତ୍ରଙ୍କ ମୃତ୍ୟୁ

March 7, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.